-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ରାଜ୍ୟ

ଓଡିଶାକୁ ଘାରିଛି ଛତିଶଗଡ ଟେନସନ୍ : ରାଜ୍ୟ ବାହାରୁ ଆସୁଥିବା ପ୍ରତ୍ୟେକଙ୍କ RTPCR ରିପୋର୍ଟ ବାଧ୍ୟତାମୂଳକ

15-Apr-2021



ଝାରସୁଗୁଡା(ପ୍ରେରଣା ଖବର ବ୍ୟୁରୋ) କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଝାରସୁଗୁଡା ଜିଲ୍ଲା ଛତିଶଗଡ଼ ସୀମା ଉପରେ ତୀକ୍ଷ୍ଣ ନଜର ରଖିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । ଛତିଶଗଡ ପଟୁ ସଂକ୍ରମଣର ଭୟ ଥିବାରୁ ପଶ୍ଚିମ ଓଡିଶାର ଜିଲ୍ଲାଗୁଡିକ ନିଜ ସୀମା ସିଲ୍ କରିଛନ୍ତି । ପଡୋଶୀ ରାଜ୍ୟମାନଙ୍କରେ ବଢୁଥିବା କରୋନା ସ୍ଥିତି ଉଦବେଗଜନକ ରହିଥିବା କାରଣରୁ ସୀମାନ୍ତରେ କଡା ସୁରକ୍ଷା ବ୍ୟବସ୍ଥା କରିବାକୁ କହିଛନ୍ତି। ଛତିଶଗଡ଼ରେ ହୁ ହୁ ହୋଇ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ କଡା ନିଷ୍ପତ୍ତି ଗ୍ରହଣ କରାଯାଇଛି ।

ସେହିପରି ସୀମାନ୍ତରେ ଅସ୍ଥାୟୀ ଆଶ୍ରୟସ୍ଥଳୀ କରାଯାଇ ୨୪ ଘଣ୍ଟା ପହରା ଦିଆଯିବା ସହ ସୀମାନ୍ତରେ ସ୍ଥିତି ଉପରେ ଜିଲ୍ଲା ପ୍ରଶାସନ ନଜର ରଖିଛି।  ପଡୋଶୀ ରାଜ୍ୟମାନଙ୍କରୁ ଆସୁଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ଆରଟି-ପିସିଆର ରିପୋର୍ଟକୁ ବାଧ୍ୟତାମୂଳକ କରାଯାଇଥିବା ବେଳେ କନକତୋରା ସୀମାନ୍ତ ଦେଇ ଯେଉଁ ବ୍ୟକ୍ତି ଓଡିଶା ଭିତରକୁ ପ୍ରବେଶ କରିବେ ସେମାନଙ୍କ କୋଭିଡ଼ ପରୀକ୍ଷା କରାଯାଇ ପ୍ରବେଶ ଅନୁମତି ପ୍ରଦାନ କରାଯିବ ବୋଲି  ଝାରସୁଗୁଡା ଜିଲ୍ଲା ପ୍ରଶାସନ ସଫେଇ ଦେଉଥିବା ବେଳେ ଓଡିଶା-ଛତିଶଗଡ଼ ସୀମାନ୍ତରେ ବିଭିନ୍ନ ଗଳାବାଟ ଦେଇ ଅବାଧରେ ଓଡିଶା ଭିତରକୁ ଲୋକେ ଯିବା ଆସିବା କରୁଛନ୍ତି ବୋଲି ଅଭିଯୋଗ କରିଛନ୍ତି ସ୍ଥାନୀୟ ଲୋକେ  ।

ଝାରସୁଗୁଡା ଜିଲ୍ଲା ପ୍ରଶାସନ ପକ୍ଷରୁ ଛତିଶଗଡକୁ ସୀମାରେ ଥିବା ୩ଟି ରାସ୍ତାକୁ ସିଲ୍ କରିଥିବା ବେଳେ କନକତୋରାଠାରେ  ବର୍ଡ଼ର ଚେକ୍ ପଏଣ୍ଟ ଖୋଲାଯାଇଛି । ଛତିଶଗଡ଼ରୁ ଆସୁଥିବା ସମସ୍ତ ଯାତ୍ରୀଙ୍କ ପଞ୍ଜୀକରଣ କରାଯିବା ସହିତ ସେମାନଙ୍କର ଥର୍ମାଲ ସ୍କ୍ରିନିଂ କରାଯାଉଛି । ଯାତ୍ରୀମାନେ ନିଜର ଆରଟିପିସିଆର ନେଗେଟିଭ ରିପୋର୍ଟ କିମ୍ବା ୨ ଡୋଜ୍ କୋଭିଡ୍ ଟିକା ନେଇଥିବା ପ୍ରମାଣ ପତ୍ର ବର୍ଡର ଚେକ୍ ପଏଣ୍ଟ ନିକଟରେ ଜମା କରିବେ । ନଚେତ୍ ସେମାନଙ୍କୁ ସଂଗରୋଧ କେନ୍ଦ୍ରରେ ୭ ଦିନ ପାଇଁ ରଖାଯିବାର ବ୍ୟବସ୍ଥା କରାଯାଇଛି ବୋଲି ଝାରସୁଗୁଡା ଏସପି କହିଛନ୍ତି । ଏହା ସହିତ ଛତିଶଗଡ଼କୁ ସଂଯୋଗ କରୁଥିବା ଲରା ଛକ ଓ ବାଉଁସେନପାଲି ଛକରେ ପୋଲିସ ରାସ୍ତା ବନ୍ଦ କରି କଡାକଡି ଚେକିଂ କରୁଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like