-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||     

HOME   ଜିଲ୍ଲା

ବଡ଼ଗାଁ ପଞ୍ଚାୟତ ୩ ଦିନ ପାଇଁ ଲକ୍‌ଡାଉନ୍‌, ବନ୍ଦ ରହିବ ହାଟ ଓ ବଜାର

15-Apr-2021



ସୁନ୍ଦରଗଡ଼ (ପ୍ରେରଣା ଖବର ବ୍ୟୁରୋ) : ଚିନ୍ତା ବଢାଇଲାଣି କରୋନା ସଂକ୍ରମଣ । ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଯାହାକୁ  ଦୃଷ୍ଟିରେ ରଖି ଅନେକ ପଦକ୍ଷେପ ନେଉଛି ପ୍ରଶାସନ । ଏହିପ୍ରରିପେକ୍ଷୀରେ ସୁନ୍ଦରଗଡ଼ର ଏକ ପଞ୍ଚାୟତକୁ ୩ ଦିନ ପାଇଁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି ସରପଞ୍ଚ ।

ଖବର ଅନୁଯାୟୀ, ସୁନ୍ଦରଗଡ଼ ବଡଗାଁ ପଞ୍ଚାୟତରେ କରୋନା ସଂକ୍ରମଣ ବଢିଚାଲିଛି । ତେଣୁ ସଂକ୍ରମଣ ଚେନ୍‌କୁ ଭାଙ୍ଗିବା ପାଇଁ କଡ଼ା ପଦକ୍ଷେପ ନେଇଛନ୍ତି ସ୍ଥାନୀୟ ସରପଞ୍ଚ । ବଡ଼ଗାଁକୁ ୩ ଦିନ ପାଇଁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି ସରପଞ୍ଚ । ୧୫ ତାରିଖରୁ ୧୭ ଯାଏଁ ପଞ୍ଚାୟତର ସମସ୍ତ ଦୋକାନ ବଜାର ବନ୍ଦ

ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ରବିବାର ଦିନ ହେବାକୁ ଥିବା ସାପ୍ତାହିକ ହାଟ ଓ ଗୁରୁବାର ବସୁଥିବା ହଟଲି ହାଟକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସରପଞ୍ଚ । ଯଦି କେହି ବି କୋଭିଡ଼ କଟକଣାକୁ ଉଲ୍ଲଂଘନ କରନ୍ତି । ତେବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା   08-Jul-2026
  ଜିଲ୍ଲା  
ଶହୀଦ୍ ପୀଠରେ ବୃକ୍ଷରୋପଣ ।   08-Jul-2026
  ଜିଲ୍ଲା  
ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   08-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026

You Might Also Like