-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଅପରାଧ

ଯୁବକଙ୍କୁ ଗଳା କାଟି ଜଙ୍ଗଲରେ ଫିଙ୍ଗି ଦେବ। ଘଟଣା- ୧୨ ଜଣଙ୍କୁ ଗିରଫ କଲା ସମ୍ବଲପୁର ପୁଲିସ

19-Oct-2020



ସମ୍ବଲପୁର(Sanjeeb Panigrahi)- ବନ୍ୟଜନ୍ତୁ ଶିକାର ପାଇଁ ବିଛା ଯାଇଥିବା ତାର‌ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ୍ୟୁ ହେବା ଘଟଣାରେ ଯୁବକଙ୍କୁ ଗଳା କାଟି ହତ୍ୟା ଅଭିଯୋଗରେ ପୁଲିସ ୧୨ ଜଣଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ରାମେଶ୍ବର ଭୋଇ (୩୦), ବିମଳେଶ୍ବର ଭୋଇ ଓରଫ ପିଣ୍ଟୁ (୨୫), ରାଜେନ୍ଦ୍ର ପୋଢ଼ ଓରଫ ରାଜୁ (୪୨), ଧନୁ ନାୟକ (୪୦), ମହେନ୍ଦ୍ର ଘୁସି (୫୦), ଅଭିମନ୍ୟୁ ମାକଡ଼ ଓରଫ ମଣ୍ଟୁ (୨୮), ଚିତ୍ତରଂଜନ ପୋଢ଼ (୩୪), ସରୋଜ ଭୋଇ (୩୦), ପ୍ରକାଶ ନାୟକ ଓରଫ ବେଡ଼ା (୨୯), ଦୁର୍ଯୋଧନ ଗୁରୁ ଓରଫ ଢେକଲୁ (୪୫), ଅଶୋକ ଢିଲା (୩୨), ଗୁରୁ ବନଛୋର (୫୨)। ମୃତ ନୀଳାମ୍ବର ବେସନଚୋର (୨୪)ଙ୍କ ସାନ ଭାଇ ବିଶ୍ୱେଶର ବେସନଚୋରଙ୍କ ଅଭିଯୋଗ ଆଧାରରେ ପୁଲିସ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ ଚଳାଇଛି! ଯୁଯୁମୁରା ଥାନା ବାନ୍ଦେର ସଂରକ୍ଷିତ ଜଙ୍ଗଲର କବାଟଦୁଆର ଅଞ୍ଚଳରୁ ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଧଧୋଲୋମୁଣ୍ଡା ଗ୍ରାମରଙ୍କ ଅର୍ଦ୍ଧଦଗ୍ଧ ଶବ ଉଦ୍ଧାର କରା ଯାଇଥିଲା। ଜଙ୍ଗଲରେ ଶିକାର ଉଦ୍ଦେଶ୍ୟରେ ବିଛା ଯାଇଥିବା ବେଆଇନ୍‌ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବା ପରେ ଅପରାଧ ଲୁଚାଇବାକୁ ଯାଇ ଦୁର୍ବୃତ୍ତମାନେ ଧାରୁଆ ଅସ୍ତ୍ର’ରେ ତାଙ୍କ ଗଳାକାଟି ଜଙ୍ଗଲରେ ଫିଙ୍ଗି ଦେଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣରେ ପୁଲିସ ଶୁକ୍ରବାର ରାତିରେ ସନ୍ଦେହରେ ବ୍ରାହ୍ମଣୀପାଲିର ଏକାଧିକ ଯୁବକଙ୍କୁ ଉଠାଇ ପଚରଉଚରା କରୁଥିଲା। ତେବେ ଏଥିରେ ୧୨ ଜଣ ସଂପୃକ୍ତ ଥିବାରୁ ସେମାନଙ୍କୁ କୋର୍ଟ ଚାଲାଣ କରା ଯାଇଥିବା ବେଳେ ଆଉ ଜଣେ ଫେରାର ଥିବା ପୁଲିସ କହିଛି। ଯୁଯୁମୁରା ପୁଲିସ୍‌ ଏହି ଘଟଣାରେ ଧାରା ୩୦୨/୨୦୧/୩୪ ଆଇପିସିରେ ମାମଲା ରୁଜୁ କରି ଅଧିକ ତଦନ୍ତ ଚଳାଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like