-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

କରୋନା ସଂକ୍ରମଣକୁ ନେଇ କେନ୍ଦ୍ରକୁ ଟାର୍ଗେଟ କଲେ ନରସିଂହ, ସଂକ୍ରମଣ ରୋକିବା ଚେଷ୍ଟା ନକରି ପ୍ରଚାର ରେ ବ୍ୟସ୍ତ ପ୍ରଧାନମନ୍ତ୍ର. କରୋନାକୁ ନେଇ ନିଜର ଉତ୍ତରଦାଇତ୍ୱ ପାଳନ କରନ୍ତୁ ରାଜ୍ୟସରକାର-ନରସିଂହ

18-Apr-2021



ବଲାଙ୍ଗିର(ସନ୍ତୋଷ କୁମାର ଠାକୁର): କରୋନା ସଂକ୍ରମଣକୁ ନେଇ କେନ୍ଦ୍ରର ମୋଦୀ ସରକାରକୁ ଟାର୍ଗେଟ କରିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ତଥା ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର । ସେ ଏକ ପ୍ରେସ ବିବୃତ୍ତି ମାଧ୍ୟମରେ କହିଛନ୍ତି ଯେ, କରୋନାର ଦ୍ୱିତୀୟ ଲହର ପ୍ରଥମ ଲହରି ଠାରୁ ଅଧିକ ମାରାତ୍ମକ ଅଟେ । ଦୁର୍ଭାଗ୍ୟର ବିଷୟ ଯେ, ମୋଦୀ ନେତୃତ୍ୱାଧିନ କେନ୍ଦ୍ର ସରକାର କରୋନା ମହାମାରୀ ସଂକ୍ରମଣକୁ ରୋକିବାରେ ସଂପୁର୍ଣ୍ଣ ଫେଲ ମାରିଛି । ବର୍ତ୍ତମାନ ଦେଶର ପ୍ରଧାନମନ୍ତ୍ରୀ କରୋନା ସଂକ୍ରମଣ ଯେପରି ନ ବଢିବ , ଲୋକେ ଯେପରି ଏହାର ସଂକ୍ରମଣ ଦାଉରୁ ରକ୍ଷା ପାଇବେ ସେ ଉପରେ ପଦକ୍ଷେପ ନନେଇ ସେ କେବଳ ହୀନ ରାଜନିତୀ ରେ ବ୍ୟସ୍ତ ଅଛନ୍ତି । କରୋନା ସଂକ୍ରମଣ କୁ ଅଣଦେଖା କରି ସେ କେବଳ ପଶ୍ଚିମବଙ୍ଗ ନିର୍ବାଚନରେ ନିଜ ଦଳ ପାଇଁ ପ୍ରଚାର କରୁଛନ୍ତି । ଫଳରେ ଏହାର କୁପ୍ରଭାବ ସାରା ଦେଶରେ କରୋନା ଲଢେଇ ଉପରେ ପଡୁଛି । ଆମ ରାଜ୍ୟ ଓଡିଶାର କଥା ଚିନ୍ତା କଲେ, ରାଜ୍ୟରେ ଏବେ ଔଷଧ, ଅକ୍ସିଜେନ ସିଲିଣ୍ଡର, ଏମ୍ବୁଲାନ୍ସ, ହସପିଟାଲ ବ୍ୟାଡ ତଥା କରୋନା ଟୀକାର ମଧ୍ୟ ଘୋର ଅଭାବ ଦେଖା ଦେଇଛି । ଏହାକୁ ନେଇ ଓଡିଶାର ମୂଖ୍ୟମନ୍ତ୍ରୀଙ୍କ ଅନୁରୋଧକୁ ମଧ୍ୟ ଅଣଦେଖା କରୁଛନ୍ତି । ଏପରିକି ସବୁଥିରୁ ବେଶି ସଂକ୍ରମିତ ରାଜ୍ୟ ମହାରାଷ୍ଟ୍ରର ମୂଖ୍ୟମନ୍ତ୍ରୀଙ୍କ ଫୋନକୁ ମଧ୍ୟ ଗ୍ରହଣ କରୁି ନାହାନ୍ତି । ଏପରି ସ୍ଥଳେ ସଂକ୍ରମଣରେ  ଲକ୍ଷ ଲକ୍ଷ ଲେକଙ୍କ ଜିବନ ହାନୀ ପାଇଁ ଯଦି କିଏ ଦାୟୀ ତେବେ ଏହା କେବଳ କେନ୍ଦ୍ର ମୋଦୀ ସରକାର ବୋଲି ସେ କହିଛନ୍ତି । ସେ ଏହା ମଧ୍ୟ କହିଛନ୍ତି ଏହିପରି ଏକ ଘଡି ସନ୍ଧି ମୁହୁର୍ତ୍ତରେ ଆମ ରାଜ୍ୟ ସରକାର ଚୁପ ହୋଇ ବସିଯିବା ଠିକ ନୁହଁ । ରାଜ୍ୟରେ ମଧ୍ୟ ସରରକାର ସମସ୍ତ ଶକ୍ତି ଖଟାଇ ଲୋକଙ୍କ ଜିବନ ରକ୍ଷା ପାଇଁ କରୋନା ସଂକ୍ରମଣ ବିରୁଦ୍ଧରେ ଠୋସ ପଦକ୍ଷେପ ନେବା ଆବଶ୍ୟକ । ଲୋକେ ଯେମିତି ଠିକ ସମୟରେ ଔଷଧ,ଟୀକା ଓ ସେବା ପାଇପାରିବେ ତାହା ସୁନିଶ୍ଚିତ କରିବା ସରକାରଙ୍କ ଦାଇତ୍ୱ । ଆହୁରି ବାହାର ରାଜ୍ୟରୁ ଆସୁଥିବା ଲୋକଙ୍କୁ ପରୀକ୍ଷା କରି ସେମାନଙ୍କ ସହିତ ରାଜ୍ୟବାସୀଙ୍କୁ ମଧ୍ୟ ସୁରକ୍ଷିତ କରିବା ନିହାତି ଜରୁରି ବୋଲି ଶ୍ରୀ ମିଶ୍ର ରାଜ୍ୟ ସରକାରଙ୍କୁ ଚେତାଇ ଦେଇଛନ୍ତି ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like