-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||     

HOME   ଜିଲ୍ଲା

ଭୟଙ୍କର ସ୍ଥିତି, ବରଗଡ଼ରେ ଗୋଟିଏ ଘରୁ ୨୦ କରୋନା ପଜିଟିଭ୍‌ ଚିହ୍ନଟ

20-Apr-2021



ବରଗଡ଼ (ମୁକୁନ୍ଦ ଦାସ) : ଚିନ୍ତା ବଢାଇଲାଣି କରୋନା ସଂକ୍ରମଣ । ଖାସ୍ କରି ଛତିଶଗଡ଼କୁ ଲାଗିଥିବା ସୀମାନ୍ତବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ସଂକ୍ରମଣ ବଢିବାରେ ଲାଗିଛି । ଯାହାକୁ ଦୃଷ୍ଟିରେ ସରକାର ରାଜ୍ୟବ୍ୟାପୀ ସପ୍ତାହନ୍ତ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି । କିନ୍ତୁ ଏତେ କଟକଣା ସତ୍ତ୍ୱେ ବି ସଂକ୍ରମଣ ଥମିବାର ନା ନେଉନି । ବରଗଡ଼ ଜିଲ୍ଲାର ଗୋଟିଏ ପରିବାରରୁ ୨୦ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।

ମିଳିଥିବା ସୂଚନାନୁସାରେ , ଛତିଶଗଡ଼ ସୀମାକୁ ଲାଗିଥିବା ଅମ୍ବାଭୋନା ବ୍ଲକ ସାନସରେଇପାଲି ଗାଁର ଗୋଟିଏ ପରିବାରରୁ ୨୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।  ଜ୍ୱରରେ ପୀଡ଼ିତ ଜଣେ ମହିଳାଙ୍କ କୋଭିଡ୍‌ ଟେଷ୍ଟରୁ ପଜିଟିଭ ଜଣାପଡ଼ିବା ପରେ ତାଙ୍କ ପରିବାର ସଦସ୍ୟଙ୍କ ନମୁନା ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା । ଆଉ ଏବେ ପରିବାରର ସମସ୍ତ ୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମହିଳା ଜଣକ କିଛିଦିନ ହେଲା ଘରୁ ବାହାରିନଥିବା ବେଳେ ତାଙ୍କ ପଜିଟିଭ ଆସିଥିବାରୁ ଗାଁରେ ଭୟ ଖେଳିଯାଇଛି ।

ସୂଚନାଯୋଗ୍ୟ ଯେ, ସୋମବାର ଦିନ ରାଜ୍ୟରେ ୪୪୪୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ ଜିଲ୍ଲାରୁ କେବଳ ୧୭୮ଜଣ କୋଭିଡ଼ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ତେବେ ଅଞ୍ଚଳର ଗୋଟିଏ ଘରୁ ଏତେ ପରିମାଣରେ କରୋନା ସଂକ୍ରମିତ ଚିହ୍ନଟ ହେବା । ସ୍ଥାନୀୟ ପ୍ରଶାସନ ଓ ଲୋକଙ୍କ ପାଇଁ ମୁଣ୍ଡ ବିନ୍ଧାର କାରଣ ପାଲଟିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026

You Might Also Like