-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||     

HOME   ଜିଲ୍ଲା

ଜନ ସ୍ୱାସ୍ଥ୍ୟ ବିଭାଗର ଅଜବ ନୀତି : ଟାଙ୍କି ଅଛି ପାଣି ନାହିଁ, ଜଳ ସମସ୍ୟା ଉତ୍କଟ

15-Apr-2021



ବୁଗୁଡ଼ା(ଡ଼ଃ. କୁମୁଦ ଚନ୍ଦ୍ର ବେହେରା) ବୁଗୁଡ଼ା ୨ନଂ ଓ ୩ନଂ ୱାର୍ଡରେ ଉତ୍କଟ ପାଣି ସମସ୍ୟା ଦେଖାଦେଇଛି। ପାଣି ଯୋଗାଇବା ପାଇଁ ଦଶ ଦିନ ହେଲା ଏକ ବଡ଼ ଫାଇବର୍ ଟାଙ୍କି ଆଣି ଥୋଇଛି ଜନ ସ୍ଵାସ୍ଥ୍ୟ ବିଭାଗ କିନ୍ତୁ ଟାଙ୍କି ରେ ପାଣି ରଖାଯାଉନି। ଖାଲି ଟାଙ୍କି ଦେଖି ଦେଖି ଲୋକେ ନୟାନ୍ତ। ଏନଏସି କର୍ତ୍ତୃପକ୍ଷଙ୍କୁ ଗୁହାରି କଲେ କହୁଛନ୍ତି ପାଣି ଯୋଗାଣ ଦାୟିତ୍ବ ଜନ ସ୍ବାସ୍ଥ୍ୟ ବିଭାଗ ହାତରେ ଆମେ କିଛି କରିପାରିବୁ ନାହିଁ। ଜନ ସ୍ଵାସ୍ଥ୍ୟ ବିଭାଗର ବୁଗୁଡ଼ା ଏନଏସି ଦାୟିତ୍ବରେ ଥିବା ଜେଇ ଅତିରିକ୍ତ ଭାବେ କୋଦଳା ଏନଏସି ର ଦାୟିତ୍ବରେ ଥିବାରୁ  କଙ୍କଡାକୁ ଗୋଲିଆ ପାଣି ସୁହାଇବା ପ୍ରକାରେ ବୁଗୁଡ଼ାରେ ଜନସ୍ବାସ୍ଥ୍ୟ ବିଭାଗ ଜେଇଙ୍କ ଭଲଭାବେ ଦେଖା ମିଳୁନି। ଲୋକେ ଗୁହାରି କରିବେ କାହାକୁ ! ସେ ଦୁଇଟି ଏନଏସିର ଦାୟିତ୍ବ ତୁଲାଇବାରେ ଅକ୍ଷମ, ଏହା ନିରାଟ ସତ୍ୟ। ଦୀର୍ଘ ଦେଢ଼ ମାସ ହେଲା ବୁଗୁଡ଼ା ଏନଏସି ର ବିଭିନ୍ନ ୱାର୍ଡରେ ପାଣି ସମସ୍ୟା ଥିବାବେଳେ ୨ନଂ ଓ ୩ନଂ ୱାର୍ଡରେ ପିଇବା ପାଣି ସମସ୍ୟା ଉତ୍କଟ  ହୋଇଛି। ଏହି ଦୁଇଟି ୱାର୍ଡରେ ୧୨ ଟି ବଡ଼ ସାହି ରହିଥିବା ବେଳେ ପାଣି ପାଇଁ ଆଜିଠୁ ଡହଳ ବିକଳ ହେଉଛନ୍ତି ଲୋକେ। ପୂର୍ବ ବର୍ଷ ମାନଙ୍କରେ ଏହି ସାହି ଗୁଡିକୁ ଟ୍ୟାଙ୍କର ଯୋଗେ ପାଣି ଯୋଗାଣ ହେଉଥିଲା। ମାତ୍ର ଚଳିତବର୍ଷ ଜଳ ସମସ୍ୟା ବର୍ତ୍ତମାନ ଠାରୁ ଦେଖାଦେଇଥିବା ବେଳେ ଜନ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଖାଳି ଟାଙ୍କି ଗୁଡିକ ରଖି ଚୁପ୍ ରହିବା ଯୋଗୁଁ ଲୋକମାନେ ପାଣି ପାଇଁ ହଟହଟା ହେଉଛନ୍ତି। ଦୀର୍ଘ ଦିନ ହେଲା ବର୍ଷା ନହେବା ଯୋଗୁଁ ଶୁଖିଗଲାନି ନଈ,କୂଅ ଓ ପୋଖରୀ। ଏବେ କେବଳ ଜନ ସ୍ବାସ୍ଥ୍ୟ ବିଭାଗ ହିଁ ଭରସା ହୋଇଥିବା ବେଳେ ବିଭାଗୀୟ ଅବହେଳା ଚରମ ସୀମାରେ ପହଞ୍ଚିଥିବାରୁ ଜନ ଅସନ୍ତୋଷ ଦେଖାଦେଇଛି। ଜନସ୍ବାସ୍ଥ୍ୟ ବିଭାଗ ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ବିହିତ ପଦକ୍ଷେପ ଗ୍ରହଣ କରିବାକୁ ଦୃଢ଼ ଦାବୀ ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026

You Might Also Like