-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||     

HOME   ଜିଲ୍ଲା

 ବଲାଙ୍ଗିର: ଶିଳ୍ପଦ୍ୟୋଗୀ ବିକାଶ ତାଲିମ କାର୍ଯ୍ୟକ୍ରମ ର ଶୁଭାରମ୍ଭ

15-Apr-2021



  ବଲାଙ୍ଗିର(ପ୍ରେରଣା ଖବର)- ଶିଳ୍ପଦ୍ୟୋଗୀ ବିକାଶ ପ୍ରତିଷ୍ଠାନ ଏବଂ ରିଲାଏନ୍ସ୍ ଏଜୁକେଶନ କେମ୍ପେ୍ଲକ୍ସ୍  ଆନୁକୁଲ୍ୟରେ ସ୍ଥାନୀୟ ଯାଦବ ଭବନ ଠାରେ ଏକ  ଶିଳ୍ପଦ୍ୟୋଗୀ ବିକାଶ ତାଲିମ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଅଛି । ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ  ଶିକ୍ଷିତ ବେକାର ଯୁବକ, ଯୁବତୀ ମାନଙ୍କ ପାଇଁ ଦୁଇ ସପ୍ତାହ ବ୍ୟାପି  ତାଲିମ ପ୍ରଦାନ କରାଯିବାର କାର୍ଯ୍ୟକ୍ରମ ରହିଛି । ଏହି ପ୍ରଶିକ୍ଷଣ ଦ୍ୱାରା ଶିକ୍ଷିତ ଯୁବକ

ଯୁବତୀ  ମାନେ ଆତ୍ମନିର୍ଭରଶୀଳ ଏବଂ ସ୍ୱାବଲମ୍ବୀ ହୋଇ ନିଜସ୍ୱ ବ୍ୟବସାୟ ପ୍ରତିଷ୍ଠାନ କରିପାରିବେ ।  ରିଲାଏନ୍ସ୍ ଏଜୁକେଶନ କେମ୍ପେ୍ଲକ ର କେନ୍ଦ୍ରାଧ୍ୟକ୍ଷ ମନୋଜ କୁମାର ମିଶ୍ରଙ୍କ ସଂଯୋଜନା ଏବଂ ଓଡିଶା  ଶିଳ୍ପଦ୍ୟୋଗୀ  ଶିଳ୍ପ ପ୍ରତିଷ୍ଠାନର ବରିଷ୍ଠ ପ୍ରଶିକ୍ଷକ ବ୍ରଜ କିଶୋର ନାଏକଙ୍କ  ସଭାପତିତ୍ୱରେ ଆୟୋଜିତ ଦୁଇ ସପ୍ତାହ ବ୍ୟାପି ହେବାକୁଥିବା ତାଲିମ ଶିବିରରେ  ତାଲିମ ନେବା ପାଇଁ ସର୍ବମୋଟ ୫୫ ଜଣ ଆବେଦନ କରିଥିବା ବେଳେ ୩୦ ଜଣଙ୍କୁ ଚୟନ  କରାଯାଇଅଛି । ଏପ୍ରିଲ ୧୫ ତାରିଖରୁ ଆରମ୍ଭ ହୋଇଥିବା  ଏହି

 ଶିବିର ରେ ୧୨ ଦିନ ପର୍ଯ୍ୟନ୍ତ ଉଦ୍ୟୋକ୍ତା ମାନଙ୍କୁ ତାଲିମ ଦେଇ ଦକ୍ଷତା ବୃଦ୍ଧି କରାଯିବା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିଳ୍ପ କେନ୍ଦ୍ରର ଶିଳ୍ପ ନିରୀକ୍ଷକ ନିରୋଜ ରଞ୍ଜନ ପାଣିଗ୍ରାହୀ,  ଶିଳ୍ପ ବିକାସ ଅଧିକାରୀ  ପ୍ରଭାସ କୁମାର ଅମାନ୍ତ, ସଦର ବ୍ଲକ୍ ର  ଅଧ୍ୟକ୍ଷ ଗୋଲାପ ବାଗ,  ସଫଳ ଯୁବ ଉଦ୍ୟୋକ୍ତା ଲୋଟସ ଷଡଙ୍ଗି, ଓରିଏଣ୍ଟାଲ ଇନସ୍ୟୁର‌୍ୟନ୍ସ କମ୍ପାନୀର ଅବସରପ୍ରାପ୍ତ ବରିଷ୍ଠ ଶାଖା ପରିଚାଳକ କେ.ସି ନାଥ,  ପ୍ରଶିକ୍ଷକ ଆଲୋକ ରଞ୍ଜନ ଉଦ୍‌ଗାତା ଏବଂ ପ୍ରଶିକ୍ଷକ ହିମାଂଶୁ ଖମାରୀ ଉପସ୍ଥିତ ଥିଲେ । 


 


News Comment




Photo in News

Advertisment
Lastest News
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026

You Might Also Like