-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||     

HOME   ଜିଲ୍ଲା

ଧୁଙ୍ଗିଆମୁଣ୍ଡା ଜଙ୍ଗଲରୁ ୩ କିଙ୍ଗକୋବ୍ରାଙ୍କୁ ଉଦ୍ଧାର କଲା ସ୍ନେକ ହେଲ୍ପ ଲାଇନ ପଦ୍ମତୋଳା ଅଭୟାରଣ୍ୟରେ ଛାଡିଲେ ବନ ଓ ବନ୍ୟପ୍ରାଣୀ ବିଭାଗ

18-Apr-2021



ବୌଦ୍ଧ(ଶ୍ରୀବନ୍ତମେହେର)ତବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଛତ୍ରଙ୍ଗ ପଞ୍ଚାୟତ ଅନ୍ତର୍ଗତ ଗୁଣ୍ଡୁରିସାହି ଗ୍ରାମରୁ ୩ କିଙ୍ଗକୋବ୍ରା ସାପକୁ ଉଦ୍ଧାର କରି ନୟାଗଡ଼ ମହାନଦୀ ବନ୍ୟପ୍ରାଣୀ ବନାଞ୍ଚଳ କୁଶଙ୍ଗ ରେଞ୍ଜ ଅଧିନରେ ଥିବା ପଦ୍ମତୋଳା ଅଭୟାରଣ୍ୟରେ ଛଡା ଯାଇଥିବା ଜଣାପଡିଛି । ମିଳିଥିବା ସୂଚନା ମତେ ଆଜି ସକାଳ ପ୍ରାୟ ୭ ଘଟିକା ସମୟରେ ଦୁଇଟି ଅହିରାଜ ସାପ ଗୁଣ୍ଡୁରିସାହି ଗାଁ ମୁଣ୍ଡରେ ବାହାରି କ୍ରୀଡା କରୁଥିଲେ । ଗାଁର କିଛି ଲୋକ ଏହି ଦୃଶ୍ୟ ଦେଖି ସଙ୍ଗେ ସଙ୍ଗେ ସ୍ନେକ ହେଲ୍ପ ଲାଇନ ଓ ଜିଲ୍ଲା ବନ ଅଧିକାରୀଙ୍କୁ ଜଣାଇ ଥିଲେ । ସ୍ନେକ ହେଲ୍ପ ଲାଇନ ଓ ଜିଲ୍ଲା ବନ ବିଭାଗ ଖବର ପାଇ ସେଠାରେ ପହଞ୍ଚିବା ବେଳକୁ ଅହିରାଜ ସାପ ଦୁଇଟି ସେମାନଙ୍କୁ ଦେଖି ପଥର ଖୋଲ ଭିତରେ ପଶିଯାଇଥିଲେ । ଦୀର୍ଘ ପ୍ରାୟ ୪/୫ ଘଣ୍ଟା ଅକ୍ଲାନ୍ତ ପରିଶ୍ରମ କରି ସ୍ନେକ ହେଲ୍ପ ଲାଇନ ଟିମ ସେମାନଙ୍କୁ ପଥରଖୋଲ ମଧ୍ୟରୁ ବାହାରକୁ ଆଣିବାରେ ସଫଳ ହୋଇଥିଲେ।ସେ ଦୁଇ ଅହିରାଜଙ୍କୁ ଉଦ୍ଧାର କରିବା ପରେ ସେହି ଗାତ ଭିତରୁ ଆଉ ଗୋଟିଏ ଅହିରାଜ ସାପ ଉଦ୍ଧାର କରିଥିଲେ । ସେଥି ମଧ୍ୟରୁ ଗୋଟିଏ କିଙ୍ଗ କୋବ୍ରା୧୫ଫୁଟ ଲମ୍ବ ର ଏବଂ ଆଉଗୋଟେ  ୧୨ ଫୁଟର ହୋଇଥିବା ବେଳେ ଶେଷରେ ଧାରା ହୋଇଥିବା ସର୍ପଟି ୫ଫୁଟ ଲମ୍ବର ଥିବା ଦେଖିବାକୁ ମିଳିଥିଲା।ସେମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିବା ପରେ ନେଇ ପଦ୍ମତୋଳା ଅଭୟାରଣ୍ୟ ରେ ଛାଡିଦିଆ ଯାଇଥିବା ଜଣାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026

You Might Also Like