-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ରାଜ୍ୟ

ଭୟଙ୍କର ହେଲାଣି କରୋନା, ୨୪ ଘଣ୍ଟାରେ ରାଜ୍ୟରେ ୩୧୦୮ ପଜିଟିଭ୍ ଚିହ୍ନଟ

16-Apr-2021



ଭୁବନେଶ୍ବର(ପ୍ରେରଣା ଖବର): ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୧୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬୧୪୫୦ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୦୬ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୩୦୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୩୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ୫୨୩ ଜଣ, କଟକରୁ ୧୬୩ ଜଣ,ନବରଙ୍ଗପୁରରୁ ୧୫୬ ଜଣ, ସମ୍ବଲପୁରରୁ ୧୫୩ ଜଣ, ବାଲେଶ୍ବରରୁ ୧୫୧ ଜଣ,ନୂଆପଡ଼ାରୁ ୧୪୦ ଜଣ, ବଲାଙ୍ଗୀରରୁ ୧୩୩ ଜଣ, ବରଗଡ଼ରୁ ୧୩୨ ଜଣ,ପୁରୀରୁ ୧୧୪ ଜଣ, କେନ୍ଦୁଝରରୁ ୧୦୫ ଜଣ,ଝାରସୁଗୁଡ଼ାରୁ ୮୯ ଜଣ, ଯାଜପୁରରୁ ୭୫ ଜଣ, ମୟୂରଭଞ୍ଜରୁ ୭୧ ଜଣ,ଗଞ୍ଜାମ ଓ କଳାହାଣ୍ଡି ଜିଲ୍ଲାରୁ ୫୫ ଜଣ ଲେଖାଏଁ, ଭଦ୍ରକରୁ ୫୩ ଜଣ, ଅନୁଗୁଳରୁ ୪୪ ଜଣ, ସୋନପୁରରୁ ୪୨ ଜଣ, ରାୟଗଡ଼ାରୁ ୩୮ ଜଣ,ଜଗତସିଂହପୁରରୁ ୨୯ ଜଣ, କୋରାପୁଟରୁ ୨୩ ଜଣ, କେନ୍ଦ୍ରାପଡ଼ାରୁ ୨୨ ଜଣ, ଦେବଗଡ଼ରୁ ୧୯ ଜଣ, ଗଜପତିରୁ ୧୮ ଜଣ, ଢ଼େଙ୍କାନାଳାରୁ ୧୬ ଜଣ, ନୟାଗଡ଼ରୁ ୧୫ ଜଣ, କନ୍ଧମାଳରୁ ୧୦ ଜଣ, ବୌଦ୍ଧରୁ ୯ ଜଣ,ମାଲକାନଗିରିରୁ ୩ ଜଣ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୬୧୪୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୮୮୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୨୫୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୫୨୮୧୮୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।


Covid-19 Report For 15th April

New Positive Cases: 3108
In quarantine: 1806
Local contacts: 1302

(Details of local contacts will be shared by concerned Dist Administration)

District Wise Cases:

1. Angul: 44
2. Balasore: 151
3. Bargarh: 132
4. Bhadrak: 53
5. Balangir: 133

6. Boudh: 9
7. Cuttack: 163
8. Deogarh: 19
9. Dhenkanal: 16
10. Gajapati: 18
11. Ganjam: 55
12. Jagatsinghpur: 29
13. Jajpur: 75
14. Jharsuguda: 89
15. Kalahandi: 55
16. Kandhamal: 10
17. Kendrapada: 22
18. Keonjhar: 105
19. Khurda: 534
20. Koraput: 23
21. Malkangiri: 3

22. Mayurbhanj: 71
23. Nawarangpur: 156
24. Nayagarh: 15
25. Nuapada: 140
26. Puri: 114
27. Rayagada: 38
28. Sambalpur: 153
29. Sonepur: 42
30. Sundargarh: 523
31. State Pool: 118

New recoveries:837
Cumulative tested:9528182
Positive: 361450
Recovered:342570
Active cases:16889


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like