-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||     

HOME   ଜିଲ୍ଲା

ଟିଟିଲାଗଡ଼ : ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଥିବା ନେଇ ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ଦାବି

18-Apr-2021



ଟିଟିଲାଗଡ଼(ପ୍ରେରଣା ଖବର): ଟିଟିଲାଗଡ଼ ପୌରପରିଷଦ ଅଧୀନରେ ଥିବା ୧୫ ଗୋଟି ୱାର୍ଡ  ମଧ୍ୟରୁ  ୪ ନମ୍ବର ୱାର୍ଡ ରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଥିବା ନେଇ ସ୍ଥାନୀୟ ବାସିନ୍ଦା ରେ ତୀଵ୍ର ଅସନ୍ତୋଷ ଦେଖା ଦେଇଛି । ସୂଚନାଯୋଗ୍ୟ ଯେ, ଜାତୀୟରାଜପଥ ୫୯ କୁ ସଂଯୋଗ କରୁଥିବା ଏହି ୱାର୍ଡ ର ରାସ୍ତା କୁ ବାଇପାସ ସଡକ ଭାବେ ବ୍ୟବହାର କରାଯାଉଛି । ବିଭିନ୍ନ ପ୍ରକାର ଛୋଟ, ବଡ଼ ଗାଡି ଚଳାଚଳ ହେଉଥିବା ବେଳେ ବିଭାଗୀୟ ଅଧିକାରୀ ତଥା କର୍ମଚାରୀ ଙ୍କ ଦାୟିତ୍ୱ ହୀନତା ଯୋଗୁଁ ଏହି ରାସ୍ତା ବିପର୍ଯ୍ୟସ୍ତ ହୋଇପଡିଥିବା ଓ ସାଧାରଣ ଅକଥନୀୟ ଦୁର୍ଦ୍ଦଶା ର ଶିକାର ହେଉଥିବା ଅଭିଯୋଗ ହୋଇଛି । ଏହି ରାସ୍ତା ସଦା ସର୍ବଦା ବ୍ୟସ୍ତ, ବହୁଳ ହୋଇ ରହୁଥିବା ବେଳେ ଗମନା ଗମନ ବାଧାପ୍ରାପ୍ତ ହୋଇ ଆସୁଥିବା ତଥା ଏ ନେଇ ଅଞ୍ଚଳବାସୀ ଅନେକ ଥର ପୌରପରିଷଦ ଅଧିକାରୀ ଙ୍କୁ ଆବେଦନ, ନିବେଦନ କରିବା ସତ୍ୱେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ  କରା ନ ଯିବା ନେଇ ଅସନ୍ତୋଷ ପ୍ରକାଶ ପାଇବା ସହ ଆଗାମୀ ଦିନରେ ରାସ୍ତା  ଅବରୋଧ କରିବେ ବୋଲି ଚେତାବନୀ ଦେଇଛନ୍ତି । ବର୍ତ୍ତମାନ ସ୍ୱଚ୍ଛ ଭାରତ ଅଭିଯାନ ଅନୁଯାୟୀ ସାରା ଦେଶରେ ସ୍ୱତନ୍ତ୍ର ପଦକ୍ଷେପ ନେବା ଓ ବ୍ୟାପକ ଅର୍ଥ ବ୍ୟୟ,ବରାଦ କରାଯାଉଥିବା ବେଳେ ଉକ୍ତ ଅର୍ଥ ର ବ୍ୟବହାର ଏହି ଅଞ୍ଚଳରେ ନକରିବା କିମ୍ବା ପରିମଳ ବ୍ୟବସ୍ଥା ଅନୁସାରେ ପଦକ୍ଷେପ ନିଆ ନ ଯିବା ନେଇ ତୁରନ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ପାଇଁ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   10-Jul-2026
  ଜିଲ୍ଲା  
ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା   10-Jul-2026
  ଜିଲ୍ଲା  
ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   09-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   09-Jul-2026
  ଜିଲ୍ଲା  
ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   09-Jul-2026
  ଜିଲ୍ଲା  
୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   09-Jul-2026
  ଜିଲ୍ଲା  
ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   09-Jul-2026
  ଜିଲ୍ଲା  
ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   09-Jul-2026
  ଜିଲ୍ଲା  
ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   09-Jul-2026

You Might Also Like