-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

କୋଶଳାଞ୍ଚଳରେ କରୋନା ମୁକାବିଲା ପାଇଁ ତୁରନ୍ତ ଯୁଦ୍ଧ କାଳୀନ ଭିତ୍ତିରେ ସ୍ୱତନ୍ତ୍ର        କୋଭିଡ଼ ହସ୍ପିଟାଲ ଖୋଲାଯାଉ 

16-Apr-2021



ସମ୍ପ୍ରତି ସମଗ୍ର ଦେଶରେ କରୋନା ସଂକ୍ରମଣର ତୃତୀୟ ଲହରୀ ମାଡ଼ି ଚାଲିଛି । ଏହି ଲହରୀରେ କରୋନାର ନୂଆଁ ରୂପ ଅଧିକ ସଂକ୍ରମଣ ଜନିତ ଓ ବିପଦପୂର୍ଣ୍ଣ ଅଟେ ବୋଲି ବିଶେଷଜ୍ଞମାନେ କହୁଛନ୍ତି । ଆଜି ଯାଏ ସାରା ଦେଶରେ ପ୍ରାୟ ଅଢ଼େଇ ଲକ୍ଷରରୁ ଉର୍ଦ୍ଧ୍ୱ ଲୋକ କରୋନାର ଦ୍ୱିତୀୟ ଲହରୀରେ ଆକ୍ରାନ୍ତ ହୋଇ ଥିବାର ସୂଚନା ମିଳୁଛି ଏବଂ ଏହା ଚକ୍ରବୃଦ୍ଧି ହାରରେ ବିପଦ ଜନକ ଭାବରେ ବଢ଼ି ଚାଲିଛି । ରାଜନୈତିକ ଓଡ଼ିଶାର କୋଶଳ ଅଂଚଳରେ କରୋନାର ଏହି ନୂଆଁ ରୂପ ଭୟାବହ ଆକାର ଧାରଣ କଲାଣି । ବିଶେଷ କରି ଛତିଶଗଡ଼ ସୀମାକୁ ଲାଗିଥିବା ଜିଲ୍ଲା ମାନଙ୍କର ସ୍ଥିତି ଅତିବ ଭୟାବହ । ଘଟଣାର ଗୁରୁତ୍ୱ କୁ ଉପଲବ୍ଧି କରି ରାଜ୍ୟ ସରକାର ୧୦ଟି ଜିଲ୍ଲାରେ ରାତ୍ରି କାଳିନ କର୍ଫ୍ୟୁ ଜାରି କରିବା ସହ ଶନିବାର, ରବିବାର ସର୍ଟଡ଼ାଉନ କରିବାର ନିଷ୍ପତ୍ତି ନେଇଛନ୍ତି । କିନ୍ତୁ ଏତିକିରେ କାମ ଚଳିବ ନାହିଁ । ତେଣୁ କୋଶଳାଞ୍ଚଳର ଏଭଳି ଭୟାବହ ସ୍ଥିତିକୁ ଦେଖି ରାଜ୍ୟ ସରକାର ଏ ଅଂଚଳକୁ କରୋନା ପ୍ରବଣ ଅଂଚଳ ରୂପେ ଘୋଷଣା କରିବା ସହ ତୁରନ୍ତ କରୋନାର ମୁକାବିଲା ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ପଦକ୍ଷେପ ନିଅନ୍ତୁ ବୋଲି କୋଶଳ ରାଜ୍ୟ ସମନ୍ୱୟ ସମିତିର କେନ୍ଦ୍ରିୟ ଅଧ୍ୟକ୍ଷ ପ୍ରମୋଦ କୁମାର ମିଶ୍ର ଦାବି କରିଛନ୍ତି । କୋଶଳ ରାଜ୍ୟ ସମନ୍ୱୟ ସମିତି ତରଫରୁ ଜାରି ପ୍ରେସ୍ ବିବୃତ୍ତି ରେ ଶ୍ରୀ ମିଶ୍ର କୋଶଳାଞ୍ଚଳର ସବୁ ଜିଲ୍ଲା ତଥା ସବ୍‌ଡ଼ିଭିଜନରେ ସ୍ୱତନ୍ତ କୋଭିଡ଼ ହସ୍ପିଟାଲ ପୁଣି ଥରେ ସ୍ଥାପନ କରିବା ସହ ଅଧିକ ସଂଖ୍ୟକ ଶଯ୍ୟା, ଭେଣ୍ଟିଲେଟର, ଅକ୍‌ସିଜେନ୍‌ସିଲିଣ୍ଡର, ଔଷଧ ଓ ଆନୁସଙ୍ଗିକ ବ୍ୟବସ୍ଥା କରିବାକୁ ଦାବୀ କରିଛନ୍ତି । ଏହାଛଡ଼ା ଭ୍ରାମ୍ୟମାଣ କରୋନା ପରୀକ୍ଷାଗାର ତଥା ପ୍ରତି ପଞ୍ଚାୟତ ଓ ମ୍ୟୁନ୍‌ସିପାଲଟି ର ପ୍ରତି ୱାର୍ଡ଼ରେ କରୋନା ପରିକ୍ଷା ବ୍ୟବସ୍ଥା  କରିବାକୁ ଶ୍ରୀ ମିଶ୍ର ଦାବୀ କରିଛନ୍ତି । ଏହାଛଡ଼ା ଉପକୂଳ ଓଡ଼ିଶାରୁ ଅଧିକ ସଂଖ୍ୟକ ଡ଼ାକ୍ତର ଆଣି ସମସ୍ୟାର ମୁକାବିଲା କରିବାକୁ ସେ ଅନୁରୋଧ କରିଛନ୍ତି । ଏହାଛଡ଼ା ଏ ଅଂଚଳର ଛଟେଇ ହୋଇଥିବା କରୋନା ଯୋଦ୍ଧା (ଅସ୍ଥାୟୀ ସ୍ୱାସ୍ଥ୍ୟକର୍ମି) ମାନଙ୍କୁ ପୁଣି ଥରେ ନିଯୁକ୍ତି ଦେଇ ସେବାରେ ଲଗେଇବାକୁ ମଧ୍ୟ ଶ୍ରୀ ମିଶ୍ର ରାଜ୍ୟ ସରକାରଙ୍କୁ ପରାମର୍ଶ ଦେଇଛନ୍ତି । କୋଶଳାଞ୍ଚଳରେ କରୋନା ପ୍ରତିଷେଧକ ଟିକାକରଣକୁ ବହୁଗୁଣିତ କରିବା ସହ ସ୍ୱତନ୍ତ୍ର ଭାବରେ ଛାତ୍ରଛାତ୍ରୀ ମାନଙ୍କୁ ଓ କାର୍ଯ୍ୟାଳୟରେ କର୍ତ୍ତବ୍ୟରତ କର୍ମଚାରୀ ମାନଙ୍କୁ ଅଗ୍ରାଧିକାର ଭିତ୍ତିରେ ଟିକା ଦେବାକୁ ସେ ଦାବୀ କରିଛନ୍ତି । କୋଶଳଅଞ୍ଚଳର କରୋନା ପରିସ୍ଥିତିର ଭୟାବହତା ଦୃଷ୍ଟିରୁ ଏ ଅଂଚଳରେ ସ୍ୱତନ୍ତ୍ର ଭାବେ ସଚିବ ସ୍ତରୀୟ କମିଟୀ ଗଠନ କରି ମାନ୍ୟବର ମୁଖ୍ୟମନ୍ତ୍ରୀ

