-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ରାଜ୍ୟ

ମାଡୁଛି କରୋନା , ରାଜ୍ୟରେ ପୁଣି ଚିହ୍ନଟ ହେଲେ ୩୬୬୪ ଆକ୍ରାନ୍ତ

18-Apr-2021



ଭୁବନେଶ୍ୱର:(ସୁଭାଶିଷ ନାୟକ) ରାଜ୍ୟରେ ହୁହୁ ହୋଇ ମାଡି ଚାଲିଛି କରନା  । ଦିନକୁ ଦିନ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି କରୋନା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୬୬୪ କରୋନା ଆକ୍ରାନ୍ତ  ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୬୮ ହଜାର ୨୫୮ରେ ପହଂଚିଛି ।  ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଜଙ୍ଗେ ସୂଚନା ଦିଆଯାଇଛି  । 
ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ  କ୍ୱାରେଣ୍ଟାଇନ୍‌ରୁ ୨୧୨୭ ଓ ୧୫୩୭ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି  । ଅନୁଗୁଳରୁ ୫୯, ବାଲେଶ୍ୱରରୁ ୩୯, ବରଗଡ଼ରୁ ୨୧୦, ଭଦ୍ରକରୁ ୨୭, ବଲାଙ୍ଗୀରରୁ ୭୯, ବୌଦ୍ଧରୁ ୬, କଟକରୁ ୧୯୮, ଦେବଗଡ଼ରୁ ୩୦, ଢେଙ୍କାନାଳରୁ ୪୭, ଗଜପତିରୁ ୬୩, ଗଞ୍ଜାମରୁ ୬୬, ଜଗତସିଂହପୁରରୁ ୮, ଯାଜପୁରରୁ ୫୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି  ।
 ସେହିପରି ଝାରସୁଗୁଡ଼ାରୁ  ୧୮୩, କଳାହାଣ୍ଡିରୁ ୩୨୪, କନ୍ଧମାଳରୁ ୧୬, କେନ୍ଦ୍ରାପଡ଼ାରୁ ୨୯, କେନ୍ଦୁଝରରୁ ୫୬, ଖୋର୍ଦ୍ଧାରୁ ୭୦୪, କୋରାପୁଟରୁ ୩୯, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୧୧୯, ନବରଙ୍ଗପୁରରୁ ୮୧, ନୟାଗଡ଼ରୁ ୨୮, ନୂଆପଡ଼ାରୁ ୨୨୧, ପୁରୀରୁ ୧୪୩, ରାୟଗଡ଼ାରୁ ୫୭, ସମ୍ୱଲପୁରରୁ ୧୯୯, ସୋନପୁରରୁ ୧୬, ସୁନ୍ଦରଗଡ଼ରୁ ୩୪୦, ଷ୍ଟେଟ୍ ପୋଲ୍‌ରୁ ୧୫୫ ଜଣ ଆକ୍ରାନ୍ତ  ଚିହ୍ନଟ ହୋଇଛନ୍ତି । 
 ତେବେ ତଥ୍ୟ ଅନୁଯାୟୀ ରାଜ୍ୟରେ ଏଯାବତ ୩ ଲକ୍ଷ ୪୪ ହଜାର ୮୨୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ   ୨୧ ହଜାର ୪୩୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ  ରହିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like