-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||     

HOME   ରାଜ୍ୟ

ଜନ୍ମଦିନରେ ଅଙ୍ଗଦାନ ପାଇଁ ଚୁକ୍ତିବଦ୍ଧ ହେଲେ ଓଟିଡିସି ଅଧ୍ୟକ୍ଷା

17-Apr-2021



ବଲାଙ୍ଗିର, କଟକ (ପ୍ରେରଣା ଖବର) ବିଜେଡି ନେତ୍ରୀ ତଥା ଓଟିଡିସି ଅଧ୍ୟକ୍ଷା ଶ୍ରୀମତୀ ଶ୍ରୀମୟୀ ମିଶ୍ର ଆଜି ନିଆରା ଢଙ୍ଗରେ ନିଜର ଜନ୍ମଦିନ ପାଳନ କରିଛନ୍ତି। ସେ ଆଜି କଟକସ୍ଥିତ ‘ସମାଜ’ କାର୍ଯ୍ୟାଳୟକୁ ଯାଇ ସେଠାରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ଶରୀର ଓ ଅଙ୍ଗଦାନ ଅଭିଯାନରେ ସାମିଲ ହୋଇଛନ୍ତି।

ଶ୍ରୀମତୀ ମିଶ୍ର ଆଜି ସମାଜ କାର୍ଯ୍ୟାଳୟ ପରିସରରେ ଥିବା ‘ଶରୀର ଓ ଅଙ୍ଗଦାନ ଅଭିଯାନ’ ସଭାପତି ତଥା ଲୋକସେବକ ମଣ୍ଡଳର ସମ୍ପାଦକ ଡଃ ପ୍ରଭାସ ଆଚାର୍ଯ୍ୟ ଓ ଅନୁଷ୍ଠାନର ଅନ୍ୟ କର୍ମକର୍ତ୍ତାଙ୍କୁ ଭେଟି ମୃତ୍ୟୁ ପରେ ତାଙ୍କର ଶରୀରକୁ ଅନ୍ୟକୁ ଦାନ କରିବା ନିମନ୍ତେ ଆନୁଷ୍ଠାନିକ ଚୁକ୍ତିବଦ୍ଧ  ଓ ସତ୍ୟପାଠ କରିଛନ୍ତି।  ଶ୍ରୀମତୀ ମିଶ୍ର ଅଙ୍ଗଦାନ ପାଇଁ ଅଙ୍ଗୀକାରବଦ୍ଧ ହେବାପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ସଚେତନତାର ଅଭାବ ହେଉ କି ଅନ୍ଧବିଶ୍ୱାସ ଯୋଗୁ ଭାରତରେ ସେଭଳି ଆଖିଦୃଶିଆ ଅଙ୍ଗଦାନ ହୋଇପାରିନାହିଁ। ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ ପ୍ରତିବର୍ଷ ପ୍ରାୟ ୫ଲକ୍ଷ ଲୋକଙ୍କର ଶରୀରର ବିଭିନ୍ନ ଅଙ୍ଗ ଅକାମୀ ହୋଇଯାଉଥିବାରୁ ସେମାନଙ୍କର ମୃତ୍ୟୁ ହେଉଛି। ତେଣୁ ଅଙ୍ଗଦାନ କରି ଯଦି ଏଭଳି ଲୋକଙ୍କ ମୁହଁରେ ଓ ସେମାନଙ୍କର ପରିବାର ମୁହଁରେ ଟିକେ ହସ ଫୁଟାଇ ପାରିବା, ତା’ହେଲେ ଏହାଠାରୁ ବଡ଼ ମହତ କାମ ଓ ଆତ୍ମସନ୍ତୋଷ ଆଉ କିଛି ହୋଇନପାରେ। ଅଙ୍ଗଦାନ ସବୁଠୁ ମହତ ଦାନ। ମୃତ୍ୟୁପରେ ସ୍ୱେଚ୍ଛାକୃତ ଅଙ୍ଗଦାନକୁ ପ୍ରୋତ୍ସାହିତ କରାଗଲେ ଅନେକ ମୂଲ୍ୟବାନ ଜୀବନ ବଂଚାଇ ହେବ। ନିକଟରେ ଦିଲ୍ଲୀରେ ମାତ୍ର ୨୦ମାସର ଶିଶୁ ବ୍ରେନ୍ ଡେଡ୍ ଅବସ୍ଥାରେ ନିଜର ଅଙ୍ଗଦାନ କରି ୫ଜଣଙ୍କ ଜୀବନକୁ ବଂଚାଇ ପାରିଛି। ତେଣୁ ମୃତ୍ୟୁ ପରେ ମୋ’ର ଶରୀର ଅନ୍ୟ କାହାରି ଜୀବନ ବଂଚାଇବା ସହ ଚିକିତ୍ସା ବିଜ୍ଞାନ ଗବେଷଣା ପାଇଁ ଉପଯୋଗ ହେଉ ବୋଲି ଆଶା ରଖି ଅଙ୍ଗଦାନ ନିମନ୍ତେ ଚୁକ୍ତିବଦ୍ଧ ହୋଇଛି। ମୃତ୍ୟୁ ପରେ ଯଦି ଆମର ଶରୀର ଅନ୍ୟର କାମରେ ଆସିପାରୁଛି ଓ ଅନ୍ୟମାନଙ୍କ ଜୀବନ ବଂଚାଇବାରେ ସହାୟକ ହେଇପାରୁଛି, ତା’ହେଲେ ଏଥିପ୍ରତି ସମସ୍ତେ ଆଗେଇ ଆସିବା ଉଚିତ୍ ବୋଲି ଶ୍ରୀମତୀ ମିଶ୍ର କହିଛନ୍ତି।

ଓଟିଡିସି ଅଧ୍ୟକ୍ଷା ଶ୍ରୀମତୀ ମିଶ୍ର ଅଙ୍ଗଦାନ ପାଇଁ ଚୁକ୍ତିବଦ୍ଧ ହୋଇଥିବାବେଳେ ‘ଶରୀର ଓ ଅଙ୍ଗଦାନ ଅଭିଯାନ’ କାର୍ଯ୍ୟାଳୟ ପରିସରରେ ‘ଦୈନିକ ସମାଜ’ର ପ୍ରିଣ୍ଟର ଓ ପବ୍ଲିସର ନିରଞ୍ଜନ ରଥ ଏବଂ କାର୍ଯ୍ୟକାରୀ ଜେନେରାଲ ମ୍ୟାନେଜର ପ୍ରିୟବ୍ରତ ମହାନ୍ତି, ଯୁବ ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ଆଶୀଷ ମିଶ୍ର, ଯୁବ ବିଜେଡି ରାଜ୍ୟ ସମ୍ପାଦକ ଅପର୍ଣ୍ଣା ଦାସ, ଛାତ୍ର ବିଜେଡି ସମ୍ପାଦିକା ପ୍ରୀତି ପ୍ରିୟଙ୍କା ଓ ଲକ୍ଷ୍ମୀପ୍ରିୟା ଦୀକ୍ଷିତ, ଛାତ୍ର ବିଜେଡି ଯୁଗ୍ମ ସମ୍ପାଦିକା ସୁପ୍ରୀତି ଶର୍ମା, ପୂର୍ଣ୍ଣିମା ବେହେରା ଓ ସୋନାଲି ସାହୁଙ୍କ ସମେତ କଟକ ପାନ୍ଥନିବାସର ମ୍ୟାନେଜର ତାରିକ୍ ଅଲ୍ଲୀ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026

You Might Also Like