-+91-9937148622 |

prerana_bgr@rediffmail.com |

  Sunday 15th March 2026 |

| | | |

R.N.I. Regd No. ODIODI/2010/46693

Breaking News

ନବକୁଣ୍ଡୀୟ ଗାୟତ୍ରୀ ମହାଯଜ୍ଞ ର ଦ୍ଵିତୀୟ ଦିବସ   (15-Mar-2026)       ||      ଓଷ୍ଟା ପକ୍ଷରୁ ଆଲୋଚନାଚକ୍ର ଓ କର୍ମଶାଳା ଅନୁଷ୍ଠିତ   (15-Mar-2026)       ||      ବଲାଙ୍ଗୀର ରେ ୨୦୨୬ ର ପ୍ରଥମ ରାଷ୍ଟ୍ରିୟ ଲୋକ ଅଦାଲତ ଅନୁଷ୍ଠିତ   (15-Mar-2026)       ||      ବଲାଙ୍ଗିରରେ ପ୍ରଥମ ରାଷ୍ଟ୍ରିୟ ଲୋକ ଅଦାଲତ ଅନୁଷ୍ଠିତ    (15-Mar-2026)       ||      "ରାଷ୍ଟ୍ରୀୟ ହିନ୍ଦୁ ଫ୍ରଣ୍ଟ"ର ସୁବର୍ଣ୍ଣପୁର ଜିଲ୍ଲା ସଭାପତି ହେଲେ ଶରତ   (15-Mar-2026)       ||      ମଧୁସୂଦନ ପାର୍କରେ ସ୍ୱାସ୍ଥ୍ୟ ସଚେତନତା ଶିବିର   (15-Mar-2026)       ||      ଝଲସି ଉଠିଥିଲା ସେବାଶ୍ରମର ବାର୍ଷିକ ଉତ୍ସବ   (15-Mar-2026)       ||      ଉତ୍ସାହ ଓ ଉଲ୍ଲାସର ସହ ଅନୁଷ୍ଠିତ ହେଲା ଇନଟାକ୍ ର ଅଷ୍ଟଶମ୍ଭୁ ଐତିହ୍ୟ ପଦଯାତ୍ରା*   (15-Mar-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ, ବଲାଙ୍ଗିର, ବିଶ୍ୱ ଖାଉଟି ଅଧିକାର ଦିବସ-୨୦୨୬   (15-Mar-2026)       ||      ଗାଁ ପରିମଳ ଗାଁ ମୁଣ୍ଡରୁ - ସ୍ବଚ୍ଛତା ହିଁ ସେବା ସମ୍ପର୍କିତ କର୍ମଶାଳା   (15-Mar-2026)       ||      ଛାତ୍ର ଛାତ୍ରୀଙ୍କ ଜୀବନ ଦର୍ପଣ ଭଳି ଅନୁମେୟ ବାର୍ଷିକ ଉତ୍ସବ   (15-Mar-2026)       ||      ଛାତ୍ର ଛାତ୍ରୀଙ୍କ ଜୀବନ ଦର୍ପଣ ଭଳି ଅନୁମେୟ ବାର୍ଷିକ ଉତ୍ସବ   (15-Mar-2026)       ||      *ପି ଏମ ଶ୍ରୀ ମହାରାଜା ହାଇସ୍କୁଲ ଠାରେ ବାର୍ଷିକ ଉତ୍ସବ ପାଳିତ*   (15-Mar-2026)       ||      ବନଦୁର୍ଗା ମହୋତ୍ସବ ଏପ୍ରିଲ ୭ ରୁ ୧୧ ମାଁ ପାଟଣେଶ୍ୱରୀଙ୍କୁ ନିଉତା   (15-Mar-2026)       ||      ଜିଲ୍ଲା ତୈଲିକ ବୈଶ୍ୟ ସମାଜର ପରିବର୍ଦ୍ଧିତ କାର୍ଯ୍ୟକରଣୀ ବୈଠକ   (15-Mar-2026)       ||      ଆକାଶବାଣୀ ଶ୍ରୋତା ସଂଘ ବରଗଡ଼ ଦ୍ଵାରା ବିରଞ୍ଚି ଦାଶ ସମ୍ବର୍ଦ୍ଧିତ   (15-Mar-2026)       ||      ଭାଙ୍ଗିଗଲା ୧୧ କେଭି ବିଦ୍ୟୁତ ଖୁଣ୍ଟ   (15-Mar-2026)       ||      ବ୍ଲୁ ଇକୋନୋମି ସମିଟ୍–୨୦୨୬ରେ ଓଡ଼ିଶାର ଦୂରଦୃଷ୍ଟିମୟ ରୋଡମ୍ୟାପ୍♦️ପୋର୍ଟ–ଲେଡ୍ ଅର୍ବାନାଇଜେସନ୍ ମାଧ୍ୟମରେ ଉପକୂଳ ଆଧାରିତ ଅର୍ଥନୀତିକୁ ନୂତନ ଦିଗ   (15-Mar-2026)       ||      ବି ଏମ୍ ସି ର ସଫେଇ ମିତ୍ର ସୁରକ୍ଷା ଶିବିର    (15-Mar-2026)       ||      *ଫିଟ୍ ନେସ ଏମ୍ପାୟାର କ୍ରୀକ ଫେଷ୍ଟ ୨୦୨୬ ଉଦ୍ଘାଟିତ*-   (15-Mar-2026)       ||     

HOME   ଜିଲ୍ଲା

ଲୋଇସିଂହା ବିଧାୟକ ପାଣ୍ଠିରୁ ଲାଗିଲା ଏଲ୍‌ଇଡି ଲାଇଟ୍‌- ଉନ୍ନତ ଆଲୋକୀକରଣ ବ୍ୟବସ୍ଥା ଉପରେ ସନ୍ତୋଷ ବ୍ୟକ୍ତ କଲେ ଅଂଚଳବାସୀ

