-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||     

HOME   ଅପରାଧ

ପ୍ରେମିକ ସହ ଅନୈତିକ ସମ୍ପର୍କ ସ୍ଥାପନ କରିବା ନେଇ ବିରୋଧ କରିବାରୁ ପୁଅ ବାପା ଙ୍କ ବେକ କାଟିଦେଲା

15-Apr-2021



/ସିନ୍ଧେକେଲା,(ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ସିନ୍ଧେକେଲା ଥାନା ଅଧିନସ୍ଥ ପରାସରା ଗ୍ରାମ ର ଦାମୋଦର ସାହୁ(୬୩) ନାମକ ଜଣେ ବ୍ୟକ୍ତି ଙ୍କୁ ତାଙ୍କ ସ୍ତ୍ରୀ ଅନ୍ୟ ଜଣେ ବ୍ୟକ୍ତି ସହ ଅନୈତିକ ସମ୍ପର୍କ ରଖି ନିଜ ସ୍ୱାମୀ ଙ୍କୁ ଘରୁ ତଡି ଦେଇଥିବା ପରି ଘଟଣା ଦେଖାଯାଇଛି । ଅଭିଯୋଗ ଅନୁଯାୟୀ ପରାସରା ଗ୍ରାମ ର ଦାମୋଦର ସାହୁ ନାମକ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀ ଓ ଗୋଟିଏ ପୁଅ ସହ ବେଶ ସୁରୁଖୁରୁରେ ନିଜ ପରିବାର ପ୍ରତିପୋଷଣ କରିଆସୁଥିଲେ । ହେଲେ ବିଗତ କିଛି ଦିନ ହେଲା ଉକ୍ତ ଗ୍ରାମ କୁ ଦିଲ୍ଲୀପ ସିଂହ ନାମକ ଜଣେ ଯୁବକ ଆସି ତାଙ୍କ ଘର ନିକଟରେ ଏକ ଭଡ଼ା ଘର ନେଇ ରହିଆସୁଥିଲା । ଉକ୍ତ ସମୟ ମଧ୍ୟରେ ଦାମୋଦର ଙ୍କ ସ୍ତ୍ରୀ ସହ ଉକ୍ତ ବିହାର ରୁ ଆସିଥିବା ଯୁବକ ସହ ଅନୈତିକ ସମ୍ପର୍କ ରଖୁଥିବା ଶ୍ରୀ ସାହୁ ଜାଣିପାରି ଥିଲେ । ଏହି ଅନୈତିକ ସମ୍ପର୍କ ରଖିବା ଜାଣି ସେ  ବିରୋଧ କରିବା ଯୋଗୁଁ ତାଙ୍କ ସ୍ତ୍ରୀ ଓ ଉକ୍ତ ଅଭିଯୁକ୍ତ ଦୁହେଁ ତଥା ତାଙ୍କ ପୁଅ ମିଶି ତାଙ୍କୁ ଗୁରୁତର ଭାବେ ଆକ୍ରମଣ କରିଥିଲେ,ତାଙ୍କୁ ଘରୁ ତଡିଦେଇଥିବା ବେଳେ ସେ ଏ ନେଇ ସିନ୍ଧେକେଲା ଥାନା ରେ ଲିଖିତ ଭାବେ ଅଭିଯୋଗ କରିଥିଲେ । ପୋଲିସ ଏ ନେଇ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବା ଓ ଉକ୍ତ ପକ୍ଷ କୁ ଡକେଇ ତାଙ୍କ ସହିତ ସଲା,ସୁତୁରା ନୀତି କରି ପୋଲିସ ଅଧିକାରୀ ଙ୍କୁ ମୋଟା ଅଙ୍କ ର ଅର୍ଥ ନେଇ କୌଣସି ପଦକ୍ଷେପ ଗ୍ରହଣ ନ କରିବା ଶ୍ରୀ ସାହୁ ଅଭିଯୋଗ କରିଛନ୍ତି । ଘରେ ପସେଇ ନ ଦେବା ଓ ବିରୋଧ କରିବା ରୁ ସେ ଏବେ ସର୍ବହରା ପାଲଟି ଅନେକ ଦିନ ହେବ ଅକଥନୀୟ ଦୁର୍ଦ୍ଦଶା ଭୋଗ କରିଆସୁଛନ୍ତି । ଏ ନେଇ ସେ ବାରମ୍ବାର ସିନ୍ଧେକେଲା ଥାନା କୁ ଦୌଡ଼ି ସୁଦ୍ଧା ପୋଲିସ ର ଅର୍ଥ କାରବାର ଯୋଗୁଁ ସେମାନେ କିଛି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବା ଅଭିଯୋଗ କରି ଟିଟିଲାଗଡ଼ ଉପଜିଲ୍ଲାପାଳ ଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି ବୋଲି ଜଣାଇଛନ୍ତି । ସ୍ତ୍ରୀ ସହ ପୁଅ ମିଶି ଶ୍ରୀ ସାହୁ ଙ୍କୁ ଆକ୍ରମଣ କରିବା ସହ ଏକ ପନିକି ରେ ତାଙ୍କ ବେକ କାଟିଦେଇଥିଲା, ରକ୍ତଜୁଡୁ, ବୁଡୁ ଅବସ୍ଥାରେ ଗ୍ରାମବାସୀ  ଗୁରୁତର ଶ୍ରୀ ସାହୁ ଙ୍କୁ ଆମ୍ବୁଲାନ୍ସ ଯୋଗେ ଟିଟିଲାଗଡ଼ ଡ଼ାକ୍ତର ଖାନା କୁ ପଠେଇଥିବା ବେଳେ ଅବସ୍ଥା ଅତ୍ୟନ୍ତ ଗୁରୁତର ଥିବା ରୁ ଡ଼ାକ୍ତର ବଲାଙ୍ଗୀର ଓ ସେଠୁ ବୁର୍ଲା ମ୍ୟାଡ଼ିକାଲ କଲେଜ ଡାକ୍ତରଖାନା ସ୍ଥାନାନ୍ତରିତ କରାଯାଇ ଥିଲା । ସେ  ସୁସ୍ଥ ହୋଇ ଫେରିବା ପରେ ତାଙ୍କୁ ପୂର୍ବ ପରି ଆକ୍ରମଣ କରି ଘରେ ଉକ୍ତ ଅଭିଯୁକ୍ତ ପୁଅ,ସ୍ତ୍ରୀ ଓ ଉକ୍ତ ଯୁବକ ମିଶି ଘରେ ପସେଇ ନ ଦେବା  ସହ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗ ହୋଇଛି । ନିରାଶ ହୋଇ ଅଭିଯୁକ୍ତ ମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ଶ୍ରୀ ସାହୁ ଅଭିଯୋଗ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026

You Might Also Like