-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ବିଭିନ୍ନ ବିଦ୍ୟାଳୟରେ ପୋଷାକ ବଣ୍ଟନ ମେଳା

18-Apr-2021



ବୁଗୁଡା  (ଡ଼ଃ.କୁମୁଦ ଚନ୍ଦ୍ର ବେହେରା) ବୁଗୁଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ପୋଷାକ ଓ ଜୋତା ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି। ବୁଗୁଡା ଏନଏସି ଗୋଲାସାହି ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ମେଳାରେ ମୁଖ୍ୟ ଅତିଥି ଭାବେ ବୁଗୁଡା ବିଇଓ ପ୍ରଶନ କୁମାର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିବା ବେଳେ ଏବିଇଓ ପ୍ରମୋଦ ଚନ୍ଦ୍ର ସେନାପତି ମୁଖ୍ୟ ବକ୍ତା ଭାବରେ ଯୋଗଦେଇଥିଲେ। ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ପୁଷ୍ପାଞ୍ଜଳି ବେହେରା ଅଧ୍ୟକ୍ଷତା କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ତାଳସାକର ପ୍ରଧାନ ଶିକ୍ଷକ ସୀମାଞ୍ଚଳ ସେଠୀ, ବୁଗୁଡା ସିଆରସିସି ପ୍ରତାପ କୁମାର ଖଡଙ୍ଗା, ବିରଞ୍ଚିପୁର ସିଆରସିସି ସନ୍ତୋଷ କୁମାର ସାହୁ  ଯୋଗଦେଇଥିଲେ। ଅତିଥି ବୃନ୍ଦ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିଥିବା ବେଳେ ସ୍କୁଲ ସଭାନେତ୍ରୀ ବାସନ୍ତୀ ପାତ୍ର, ସହକାରୀ ଶିକ୍ଷୟିତ୍ରୀ ମଞ୍ଜୁବାଳା ମିଶ୍ର ଓ ସବିତା ପାତ୍ର ସହଯୋଗ କରିଥିଲେ। ସେହିପରି କାନସୁକା ନୋଡାଲ ୟୁପି ସ୍କୁଲରେ ଅନୁଷ୍ଠିତ ମେଳାରେ ପ୍ରଧାନ ଶିକ୍ଷକ ରବୀନ୍ଦ୍ର ବେହେରା ଅଧ୍ୟକ୍ଷତା କରିଥିବା ବେଳେ ଅତିଥି ଭାବେ ଏସଏମସି ଅଧ୍ୟକ୍ଷ ବସନ୍ତ କୁମାର ଭୂୟାଁ, ସିଆରସିସି ମାନସ ରଞ୍ଜନ ସେଠୀ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିଥିଲେ। ଶିକ୍ଷକ ବିନାୟକ ନାୟକ ଧନ୍ୟବାଦ ଅର୍ପଣ କରିଥିବା ବେଳେ ସିନୁ ପାତ୍ର, ଅନିଲ ପ୍ରଧାନ, ଏ.ସତ୍ୟନାରାୟଣ ରାଓ, ଜିତେନ୍ଦ୍ର ମିଶ୍ର, ରମେଶ ବେହେରା ଓ ଶିକ୍ଷୟିତ୍ରୀ ସୁନିତା ନନ୍ଦ ପରିଚାଳନାରେ ସହଯୋଗ କରିଥିଲେ। ଅନ୍ୟତମ ପି.ଡ଼ି.ପୁର ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ପଦ୍ମ ଲୋଚନ ଗୌଡ଼ ଅଧ୍ୟକ୍ଷତା କରିଥିବା ବେଳେ ଅତିଥି ଭାବେ ଏସଏମସି ଅଧ୍ୟକ୍ଷ ସୁଶାନ୍ତ କୁମାର ଖଡଙ୍ଗା ଯୋଗଦେଇଥିଲେ। ଅତିଥି ଓ ଅଭିଭାବକ ବୃନ୍ଦ ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିଥିଲେ। ସହକାରୀ ଶିକ୍ଷକ କୃଷ୍ଣ ଚନ୍ଦ୍ର ବେହେରା ସହଯୋଗ କରିଥିଲେ। ସେହିପରି ବୋରିଗାଁ ପାଞ୍ଚାୟତର ମହୁଲପଲ୍ଲୀ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଗଗନ ବିହାରୀ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମେଳାରେ ମୁଖ୍ୟ ଅତିଥି ଭାବେ ସରପଞ୍ଚ ବସନ୍ତ କୁମାର ସାହୁ, ଏବଂ ସମ୍ମାନୀତ ଅତିଥି ଭାବେ ସିଆରସିସି ମନୋଜ କୁମାର ସାସମାଲ, ୱାର୍ଡ଼ ସଭ୍ୟ ଭାଣ୍ଡି ରାମଚନ୍ଦ୍ର ଓ ବିଦ୍ୟାଳୟର ଅଧ୍ୟକ୍ଷ ଏସ.ନରସିଂହ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିଥିଲେ। ଶିକ୍ଷକ ଡ଼ି.ରଜତ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like