-+91-9937148622 |

prerana_bgr@rediffmail.com |

  Thursday 9th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||     

HOME   ଜିଲ୍ଲା

ଚଟୁଅନକା ପଞ୍ଚାୟତରେ କରୋନା ଟିକାକରଣ

16-Apr-2021



କଣ୍ଟାବାଞ୍ଜି (ପ୍ରେରଣା ଖବର) :ତୁରେକେଲା ବ୍ଳକ ଅନ୍ତର୍ଗତ ଚଟୁଅନକା ଗ୍ରାମ ପଞ୍ଚାୟତର ଚଟୁଅନକା ସ୍ଥିତ କ୍ଳବ ଗୃହରେ କରୋନା ଟିକାକରଣ ଆରମ୍ଭ ହୋଇଯାଇଛି।କରୋନା ଟିକା ନେଲେ ଲୋକମାନେ ମରିଯିବା, ପାର୍ଶ୍ଵ ପ୍ରତିକ୍ରିୟା ଦେଖାଯାଉଥିବାର ସୋସିଆଲ ମିଡ଼ିଆ, ଓ ଲୋକ ଗୁଜବରେ ଲୋକମାନେ ଭୟଭୀତ ହୋଇ ଟିକା ନେବାକୁ ଆଗଭର ହୋଇନଥିଲେ।ପ୍ରକୃତିବନ୍ଧୁ ତଥା ଜୁନିଅର ରେଡକ୍ରସ ପରାମର୍ଶଦାତା ମାଝିପଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିରଞ୍ଚି ନାରାୟଣ ଦାଶଙ୍କ ପ୍ରଚେଷ୍ଟାରେ ଶ୍ରୀମତୀ ନମିତା ମିଶ୍ର, ଆଶାକର୍ମୀ ସୂର୍ଯ୍ୟକାନ୍ତୀ ମାଝୀ, ଜେମାମଣି କଲେତ,ଅଙ୍ଗନବାଡ଼ି କର୍ମୀ ସଙ୍ଗୀତା ବଏ, ଶିକ୍ଷକ କିଶୋର ବରିହା, ଦେବକୀ ତାଣ୍ଡି, ଥମିର ଛତ୍ରିଆ ଲୋକମାନଙ୍କୁ ବୁଝେଇବା ସହିତ ଟିକାକରଣ ର ଉପକାରିତା ଉପରେ ଆଲୋକପାତ କରିଥିଲେ।ସର୍ବ ପ୍ରଥମେ ଶ୍ରୀ ବିରଞ୍ଚି ନାରାୟଣ ଦାଶ ଲୋକ ମାନଙ୍କୁ ବିଶ୍ୱାସ ଭାଜନ କରିବା ପାଇଁ ଟିକା ନେଇଥିଲେ।ତାପରେ ସମାଜସେବୀ ଥମିର ଛତ୍ରିଆ ଟିକା ନେଇଥିଲେ।ତାଙ୍କ ପରେ ପରେ ଅନ୍ୟ ମାନେ ଟିକା ଗ୍ରହଣ କରିଥିଲେ।ଟିକାକରଣ ପାଇଁ ବାସୁଦେବ ରଣା, ପ୍ରହଲ୍ଲାଦ ସାହୁ, କୈବଲ୍ୟ ପନିକା,ରଞ୍ଜିତ ସାହୁ ଆଦି ତୁରେକେଲା ଡାକ୍ତରଖାନାରୁ ଆସିଥିଲେ। ସର୍ବପ୍ରଥମେ ଟିକା ନେବାକୁ

ଆସୁଥିବା ବ୍ୟକ୍ତି ମାନଙ୍କର ଆଣ୍ଟିଜେନ ପରୀକ୍ଷା କରାଯାଇ ୪୦ରୁ ଉର୍ଦ୍ଧ୍ବ ବ୍ୟକ୍ତିଙ୍କୁ ଟିକା ଦିଆ ଯାଇଥିଲା।ଜୁନିଅର ରେଡକ୍ରସ ପରାମର୍ଶଦାତା ଶ୍ରୀ ଦାଶ ଉପସ୍ଥିତ ସମସ୍ତଙ୍କୁ ମାସ୍କ ବଣ୍ଟନ କରିବା ସହିତ ସେନିଟାଇଜର ଦ୍ଵାରା ହାତ ଧୋଇଵାକୁ ପରାମର୍ଶ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026
  ରାଜ୍ୟ  
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   08-Jul-2026
  ଜିଲ୍ଲା  
ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   08-Jul-2026
  ଜିଲ୍ଲା  
ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    08-Jul-2026
  ଜିଲ୍ଲା  
ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   08-Jul-2026
  ଜିଲ୍ଲା  
କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   08-Jul-2026
  ଜିଲ୍ଲା  
ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ   08-Jul-2026
  ଜିଲ୍ଲା  
ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ   08-Jul-2026
  ଜିଲ୍ଲା  
ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   08-Jul-2026
  ଜିଲ୍ଲା  
ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   08-Jul-2026
  ଜିଲ୍ଲା  
କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   08-Jul-2026

You Might Also Like