-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

କନବାର ଶବ୍ଦନୃତ୍ୟ ଅନୁଷ୍ଠାନ ମୁଖ୍ୟ ପରିଚାଳକ ଗୋୖର ଚନ୍ଦ୍ର ବାରିକ ଙ୍କ ବିୟୋଗ

18-Apr-2021



ବରପାଲି,(ପ୍ରେରଣା ଖବର) : ବରପାଲି ବ୍ଲକ ଅନ୍ତର୍ଗତ କନବାର ଶବ୍ଦନୃତ୍ୟ ଅନୁଷ୍ଠାନ ମୁଖ୍ୟ ପରିଚାଳକ ଗୌରଚନ୍ଦ୍ର ବାରିକ (୫୯) ବିୟୋଗ ହୋଇଛି । ତାଙ୍କ ସ୍ବାସ୍ତ୍ୟ ଅବସ୍ଥା ଠିକ ନଥିବାରୁ ଦିର୍ଘ ଦିନରୁ ଅସୁସ୍ଥ ରହି ଚିକିତ୍ସିତ ହେଉଥିଲେ । ଗତକାଲି ଶନିବାର ଭୋର ସକାଳୁ ତାଙ୍କ ପ୍ରାଣ ବାୟୁଚାଲି ଯାଇଥିଲା । ତାଙ୍କ ପତ୍ନୀ ସହ ୨ପୁଅ ଓ  ୩ ଝିଅ ଓ ପରିବାର ଲୋକଙ୍କୁ ଛାଡି ୟହଧାମ ତ୍ୟାଗ କୃଚ୍ୟୋଅନ୍ତି ।ବିୟୋଗ ସମୟରେ ତାଙ୍କ ପରିବାର ସଦସ୍ୟ ମାନେ ଉପସ୍ଥିତ ରହିଥିଲେ । ଦୀର୍ଘ ବର୍ଷ ହେବ ଗଢି ଉଠିଥିବା ଭଗବାନ ସାହୁ ଶବ୍ଦନୃତ୍ୟ ଗବେଷଣା କେନ୍ଦ୍ର,ବ୍ରଜେଶ୍ଵରୀ ନୃତ୍ୟ କଳାସଙ୍ଘ ର ଆୟୋଜକ ଦାୟିତ୍ବ ବହନ କରି ରାଜ୍ୟ ତଥା ରାଜ୍ୟ ବାହାରେ ଶବ୍ଦନୃତ୍ୟ ଗ୍ରାମର କିଛି ଝିଅ ମାଙ୍କୁ ନେଇ କଳା ପ୍ରଦର୍ଶନ କରି ବେଶ ଶୁନାମ ଅର୍ଜନ କରି ସମ୍ମାନୀତ ହୋଇପାରିଥିଲେ । ଶ୍ରୀ ବାରିକଙ୍କ ବିୟୋଗରେ ଗ୍ରାମ ତଥା ଅଞ୍ଚଳର ଜଣେ କଳାକାର ଙ୍କୁ ହରାଇ ଶୋକର ଛାୟା ଖେଳିଯାଇଥିଲା । ଶବ୍ଦନୃତ୍ୟ କଳାକାରଙ୍କ ବିୟୋଗରେ ମର୍ମାହତ ହୋଇ ଶବ୍ଦନୃତ୍ୟ ଗୁରୁ ଭଗବାନ ସାହୁ ସ୍ମୃତିକମିଟି ର ରବିନ ଦାସ (ଲୁଲୁ),କମିଟି ସମ୍ପାଦକ ପ୍ରଦୀପ ଦେବତା,ପ୍ରଭାତ ଆଦିତ୍ୟ ମିଶ୍ର,ଦଧିବାମନ ଶତପଥୀ,ମମରାଜ ସ୍ବାଇଁ,କେଦାର ମିଶ୍ର,ଡ଼.ଶେଷନ ବିଶି,ଶିରିଷ ବଲ୍ଲବ ମିଶ୍ର,ପ୍ରୀତମ ସିଂ,  ଯୁଗଳ ପ୍ରଶଦ ସିଂହ,ଡ଼.ତାପସ୍ବିନୀ ଗୁରୁ,ଶିବାନନ୍ଦ ମଟାରୀ,  , ସୁରେଶ୍ଵର ଶତପଥୀ,ଚଇତୁ ବୁଡେକ,ଶବ୍ଦନୃତ୍ୟ ଗୁରୁ ଭାଗବତ ପଧାନ,ଭୁବନ ଭୋଇ,ମହେନ୍ଦ୍ର ମେହେର,କଣ୍ଠଶିଳ୍ପୀ ବିରେନ୍ଦ୍ର ନାଥ ନାଗ,ପଦ୍ମଲୋଚନ ସାହୁ,ହର୍ଷ ବେହେରା,ତେଜରୁ ବାରିକ ପ୍ରମୁଖ ଶୋକପ୍ରକାଶ କରିଥିଲେ । ତାଙ୍କ ଦାହ ସମୟରେ ବଡ଼ପୁଅ ନବ କୁମାର ବାରିକ ମୁଖାଗ୍ନି ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like