-+91-9937148622 |
prerana_bgr@rediffmail.com |
Thursday 24th September 2026 |
R.N.I. Regd No. ODIODI/2010/46693
Breaking News
19-Oct-2020
ବଲାଙ୍ଗିର, (ସନ୍ତୋଷ ଠାକୁର, )ବଲାଙ୍ଗିର ସହରର ଚନ୍ଦ୍ରଶେଖରନଗର ପଡାରେ ଏକ ଘରୁ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଉଦ୍ଧାର, ସ୍ବାମୀଙ୍କ ମୃତ୍ୟୁ ପରେ ସ୍ତ୍ରୀ ଆତ୍ମହତ୍ୟା କରିଥିବା ସନ୍ଦେହ, ବୃଦ୍ଧାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କଲା ପୋଲିସ, ମୃତକ ସ୍ବାମୀ ବୃନ୍ଦାବନ ସାହୁ ଓ ସ୍ତ୍ରୀ ନିରାଶ ସାହୁ, ବଲାଙ୍ଗିର ଟାଉନ ଥାନା ପୋଲିସର ତଦନ୍ତ ଆରମ୍ଭ!!