-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ବୌଦ୍ଧରେ ବଢିଲା କରୋନା, ଆଜି ଚିହ୍ନଟ ହେଲେ ୨୧ ନୂଆଁ ଆକ୍ରାନ୍ତ

19-Apr-2021



ବୌଦ୍ଧ(ଶ୍ରୀବନ୍ତମେହେର)୧୯/୪- ଆଜି ବୌଦ୍ଧଜିଲ୍ଲାରେ ପୁଣି ନୂତନ ୨୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜିର ନୂତନ ୨୧ କରୋନା ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୯୫ରେ ପହଞ୍ଚିଛି । ସିଡିଏମଓ ଡାକ୍ତର ତ୍ରିଲୋଚନ ପ୍ରଧାନଙ୍କ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଆଜି ଯେଉଁ ୨୧ ଜଣ ନୂତନ ଭାବେ ଚିହ୍ନଟ ହୋଇଛନ୍ତି ସେମାନଙ୍କ ମଧ୍ୟରୁ ବୌଦ୍ଧ ସହରାଞ୍ଚଳ ମଧ୍ୟରୁ ୬ ଜଣ, ହରଭଙ୍ଗା ବ୍ଲକ୍‌ ମଥୁରା ଗ୍ରାମ ପଞ୍ଚାୟତ ଅଂଚଳରୁ ୨ ଜଣ, ସାଂପୋଚ ଗ୍ରାମ ପଞ୍ଚାୟତ ଅଂଚଳରୁ ୧ ଜଣ, ତିଲେଶ୍ୱର୍‌ ଗ୍ରାମ ପଞ୍ଚାୟତ ଅଂଚଳରୁ ୧ ଜଣ, ବୌଦ୍ଧ ବ୍ଲକ୍‌ ବାଉଁଶୁଣୀ ଗ୍ରାମ ପଞ୍ଚାୟତ ଅଂଚଳରୁ ୨ ଜଣ, ମୁର୍ଷୁଣ୍ଢି ଗ୍ରାମ ପଞ୍ଚାୟତ ଅଂଚଳରୁ ୧ ଜଣ, ବହିରା ଗ୍ରାମ ପଞ୍ଚାୟତ ଅଂଚଳରୁ ୧ ଜଣ, ଆମ୍ବଝରୀ ଗ୍ରାମ ପଞ୍ଚାୟତ ଅଂଚଳରୁ ୧ ଜଣ, ବଢିଗାଁ ଗ୍ରାମ ପଂଚାୟତ ଅଂଚଳରୁ ୧ ଜଣ, କଣ୍ଟାମାଳ ମନମୁଣ୍ଡା ଗ୍ରାମ ପଞ୍ଚାୟତ ଅଂଚଳରୁ ୧ ଜଣ, କଣ୍ଟାମାଳ ଗ୍ରାମ ପଂଚାୟତ ଅଂଚଳରୁ ୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜିସୁଦ୍ଧା କରୋନାରୁ ସୁସ୍ଥ ହୋଇଥିବା ସଂଖ୍ୟା ୨୮୧୯, ରିପୋର୍ଟ ଅପେକ୍ଷାରେ ୬୭୨, କରୋନା ଚିକିତ୍ସାଧୀନ ଆକ୍ରାନ୍ତଙ୍କ ସଂଖ୍ୟା ୬୫ ଥିବାବେଳେ କରୋନା ଆକ୍ରାନ୍ତ ମୃତ୍ୟୁସଂଖ୍ୟା ୧୧ ବୋଲି ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରୀତାକାନ୍ତି ବଳିଆରସିଂ ସୂଚନା ଦେଇଛନ୍ତି । ଜିଲ୍ଲାରେ ବର୍ତ୍ତମାନ କରୋନା ସଂକ୍ରମଣ ଘୁ ଘୁ ହୋଇ ବଢୁଥିବା ଯୋଗୁଁ ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି । ଜିଲ୍ଲାରେ କରୋନା ଗାଇଡ୍‌ଲାଇନକୁ ଲୋକେ ବିଭିନ୍ନ ସ୍ଥାନରେ ଖୋଲାଖୋଲି ଉଲ୍ଲଂଘନ କରୁଥିବା ଦେଖିବାକୁ ମିଳୁଛି । ପ୍ରଶାସନ ଡାକବାଜି ଯନ୍ତ୍ର ମାଧ୍ୟମରେ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ଅବଲମ୍ବନ କରିବା ପାଇଁ ଅନୁରୋଧ କରୁଥିଲେ ମଧ୍ୟ ତାହାର କୌଣସି ପ୍ରଭାବ ଅମାନିଆ ମାନଙ୍କ ଉପରେ ପ୍ରଭାବ ପଡୁନାହିଁ । ସେଥିପାଇଁ ଆଇନରେ ଥିବା ଦଣ୍ଡ ବିଧାନ କରାଯିବାକୁ ସଚେତନ ନାଗରୀକ ମହଲରେ ଦାବୀ ହେଉଛି


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like