19-Oct-2020



ଲୋଇସିଂହା,(ବିନୋଦ କୁମାର) ଲୋଇସିଂହା ବିଧାୟକ ଭାବରେ ଡ. ମୁକେଶ ମହାଲିଙ୍ଗ ନିର୍ବାଚିତ ହେବା ପରେ ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ଗାଁ କୁ ଆଲୋକୀକରଣ କରିବା ଦିଗରେ ବିଧାୟକ ଶ୍ରୀ ମହାଲିଙ୍ଗ ପ୍ରଶଂସନୀୟ ପଦକ୍ଷେପ ଗ୍ରହଣ କରିଛନ୍ତି । ବିଧାୟକଙ୍କ ଉଦ୍ୟମରେ ବିଭିନ୍ନ ଗାଁ ରେ ଏଲ୍‌ଇଡି ଲାଇଟ୍ ସଂଯୋଗ କରିଥିବା ଯୋଗୁଁ ବର୍ତ୍ତମାନ ଲୋଇସିଂହା ନିର୍ବାଚନ ମଣ୍ଡଳୀର ଗାଁ ଗୁଡିକ ଉଜ୍ୱଳ ଆଲୋକରେ ସୁସଜ୍ୱିତ ହୋଇଯାଇଛି । ଏହି କ୍ରମରେ ଆଜି ବିଧାୟକ ଶ୍ରୀ ମହାଲିଙ୍ଗ ହୀରାପୁର, ଟେଭାଡୁଙ୍ଗୁରି ଓ ମାଣ୍ଡିଆପଦର ଗାଁ ରେ ଏଲ୍‌ଇଡି ବଲ ସଂଯୋଗ କରିଥିଲେ । ଏହାକୁ ଭିଡିଓ ଜରିଆରେ ଡ. ମହାଲିଙ୍ଗ ଉଦ୍‌ଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଲୋଇସିଂହା ବ୍ଲକ ବିଜେପି ସଭାପତି ସରୋଜ ସାହୁ, ମଣ୍ଡଳ ସାଧାରଣ ସଂପାଦକ ବାହାଦୁର ନନ୍ଦ, ବିଜେପି କର୍ମୀ ଲଳିତ ପ୍ରଧାନ, ଯୁବନେତା ରାଜୁ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ନବକୁଣ୍ଡୀୟ ଗାୟତ୍ରୀ ମହାଯଜ୍ଞ ର ଦ୍ଵିତୀୟ ଦିବସ   15-Mar-2026
  ଜିଲ୍ଲା  
ଓଷ୍ଟା ପକ୍ଷରୁ ଆଲୋଚନାଚକ୍ର ଓ କର୍ମଶାଳା ଅନୁଷ୍ଠିତ   15-Mar-2026
  ଜିଲ୍ଲା  
ବଲାଙ୍ଗୀର ରେ ୨୦୨୬ ର ପ୍ରଥମ ରାଷ୍ଟ୍ରିୟ ଲୋକ ଅଦାଲତ ଅନୁଷ୍ଠିତ   15-Mar-2026
  ଜିଲ୍ଲା  
ବଲାଙ୍ଗିରରେ ପ୍ରଥମ ରାଷ୍ଟ୍ରିୟ ଲୋକ ଅଦାଲତ ଅନୁଷ୍ଠିତ   15-Mar-2026
  ଜିଲ୍ଲା  
"ରାଷ୍ଟ୍ରୀୟ ହିନ୍ଦୁ ଫ୍ରଣ୍ଟ"ର ସୁବର୍ଣ୍ଣପୁର ଜିଲ୍ଲା ସଭାପତି ହେଲେ ଶରତ   15-Mar-2026
ମଧୁସୂଦନ ପାର୍କରେ ସ୍ୱାସ୍ଥ୍ୟ ସଚେତନତା ଶିବିର   15-Mar-2026
  ଜିଲ୍ଲା  
ଝଲସି ଉଠିଥିଲା ସେବାଶ୍ରମର ବାର୍ଷିକ ଉତ୍ସବ   15-Mar-2026
  ଜିଲ୍ଲା  
ଉତ୍ସାହ ଓ ଉଲ୍ଲାସର ସହ ଅନୁଷ୍ଠିତ ହେଲା ଇନଟାକ୍ ର ଅଷ୍ଟଶମ୍ଭୁ ଐତିହ୍ୟ ପଦଯାତ୍ରା*   15-Mar-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ, ବଲାଙ୍ଗିର, ବିଶ୍ୱ ଖାଉଟି ଅଧିକାର ଦିବସ-୨୦୨୬   15-Mar-2026
  ଜିଲ୍ଲା  
ଗାଁ ପରିମଳ ଗାଁ ମୁଣ୍ଡରୁ - ସ୍ବଚ୍ଛତା ହିଁ ସେବା ସମ୍ପର୍କିତ କର୍ମଶାଳା   15-Mar-2026
  ଜିଲ୍ଲା  
ଛାତ୍ର ଛାତ୍ରୀଙ୍କ ଜୀବନ ଦର୍ପଣ ଭଳି ଅନୁମେୟ ବାର୍ଷିକ ଉତ୍ସବ   15-Mar-2026
  ରାଜନୀତି  
ଛାତ୍ର ଛାତ୍ରୀଙ୍କ ଜୀବନ ଦର୍ପଣ ଭଳି ଅନୁମେୟ ବାର୍ଷିକ ଉତ୍ସବ   15-Mar-2026

You Might Also Like