-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   (10-Jul-2026)       ||      ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   (10-Jul-2026)       ||      ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||     

HOME   ଜିଲ୍ଲା

ପର ପାରିରେ ବିଶିଷ୍ଠ ଆାଦିବାସୀ ନେତା ବ୍ରଜ କିଶୋର ସିଂହ ଭୋଇ

18-Apr-2021



ବଲାଙ୍ଗିର (ପ୍ରେରଣା ଖବର): ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଙ୍ଘ ବଲାଙ୍ଗିର ର ଜ଼ିଲ୍ଲା ସଭାପତି ତଥା ପଶ୍ଚିମ ଓଡିଶା ଆଦିବାସୀ କଲ୍ୟାଣ ମହାସଂଘ ର କାର୍ଯ୍ୟକାରୀ ସଭାପତି  ବ୍ରଜକିଶୋର ସିଂଭୋଇଙ୍କ ଆଜି  ସକାଳ 8.40 ରେ ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ ରେ ପରଲୋକ ହୋଇଯାଇଛି l

ଓଡିଶା ଆଦିବାସୀ ସମାଜର  ଟାଣୁଆ ନେତା,   ପ୍ରଗଳଭ ବକ୍ତା, ଆଦିବାସୀ ବାର୍ତ୍ତା ର ସମ୍ପାଦକ, ଆଇନଜୀବୀ, ବିଶିଷ୍ଟ ସମାଜସେବୀ, ସଇଁତଲା ଜ଼ମିଦାର, ପରୋପକାରୀ,ସ୍ବର୍ଗତ ସିଂଭୋଇ ଙ୍କ ବିଯୋଗ ରେ ସମଗ୍ର ଆଦିବାସୀ ସମାଜ ମର୍ମାହତ,ଦୁଃଖିତ ଓ ବ୍ୟଥିତ lସାରା ଓଡିଶାର ଆଦିବାସୀ ସମାଜ ର ଅପୂରଣୀୟ କ୍ଷତି ଘଟିଛି ବୋଲି ଶୋକବାର୍ତ୍ତା  
ରେ କୁହାଯାଇଛି l  ଜଣେ ବିଦ୍ୱାନ, ବରିଷ୍ଠ ଆଦିବାସୀ ନେତା, ନିର୍ଭିକ ଏବଂ ନିରପେକ୍ଷ ନେତା ଭାବରେ ସ୍ବର୍ଗତ ସିଂଭୋଇ ଓଡିଶା ରେ ବେଶ ପରିଚିତ l ତାଙ୍କ ବିଯୋଗ ରେ ଓଡିଶା ଏକ ବରପୁତ୍ର ବୀର ପୁତ୍ର ଙ୍କୁ ହରାଇଲା  l ଶ୍ରୀ ସିଂହ ଙ୍କ  ଅକାଳ ବିୟୋଗରେ  ବଲାଙ୍ଗିର ଜିଲ୍ଲାରେ ଶୋକର ଛାୟା ଖେଳି ଯାଇଛି l  

  ଏହି ମହାନ ଆାଦିବାସୀ ନେତାଙ୍କ ବିୟୋଗରେ ଜିଲ୍ଲା ଆାଦିବାସୀ କଲ୍ଯାଣ ମହାସଂଘ ତରଫରୁ ଗଭୀର ଶୋକ ପ୍ରକାଶ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   10-Jul-2026
  ରାଜ୍ୟ  
ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   10-Jul-2026
  ଜିଲ୍ଲା  
ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   10-Jul-2026
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   10-Jul-2026
  ଜିଲ୍ଲା  
ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା   10-Jul-2026
  ଜିଲ୍ଲା  
ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   09-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   09-Jul-2026
  ଜିଲ୍ଲା  
ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   09-Jul-2026

You Might Also Like