-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||     

HOME   ଜିଲ୍ଲା

ଗଣ୍ଡାବଜା ପତ୍ରିକା ପକ୍ଷରୁ ଆମ୍ବେଦକର ଜୟନ୍ତୀ ପାଳିତ

15-Apr-2021



ବଲାଙ୍ଗିର, (ପ୍ରେରଣା ଖବର)- ସ୍ଥାନୀୟ ଅଗ୍ରସେନ ଭବନ ଲୋଇସିଂହା ଠାରେ ଭାରତ ରତ୍ନ ବାବା ସାହେବ ଆମ୍ବେଦକରଙ୍କ ୧୩୦ତମ ଜୟନ୍ତୀ ଗଣ୍ଡାବଜା ପତ୍ରିକା ତରଫରୁ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ରୂପେ ବରିଷ୍ଠ ଆଇନଜିବୀ ତଥା ସମାଜ ସଂସ୍କାରକ ଦିଲିପ ବେହେରା, ମୁଖ୍ୟବକ୍ତା ରୂପେ ଅଧ୍ୟାପକ ତଥା ସ୍ତମ୍ଭକାର କିଶୋର ମେହେର, ସମ୍ମାନିତ ଅତିଥି ରୂପେ ଉପାଧ୍ୟକ୍ଷ ମନମୋହନ ପଟେଲ, ପ୍ରଫେସର ସରୋଜ ଦାଶ, ସାମାଜିକ କର୍ମୀ ସୁଷମା ବଏ ଯୋଗଦାନ କରିଥିଲେ ।

ତ୍ରିଲୋଚନ ନନ୍ଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଅତିଥିମାନେ ସମ୍ବିଧାନ ହିଁ ଦେଶକୁ ଠିକ୍ ଶାସନ ଦେଇ ପାରିବ । ପ୍ରତ୍ୟେକ ଲୋକ ସମ୍ବିଧାନ ଜାଣିବା ଉଚିତ । ସମ୍ବିଧାନ ଜାଣିଲେ ହିଁ ଗଣତନ୍ତ୍ର ସୁଦୃଢ ହେବ, ସମ୍ବିଧାନକୁ ଠିକ୍ ରୂପେ ଜାଣି ପାଳନ କଲେ ହିଁ ଆମ୍ବେଦକରଙ୍କ ପ୍ରତି ଉପଯୁକ୍ତ ଶ୍ରଦ୍ଧାଞ୍ଜଳି ହୋଇପାରିବ । ଏଣୁ ସରକାର ସମ୍ବିଧାନକୁ ଉପଯୁକ୍ତ ସମ୍ମାନ ସହିତ ସମସ୍ତଙ୍କ ମଧ୍ୟରେ ସମ୍ବିଧାନ ସଚେତନା କିପରି ସୃଷ୍ଟି ହୋଇପାରିବ ସେ ଦିଗରେ ପଦକ୍ଷେପ ନେବା ଉଚିତ ବୋଲି ମତ ପ୍ରକାଶ କରିଥିଲେ । ସାମାଜିକ କ୍ଷେତ୍ରରେ ତଥା ଆମ୍ବେଦକର ବାଦର ପ୍ରସାର ଦିଗରେ ସାରା ଜିବନ କାର୍ଯ୍ୟ କରିଥିବା ସାମାଜିକ କର୍ମୀ ପିତାମ୍ବର ବାରିକ, ଯୁବ ସମାଜସେବୀ ଅଶୋକ ବାରିକ, ସାରା ଜିବନ ସାମାଜିକ କାର୍ଯ୍ୟ କରିଥିବା ସ୍ୱର୍ଗତ ଶିକ୍ଷକ ଗୋବିନ୍ଦ ତାଣ୍ଡିଙ୍କୁ ଗଣ୍ଡାବଜା ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା । ଶଙ୍କର ନନ୍ଦ ମଂଚ ପରିଚାଳନା କରିଥିବା ବେଳେ ମକାରୁ ମହାନନ୍ଦ, ସନ୍ତୋଷ ନନ୍ଦ, ଶେଷ ବଏ, ହିରା ବଏ, ଲତା ବଏ, ଲକ୍ଷ୍ମୀ ବଏ, ତପି ବଏ, ବିଲାସିନି ମୁଗ୍ରୀ, ସସ୍ମିତା ବଏ, ପଦ୍ମାବତି ବାରିକ, ଆନନ୍ଦ ଦିପ, ରାମେଶ୍ୱର କୁମ୍ଭାର, ବୈଷ୍ଣବ ବିଭାର, ବୁଲୁ ଛତ୍ରିଆ, ଅନ୍ତ ଛତ୍ରିଆ, ଅନିଲ ତାଣ୍ଡି, ଆଲୋକ ଦୀପ, ଆନନ୍ଦ ବାରିକ, ସନ୍ତୋଷ ନାଗ, ରାମ ଗୋପାଳ ଦୀପ, ପ୍ରେମଶିଳା ମହାନନ୍ଦ ଶତାଧିକ ଆମ୍ବେଦକ ପ୍ରେମୀ ଯୋଗଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026

You Might Also Like