-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||     

HOME   ଜିଲ୍ଲା

ଲୋଇସିଂହା: ବିଶ୍ୱରତ୍ନ ଡ଼. ଆମ୍ବେଦକର ଓ ମହାତ୍ମା ଫୁଲେ ସଂଯୁକ୍ତ ଜୟନ୍ତୀ ସମାରୋହ

15-Apr-2021



ଲୋଇସିଂହା, (ବିନୋଦ କୁମାର ଦୀପ ): ସମ୍ବିଧାନ ସଚେତନତା ଅଭିଯାନ (ଏସଏସଏ) ଓଡିଶା ତରଫରୁ ଆଦିବାସୀ ଭବନ ଲୋଇସିଂହା ଠାରେ ବିଶ୍ୱ ମାନବତାର ଆଦର୍ଶ ଡ଼. ଭୀମରାଓ ଆମ୍ବେଦକର ଏବଂ ସାମାଜିକ କ୍ରାନ୍ତିର ରାଷ୍ଟ୍ରପିତl ମହାତ୍ମା ଜ୍ୟୋତିରାଓ ଫୁଲେଙ୍କ ସଂଯୁକ୍ତ ଜୟନ୍ତୀ ପାଲିତ ହୋଇଯାଇଛି l ଏହି ଅବସରରେ ଶତାଧିକ ଆମ୍ବେଦକରବାଦୀ, ବୁଦ୍ଧିଜୀବୀ ଭାଗ ନେଇଥିଲେ l  ସ୍ଥାନୀୟ ମେଡିକାଲ ଅଫିସର ମେଡମ ସୋରେନ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ ଏବଂ ଭାରତବର୍ଷରେ ବାବାସାହେବ

ଆମ୍ବେଦକରଙ୍କର ମହତ୍ୱପୁର୍ଣ ମନବତାବାଦୀ, ଇନସାନିୟତ ବିଚାର ଉପରେ ଆଲୋକପାତ କରିଥିଲେ l ସ୍ଥାନୀୟ ଏମ.ଏଚ. ୟୁ ଡ଼l. ସଂଜୀବ କୁମାର ବିଶ୍ୱାଳ ଏବଂ ଜଗନ୍ନାଥ ମେଘ, ମାଧବଚନ୍ଦ୍ର ନାଗ, ଗନ୍ଧର୍ବୀ ନାଗ, ଅଧ୍ୟlପକ ଅଭିନାଶ ନାଗ, ସୂର୍ଯ୍ୟକାନ୍ତି ଛତ୍ରିଆ ଅତିଥିଭାବେ ଯୋଗ ଦେଇଥିଲେ l ଧି.ହିମାଂଶୁ ବିଭାର ଷ୍ଟେଟ କୋଡ଼ିନେଟର ଏସଏସଏ ଧି.ଗୁପ୍ତେଶ୍ୱର ଖୁରା ଅର୍ଗାନାଇଜର ଏସଏସଏ ଡ଼. ଆମ୍ବେଦକର ଓ ମହାତ୍ମା ଫୁଲେଙ୍କ ଆଧୁନିକ ଭାରତ - ନୂଆ ଭାରତ ନିର୍ମାଣ କରିବାରେ ଅମୁଲ୍ୟ ଯୋଗଦାନ ସମ୍ପର୍କରେ ଆଲୋଚନା କରିଥିଲେ l ଆଦର୍ଶ ସମାଜ, ଜାତିବିହୀନ  ସମାଜ ଗଠନ ପାଇଁ (ସମାନତା + ସ୍ୱତନ୍ତ୍ରତା + ବନ୍ଧୁତା + ନ୍ୟାୟ ) ଆଧାରରେ ସାମ୍ବିଧାନିକ ସଂସ୍କୃତି ଉପରେ ଗୁରୁତ୍ୱlରୋପ କରିଥିଲେ l ସମସ୍ତ ବହୁଜନ ସଂଗଠନ ଏକ  

ପ୍ଲାଟଫର୍ମରେ ଆସି ମିଳିତଭାବେ କାର୍ଯ୍ୟ କରେ ନିଜର ଲକ୍ଷ୍ୟ ହାସଲ କରିବା ପାଇଁ ବିଚାର ରଖିଥିଲେ l ଏହି କାର୍ଯ୍ୟକ୍ରମକୁ ସୁନିଲ ନନ୍ଦ ପରିଚାଳନା କରିଥିଲେ l ଲାଲମନ ନାଗ, ଦୈତାରୀ ନନ୍ଦ, ହିମାଂଶୁ ସିକ୍କା, ଗୁରୁଚରଣ ଧୂର, କୁନା  ନାଗ, ହଜାରୀ କୁମ୍ଭାର, ସୋନପୁରରୁ ଜ୍ୟୋତିର୍ମୟ ନାଗ ସହଯୋଗ କରିଥିଲେ l ଏହି ଜୟନ୍ତୀ ଅବସରରେ ଲୋଇସିଂହା ଵାଞ୍ଜିପାଲି ଠାରେ ସଂସ୍କୃତିକ କାର୍ଯ୍ୟକ୍ରମର ବ୍ୟବସ୍ଥା ରଖା ଯାଇଥିଲା l 


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026

You Might Also Like