-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||     

HOME   ଜିଲ୍ଲା

ଟେନସା ରେ ୧୩୦ ତମ ବି ଆର୍ ଆମ୍ବେଦକର ଜୟନ୍ତୀ ପାଳିତ

14-Apr-2021



 ଟେନସା(ସମୀର ପାଢୀ) - ସୁନ୍ଦରଗଡ଼ ଜିଲ୍ଲା ଟେନସା ରେ ଥିବା ସର୍ବ ସମନ୍ୱୟ ଆନୁକୂଲ୍ୟରେ ଡ଼ଃ ବି.ଆର ଆମ୍ବେଦକର ଙ୍କ ୧୩୦ ତମ ଜୟନ୍ତୀ ଆଜି ବୁଧବାର ମହାଆଡ଼ମ୍ବର ପାଳତ ହୋଇଯାଛି ।ସକାଳୁ ବରସୁଆଁ ଲୌହଖଣି ର ଚିପ ଜେନେରାଲ ମ୍ୟାନେଜର ପି.କେ ରଥ ,ଜେ. ପି ମିଶ୍ର, ସର୍ବ ସମନ୍ୱୟ ସଙ୍ଘ ର ସମ୍ପାଦକ ଜଗଦୀଶ ବେହେରା, ଉପସଭାପତି ପୀତବାସ ସେଠୀ ପ୍ରମୁଖ ବି.ଆର ଆମ୍ବେଦକର ଙ୍କର ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଦେବା ସହ ସେମାନଙ୍କର ସ୍ମୁତି ଚାରଣ କରିବା ସହ ପ୍ରଭାତ ଫେରି କରିଥିଲେ । ସକାଳ ୯ଟା ସମୟ କରୋନା  ନିୟମ ଅନୁଯାୟୀ ଟେନସା ବ୍ୟାଙ୍କ ସମୁଖରେ ସମ୍ପାଦକ ଜଗଦୀଶ ବେହେରା ଙ୍କ ସଭାପତ୍ୱ ରେ ଏକ ସଭା ର ଆୟୋଜନ କରାଯାଇଥିଲା ।ପ୍ରଥମେ ପ୍ରଦୀପ ପ୍ରଜ୍ୱଳନ କରାଯାଇଥିଲା ।ଡି ଏ ଭି ବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନେ ସ୍ୱାଗତ ସଙ୍ଗୀତ ଗାନ କରିଥିଲେ ।ମୁଖ୍ୟ ଅତିଥି ଭାବେ ବରସୁଆଁ ଲୌହଖଣି ର ଚିପ ଜେନେରାଲ ମ୍ୟାନେଜର ପି.କେ ରଥ , ସଂମାନିତ  ଅତିଥି ଭାବେ ଜେ. ପି ମିଶ୍ର, ଟେନସା ସରପଞ୍ଚ ଅନିତା ପୂର୍ତ୍ତି,ମୁଖ୍ୟ ବକ୍ତା ଭାବେ  ରାଉରକେଲା ବିର୍ଶାମୁଣ୍ଡା ମହାବିଦ୍ୟାଳୟ ଅଧ୍ୟାପକ ନଗେଶ ଚନ୍ଦ୍ର ଦାସ,ପ୍ରମୁଖ ଯୋଗ ଦେଇ ବି ଆର ଆମ୍ବେଦକର  ନିଜ  ଛାତ୍ର ଜୀବନ ରୁ  ବାଜି ଲଗାଇ  ଦଳିତ ଲୋକଙ୍କ ପାଇଁ ତଥା ଦେଶ ବାଶୀ ଙ୍କ ପାଇଁ ଯାହା କରିଯାଇଛନ୍ତି ଏହି  ମହାନ ପୁରୁଷ ଙ୍କ ଉପରେ ବକ୍ତବ୍ୟ ରଖିଥିଲେ । ସର୍ବ ସମନ୍ବୟ ସଙ୍ଘ ତରଫରୁ ପାଣ୍ଡବ ମାଝି, ଶ୍ରୀ ବାସ୍କେ, ନିର୍ମଳା ବେହେରା, ସୁଲଚନା ସାହୁ, ସମେତ  କର୍ମକର୍ତ୍ତା ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ ।ପୀତବାସ ସେଠୀ ଧନ୍ୟବାଦ ଦେଇଥିଲେ ।ସମୀର ପାଢ଼ୀ ,ଟେନସା


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026

You Might Also Like