-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ରାଜ୍ୟ

୧୭ରୁ ନାଇଟ୍ କର୍ଫ୍ୟୁ, ଛତିଶଗଡ ସୀମାନ୍ତ ଜିଲ୍ଲାରେ ସନ୍ଧ୍ୟା ୬ରୁ ସବୁ ବନ୍ଦ

16-Apr-2021



ଭୁବନେଶ୍ୱର,(ପ୍ରେରଣା ଖବର ବ୍ୟୁରୋ): ଓଡିଶାକୁ ଫେରିଲା କୋଭିଡ୍ କଟକଣା । ଲାଗିଲା ନାଇଟ୍ କର୍ଫ୍ୟୁ । ରାଜ୍ୟରେ କରୋନା ସ୍ଥିତି ଜଟିଳ ଆଡ଼କୁ ଗତି କରୁଥିବା ବେଳେ ସରକାର ଗୋଟିଏ ପରେ ଗୋଟିଏ ପଦକ୍ଷେପ ନେଇଛନ୍ତି। ଛତିଶଗଡ଼ ସୀମାରେ ଥିବା ୧୦ ଜିଲ୍ଲା ସୁନ୍ଦରଗଡ଼ , ଝାରସୁଗୁଡ଼ା , ସମ୍ବଲପୁର, ବରଗଡ଼ , ବଲାଙ୍ଗିର , ନୂଆପଡ଼ା , କଳାହାଣ୍ଡି , ନବରଙ୍ଗପୁର , କୋରାପୁଟ ଏବଂ ମାଲକାନଗିରିର ସହରାଞ୍ଚଳରେ ଶନିବାରଠାରୁ ନାଇଟ କର୍ଫ୍ୟୁ ସମୟ ସନ୍ଧ୍ୟା ୬ରୁ ସକାଳ ୫ ଯାଏ  କରାଯାଇଛି ।

ଅଧିକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ହେଉଛି, ଓଡ଼ିଶାର ସମସ୍ତ ଜିଲ୍ଲାର ଥିବା ସହରାଞ୍ଚଳରେ ଶନିବାରଠୁ ରାତି ୯ରୁ ସକାଳ ୫ ପର୍ଯ୍ୟନ୍ତ ଲାଗୁ ହେବ। ଉପରୋକ୍ତ ୧୦ ଜିଲ୍ଲା ସୁନ୍ଦରଗଡ଼ , ଝାରସୁଗୁଡ଼ା , ସମ୍ବଲପୁର, ବରଗଡ଼ , ବଲାଙ୍ଗିର , ନୂଆପଡ଼ା , କଳାହାଣ୍ଡି , ନବରଙ୍ଗପୁର , କୋରାପୁଟ ଏବଂ ମାଲକାନଗିରିର ସମସ୍ତ ସହରରେ ସପ୍ତାହନ୍ତ କର୍ଫ୍ୟୁ ଲାଗୁ ହେବ। ଶନିବାର ଏବଂ ରବିବାର ଓ୍ବିକ୍‌ଏଣ୍ଡ ସଟ୍‌ଡାଉନ୍‌ କରାଯିବାକୁ ନିଷ୍ପତ୍ତି ହୋଇଛି। ଏହି କଟକଣା ସମୟରେ ଅତ୍ୟାବଶ୍ୟକ ସେବାକୁ ବାଦ ଦିଆଯାଇଛି।

କ୍ଷୀର, ଗ୍ରୋସରି, ଡେଲିଭରି, ମେଡିସନ୍‌ ଆଦି ଚାଲୁ ରହିବ। ଏଥିପାଇଁ ସେମାନେ ନିଜର ପରିଚୟ ପତ୍ର ଦେଖାଇବେ। ଏଥିପାଇଁ କୌଣସି ସ୍ବତନ୍ତ୍ର ପରିଚୟ ପତ୍ର ଦରକାର ନାହିଁ।   ନାଇଟ କର୍ଫ୍ୟୁ ସମୟରେ ମାଲ ପରିବହନ ଗାଡ଼ିକୁ ରୋକାଯାଇପାରିବ ନାହିଁ। ଦଶମ ଏବଂ +୨ ପରୀକ୍ଷା ସ୍ଥଗିତ ରଖିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଉଚ୍ଚଶିକ୍ଷାନୁଷ୍ଠାନ​‌ରେ ୧୯ ତାରିଖ ଠାରୁ ଅନଲାଇନ୍‌ କ୍ଲାସ ଆରମ୍ଭ ହେବ। କୋଚିଂ ସେଣ୍ଟରରେ ଅଫଲାଇନ୍‌ କ୍ଳାସ ହେବ ନାହିଁ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like