ଓ ମାନ୍ୟବର ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କରୋନା ମୁକାବିଲା ପାଇଁ ପଦକ୍ଷେପ ଗ୍ରହଣ କରାଯାଉ ଓ ରାଜନୈତିକ ଦୃଷ୍ଟିରୁ କିମ୍ବା ଅସାଧୁ ଉଦେଶ୍ୟ ରଖି କରୋନା ସମୟରେ କାମ ନ କରି କରୋନା ପରିସ୍ଥିତି ଯୋଗୁଁ କାମଧନ୍ଦା ହରାଉ ଥିବା ଗରିବ ଲୋକଙ୍କ ଥଇଥାନ ପାଇଁ ଓ ଆର୍ଥିକ ଅନୁଦାନ ପାଇଁ ମଧ୍ୟ ରାଜ୍ୟ ସରକାର ବ୍ୟବସ୍ଥା କରନ୍ତୁ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଶ୍ରୀ ମିଶ୍ର ଅନୁରୋଧ କରିଛନ୍ତି । ଏହାଛଡ଼ା କରୋନା କାଳରେ ଚିକିସ୍‌ôାକୁ ଅବହେଳା କରୁଥିବା ଡ଼ାକ୍ତର ଓ ଅସାଧୁ ଉପାୟରେ କରୋନା ପାଇଁ ଉଦ୍ଧିଷ୍ଟ ଅର୍ଥକୁ ତୋଷାରପାର କରୁଥିବା ବ୍ୟକ୍ତି ଓ ପ୍ରତିଷ୍ଠାନ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଶ୍ରୀ ମିଶ୍ର ଦାବୀ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like