-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ରାଜ୍ୟ

ଫେରାର ହୋଇଯାଇଥିବା ହାଇଦର କୁ ପୋଲିସ ତେଲେଙ୍ଗାନା ରୁ ଗିରଫ କରିଛି,ଆସନ୍ତା କାଲି ଓଡିଶା ଅଣାଯିବା ସୂଚନା ।

15-Apr-2021



ଭୁବନେଶ୍ୱର, (ଶୁଭାଶିଷ ନାୟକ)ଚିକିତ୍ସାଧୀନ ଅବସ୍ଥାରେ ଫେରାର ହୋଇଥିବା ଗ୍ୟାଙ୍ଗଷ୍ଟର ‌ସେକ୍‌ ହାଇଦରକୁ ତେଲେଙ୍ଗାନାରୁ ଗିରଫ କରାଯାଇଛି । ତେଲେଙ୍ଗାନା ପୁଲିସର ସହାୟତାରେ ହାଇଦରକୁ ଗିରଫ କରିଛି ଓଡିଶା ପୋଲିସ । ଏପ୍ରିଲ ୧୬ ତାରିଖ ଅର୍ଥାତ ଆସନ୍ତାକାଲି ହାଇଦରକୁ ଭୁବନେଶ୍ବର ଅଣାଯିବ । ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରିଛନ୍ତି ପୁଲିସ କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀ ।

ପୁଲିସ କମିସନର କହିଛନ୍ତି ଯେ,ହାଇଦର ଫେରାର ହୋଇ ତେଲେଙ୍ଗାନାରେ ରହିଥିବାର ସୂଚନା ମିଳିଥିଲା । ଏହାପରେ ଓଡ଼ିଶା ପୁଲିସ ତେଲେଙ୍ଗାନା ର ସଙ୍ଗାରେଡ୍ଡୀ ପୁଲିସ ଓ ହାଇଦ୍ରାବାଦ୍‌ ପୁଲିସ ସହିତ ମିଶି ତାକୁ ଧରିବାକୁ ଅପରେସନ୍ ଆରମ୍ଭ କରିଥିଲା। କଟକରୁ ଯାଇଥିବା ୨ଟି ପୁଲିସ ଟିମ୍‌ ତେଲେଙ୍ଗାନା ପୁଲିସ ସହ ଯୋଗାଯୋଗ ରେ ରହିଥିଲେ । ଆଜି ହାଇଦର ଏକ ବାଇକ୍‌ରେ ଯାଉଥିବା ବେଳେ ମିଳିତ ପୁଲିସର ମିଳିତ ଟିମ୍ ଅତର୍କିତ ଭାବେ ଚଢ଼ାଉ କରି ତାକୁ ଗିରଫ କରିଛି ।

ସୂଚନାଯୋଗ୍ୟ, ପ୍ରଥମେ ହାଇଦରକୁ  ବୁର୍ଲା ହସ୍‌ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଥିଲା । କିନ୍ତୁ ସେଠାରେ ଶରୀର ଭଲ ‌ନହେବାରୁ କଟକ ଏସ୍‌ସିବିକୁ ହାଇଦର ସ୍ଥାନାନ୍ତର କରାଯାଇଥିଲା । କଟକସ୍ଥିତ ଏସ୍‌ସିବି‌ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଥିବା ବେଳେ ‌ପୁଲିସକୁ ଚକମା ଦେଖାଇ ଗତ ୧୦ ତାରିଖ‌ରେ ସେ ଫେରାର ହୋଇଯାଇଥିଲା । ହାଇଦରକୁ ଜଗିବା ଦାୟିତ୍ବରେ ଥିବା ସୁରକ୍ଷା କର୍ମୀଙ୍କୁ ନିଶା ଦେଇ ସେ ଫେରାର୍ ହୋଇଯାଇଥିଲା । ବିଭିନ୍ନ ସଙ୍ଗୀନ ଅପରାଧ ମାମଲାରେ ଦୋଷୀସାବ୍ୟସ୍ତ ହୋଇ ହାଇଦର ଆଜୀବନ ଜେଲଦଣ୍ଡ ଭୋଗୁଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like