-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||     

HOME   ରାଜ୍ୟ

ପୁରୀ ପୌରାଞ୍ଚଳରେ କରୋନା ପରିସ୍ଥିତି ସମୀକ୍ଷା

18-Apr-2021



ପୁରୀ(ସମୀର ରଞ୍ଜନ ନାୟକ) : ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା ପୁରୀ ପୌରାଞ୍ଚଳରେ କରୋନା ପରିସ୍ଥିତି ସମୀକ୍ଷା କରିଛନ୍ତି । ସ୍ଥାନୀୟ ନିଳାଦ୍ରୀ ବେଳାଭୂମିରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ପୌରାଞ୍ଚଳରେ ଗୃହ ସଙ୍ଗରୋଧରେ ଥିବା କୋଭିଡ ରୋଗୀଙ୍କୁ ସ୍ବତନ୍ତ୍ର ଧ୍ୟାନ ଦେବା ପାଇଁ ଜିଲ୍ଲାପାଳ ସଂପୃକ୍ତ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି । ପୌରାଞ୍ଚଳରେ ଥିବା ସମସ୍ତ ୪ଟି ଯାକ ସ୍ବାସ୍ଥ୍ୟକେନ୍ଦ୍ର ପାଇଁ ୧୩ଟି ରାପିଡ ରେସପନ୍ସ ଟିମ ଗଠନ କରାଯାଇଛି । ଏହିଟିମରେ ଡାକ୍ତର,  ସ୍ବାସ୍ଥ୍ୟକର୍ମୀ ସାମିଲ ହେବା ସହ   ଆବଶ୍ୟକୀୟ ଆମ୍ବୁଲାନ୍ସ ପ୍ରସ୍ତୁତ ହୋଇ ରହିଛି । ଏହି ଟିମ୍ ଗୃହ ସଙ୍ଗରୋଧରେ ଥିବା କରୋନା ଆକ୍ରାନ୍ତ ମାନଙ୍କ ଦୈନଦିନ ବିବରଣୀ ରଖିବା ସହ ଆବଶ୍ୟକ ବେଳେ ଅଧିକ ଚିକିତ୍ସା ପାଇଁ ସ୍ଥାନୀୟ ଆଇଡିଏଚରେ ଥିବା କୋଭିଡ ଚିକିତ୍ସାଳୟରେ ଭର୍ତ୍ତି କରିବା ବ୍ୟବସ୍ଥା କରିବେ । ଏଥିମଧ୍ୟରୁ ଗୋଟିଏ ରାପିଡ ରେସପନ୍ସ ଟିମ ଓ ଆମ୍ବୁଲାନ୍ସ ସେବାୟତ ମାନଙ୍କ ନିମନ୍ତେ ସ୍ବତନ୍ତ୍ର ଭାବେ ରଖିବା ପାଇଁ ଶ୍ରୀ ବର୍ମା ପରାମର୍ଶ ଦେଇଛନ୍ତି । ରୋଗୀ ମାନଙ୍କ ସ୍ବାସ୍ଥ୍ୟବସ୍ଥା ସଂପର୍କରେ ତଥ୍ୟ ରଖିବା ପାଇଁ ଆଶା, ସ୍ବାସ୍ଥ୍ୟକର୍ମୀ ଓ ଏଏନଏମ୍ ମାନେ ମଧ୍ୟ ନିଯୁକ୍ତ ରହିବେ ।  ଉକ୍ତ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ  ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିନୟ କୁମାର ଦାଶ, ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ, ଡିପିଏଚଓ ଡଃ ବିରଜା ଶଙ୍କର ରଥ, ପୌର ସ୍ବାସ୍ଥ୍ୟ ଅଧିକାରୀ ଡଃ ଅଶୋକ ସିଠ, ଆଶା  ସଂଯୋଜକ ଶ୍ରୀ ଅଶୋକ ସାହୁ, ଡିପିଏମ ଟି. ନାରାୟଣ ରାଓ, ଏପିଏମ୍ ଶ୍ରୀ ସନ୍ତୋଷ କୁମାର ମିଶ୍ର, ସହରାଞ୍ଚଳର ଆଶା, ଏଏନଏମ୍, ସ୍ବାସ୍ଥ୍ୟ କର୍ମୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026

You Might Also Like