-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||     

HOME   ଜିଲ୍ଲା

ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସରେ ଶୁଖିଲା ଖାଦ୍ୟ ଓ ଫଳ ବଣ୍ଟନ

17-Apr-2021



ପୋଲସରା( ଡ଼ଃ.କୁମୁଦ ଚନ୍ଦ୍ର ବେହେରା)  ଓଡ଼ିଶାର ବୀରପୁତ୍ର ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ବାବୁଙ୍କ ୨୪ ତମ ଶ୍ରାଦ୍ଧ ବାର୍ଷିକ ଦିବସରେ ପୋଲସରା ବସଷ୍ଟାଣ୍ଡ ଠାରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ତାପରେ ଶ୍ରାଦ୍ଧ ଦିବସ ଉପଲକ୍ଷେ ବ୍ଳକ ସଭାପତି ସୁରେନ୍ଦ୍ରନାଥ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଏକ ସଭା ଆୟୋଜନ କରାଯାଇ ବିଜୁ ବାବୁଙ୍କ ବୀରତ୍ବ ଓ ଓଡ଼ିଶା ପ୍ରତି ଅବଦାନ ବିଷୟରେ ନେତୃମଣ୍ଡଳୀ କକ୍ତବ୍ୟ ପ୍ରଦାନ କରିଥିଲେ। ଏହି ଅବସରରେ ପୋଲସରା ବିଧାୟକ ଶ୍ରୀ ସାହୁ ଓ ଅନ୍ୟମାନେ ସ୍ୱାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ରୋଗୀ ମାନଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିବା ସହ ଶୁଖିଲା ଖାଦ୍ୟ ଓ ଫଳ ବଣ୍ଟନ କରି ବିଜୁବାବୁଙ୍କ ନୀତି ଓ ଆଦର୍ଶ ରେ ଅନୁପ୍ରାଣିତ ହେବା ପାଇଁ ସମସ୍ତ ଙ୍କୁ ପରାମର୍ଶ ଦେଇଥିଲେ। କରୋନା ସମୟରେ ସୁରକ୍ଷିତ ଜୀବନ ଯାପନ ସହ ମାସ୍କ୍ , ସାମାଜିକ ଦୂରତା, ସାନିଟାଇଜର ଓ ଅତି ଆବଶ୍ୟକ ସ୍ଥଳେ ଘରୁ ବାହାରିବାଲେ ମାସ୍କ ପିନ୍ଧିବା ପାଇଁ ଲୋକଙ୍କୁ କହିଥିଲେ। ଏନ୍ଏସି ପ୍ରାକ୍ତନ ଅଧ୍ୟକ୍ଷ ପ୍ରଫୁଲ୍ଲ ପ୍ରଧାନ, ବ୍ଳକ ଅଧ୍ୟକ୍ଷ ବଳରାମ ସେଠୀ, ଉପାଧ୍ୟକ୍ଷ ସଂଯୁକ୍ତା ବାଡତ୍ଯା, ସମିତି ସଭ୍ଯା ଝୁନୁ ଦାସ, ସମ୍ପାଦକ ଅଶୋକ ବିଷୋୟୀ, ନଗର ସଭାପତି ରଞ୍ଜିତ ସାହୁ, ନଗର ଯୁବ ସଭାପତି ସନ୍ତୋଷ ବେହେରା, ଆଇନଜୀବୀ ସତ୍ଯନାରାୟଣ ପ୍ରଧାନ, କୋଷାଧ୍ୟକ୍ଷ ପ୍ରତାପ ପ୍ରଧାନ, ଜିଲ୍ଲା ଯୁବ ବିଜେଡି ସଭାପତି ସୁକାନ୍ତ ଭୂୟାଁ, ଯୁବ ବିଜେଡି ସଭାପତି ସୁଶାନ୍ତ କୁମାର ପୋଲଇ, ଘନଶ୍ୟାମ ଦାସ, ଚନ୍ଦ୍ରଭାନୁ ସାହୁ, ସପନେଶ୍ବର ପାତ୍ର, ସୁଜିତ ବିଷୋୟୀ, ସୁଶିତ ସାହୁ ସମେତ ସମସ୍ତ ସରପଞ୍ଚ ଓ ସମିତିସଭ୍ଯ ସହିତ ବହୁ ବିଜୁପ୍ରେମି କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026

You Might Also Like