-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||     

HOME   ଜିଲ୍ଲା

ମଦ ହେଲା କାଳ ! ନିଶାରେ ଥାଇ ଗାଧୋଉଥିଲେ, ବୁଡିଗଲେ ପାଣିରେ.. ‌

15-Apr-2021



ବଡ଼ବିଲ (ପ୍ରେରଣା ଖବର) : ନଦୀରେ ବୁଡି ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଗୋଡା ଆମବାଗାନ୍‌ ଅଞ୍ଚଳର ରୋଷନ କଚ୍ଛପ ବୋଲି ଜଣାପଡିଛି । କେନ୍ଦୁଝର ଜିଲ୍ଲା ବାମେବାରୀ ଥାନା ଗୁରୁବେଡ଼ା ସ୍ଥିତ ବୈତରଣୀ ନଦୀରେ ଘଟିଛି ଘଟଣା ।

ଖବର ଅନୁଯାୟୀ, ବୁଧବାର ଅପରାହ୍ନ ସମୟର ଗୋପାଲ ଦେଓ ନାମକ ଜଣେ ସାଙ୍କ ରୋଷନଙ୍କୁ ଫୋନ୍‌ କରି ଡାକିଥିଲେ । ଉଭୟ ଗୁରୁବେଡ଼ା ଠାରେ ମଉଜ ମଜଲିସ କରିବାକୁ ଯୋଜନା କରିଥିଲେ । ସେଠାରେ ଉଭୟ ମଦ୍ୟପାନ କରି ପାଖରେ ଥିବା ନଦୀରେ ଗାଧୋଇବାକୁ ଯାଇଥିଲେ । କିଛି ସମୟ ଧରି ନଦୀରେ ଗାଧୋଇବା ପରେ ଗୋପାଳ ଉପରକୁ ଉଠିଆସିଥିଲେ । କିନ୍ତୁ ମାତ୍ରାଧିକ ନିଶା ସେବନ ଲାଗି ରୋଷନ ପାଣିରୁ ଉଠିବା ସମ୍ଭବ ହୋଇନଥିଲା । ରୋଷନ ଧିରେ ଧିରେ ପାଣିର ଗଭୀରତା ଭିତରକୁ ଯାଇ ନିଖୋଜ ହୋଇଯାଇଥିଲେ 

ତେବେ ରୋଷନଙ୍କୁ ନପାଇ ଗୋପାଲ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ରୋଷନଙ୍କୁ ଖୋଜିଥିଲେ । ହେଲେ କୌଣସି ପତ୍ତା ମିଳିନଥିଲା । ଶେଷରେ କିଛି ସମୟରେ ପରେ ପାଣି ଭିତରେ ଖୋଜିବା ପରେ ରୋଷନଙ୍କ ମୃତଦେହ ମିଳିଥିଲା । ବାମେବାରୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଘଟଣାରେ ତଦନ୍ତ ଜାରି ରଖିଛି ପୋଲିସ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   08-Jul-2026
  ଜିଲ୍ଲା  
ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    08-Jul-2026
  ଜିଲ୍ଲା  
ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   08-Jul-2026
  ଜିଲ୍ଲା  
କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   08-Jul-2026
  ଜିଲ୍ଲା  
ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ   08-Jul-2026
  ଜିଲ୍ଲା  
ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ   08-Jul-2026
  ଜିଲ୍ଲା  
ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   08-Jul-2026
  ଜିଲ୍ଲା  
ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   08-Jul-2026
  ଜିଲ୍ଲା  
କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   08-Jul-2026
  ଜିଲ୍ଲା  
ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା   08-Jul-2026
  ଜିଲ୍ଲା  
ଶହୀଦ୍ ପୀଠରେ ବୃକ୍ଷରୋପଣ ।   08-Jul-2026
  ଜିଲ୍ଲା  
ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   08-Jul-2026

You Might Also Like