-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||     

HOME   ଜିଲ୍ଲା

ମୋ ଗେହ୍ଲା ଝିଅ ଓ ବାଲ୍ୟ ବିବାହ ପ୍ରତିରୋଧ ଶପଥ ପାଠ ଉତ୍ସବ

17-Apr-2021



ବୁଗୁଡ଼ା (ଡ଼ଃ. କୁମୁଦ ଚନ୍ଦ୍ର ବେହେରା) ବୁଗୁଡ଼ା ଏନ୍ଏସି ର ପାଞ୍ଚ ନମ୍ୱର ୱାର୍ଡ ରେ ମୋ ଗେହ୍ଲା ଝିଅ କାର୍ଯ୍ୟକ୍ରମ ଓ ବାଲ୍ୟ ବିବାହ ପ୍ରତିରୋଧ ଶପଥ ପାଠ କାର୍ଯ୍ୟକ୍ରମ ପାଞ୍ଚ ନମ୍ବର ୱାର୍ଡର ଅଙ୍ଗନୱାଡି କେନ୍ଦ୍ର ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ରର  ଅଙ୍ଗନୱାଡି କର୍ମୀ ପ୍ରମୋଦା ପାଢ଼ୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ "ମୋ ଗେହ୍ଲା ଝିଅ" କାର୍ଯ୍ୟକ୍ରମରେ ଶ୍ରଦ୍ଧାଞ୍ଜଳୀ ପାତ୍ର ଓ ତାଙ୍କ କନ୍ୟା ସନ୍ତାନଙ୍କୁ ସ୍ବାଗତ କରାଯାଇ ନୂଆ ପୋଷାକ ପ୍ରଦାନ କରାଯାଇ ବନ୍ଦାପନା କରାଯାଇଥିଲା। ଏଥିସହ କିଶୋରୀ ବାଳିକା କାର୍ଯ୍ୟକ୍ରମରେ ସ୍ୱୟଂ ସହାୟକ ଗୋଷ୍ଠୀ ଓ ଅଙ୍ଗନୱାଡି ଶିଶୁଙ୍କ ମାଆମାନେ ଯୋଗ ଦେଇଥିଲେ। ପୁଅକୁ ୨୧ ବର୍ଷ ଓ ଝିଅକୁ ୧୮ ବର୍ଷ ପୂର୍ଣ୍ଣ ହୋଇନଥିଲେ ତାହା ବାଲ୍ୟ ବିବାହ ବୋଲି ବିବେଚନା କରାଯାଏ। ବାଲ୍ୟ ବିବାହ କରୁଥିବା ପିତାମାତା ଓ ବିବାହ କାର୍ଯ୍ୟ କରୁଥିବା ବ୍ରାହ୍ମଣ ଉଭୟେ ଆଇନ ଅନୁଯାୟୀ ଦଣ୍ଡିତ ହେବେ।  କାର୍ଯ୍ୟକ୍ରମରେ ବାଲ୍ୟ ବିବାହ ପ୍ରତିରୋଧ ପାଇଁ ସଚେତନତା କରାଯିବା ସହ ବାଲ୍ୟ ବିବାହ ନକରିବା ଓ ବାଲ୍ୟ ବିବାହ ରୋକିବା ପାଇଁ ଶପଥ ପାଠ କରିଥିଲେ। ଏହି କାର୍ଯ୍ୟକ୍ରମରେ ବହୁ କିଶୋରୀ ବାଳିକା ବାଲ୍ୟ ବିବାହ ନକରିବା ଲାଗି ମଧ୍ୟ ଶପଥ କରିଥିଲେ। ଉଭୟ କାର୍ଯ୍ୟକ୍ରମରେ ଅଙ୍ଗନୱାଡ଼ି ସହାୟିକା ସଂଯୁକ୍ତା ମହାରଣା ଓ ଆଶାକର୍ମୀ ସଫଳା ପାତ୍ର ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026

You Might Also Like