-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ରାଜ୍ୟ

ରାଜ୍ୟରେ ୪ହଜାର ଉପରେ କରୋନା ସଂକ୍ରମଣ, ୨୪ ଘଣ୍ଟାରେ ୪୭୬୧ ପଜିଟିଭ୍ ଚିହ୍ନଟ

20-Apr-2021



ଭୁବନେଶ୍ବର(ପ୍ରେରଣା ଖବର ବ୍ୟୁରୋ) : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୭୬୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୭୭୪୬୪ ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୮୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୯୭୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୧ଜଣ, ବାଲେଶ୍ୱର ଜିଲ୍ଲାରୁ ୮୪ଜଣ, ବରଗଡ଼ ଜିଲ୍ଲାରୁ ୧୯୮ଜଣ, ଭଦ୍ରକ ଜିଲ୍ଲାରୁ ୬୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୨୨ଜଣ, ବୌଦ୍ଧ ଜିଲ୍ଲାରୁ ୨୩ଜଣ, କଟକ ଜିଲ୍ଲାରୁ ୧୭୬ଜଣ, ଦେଓଗଡ଼ ଜିଲ୍ଲାରୁ ୩୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ, ଗଜପତି ଜିଲ୍ଲାରୁ ୩୧ଜଣ, ଗଞ୍ଜାମ ଜିଲ୍ଲାରୁ ୪୯ଜଣ, ଜଗତସିଂହପୁର ଜିଲ୍ଲାରୁ ୨୨ଜଣ, ଯାଜପୁର ଜିଲ୍ଲାରୁ ୮୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୩୪ଜଣ, କଳାହାଣ୍ଡି ଜିଲ୍ଲାରୁ ୧୬୭ଜଣ, କନ୍ଧମାଳ ଜିଲ୍ଲାରୁ ୨୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୦ଜଣ, କେନ୍ଦୁଝର ଜିଲ୍ଲାରୁ ୧୦୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୨୦ଜଣ, କୋରାପୁଟ ଜିଲ୍ଲାରୁ ୩୧ଜଣ, ମାଲକାନଗିରି ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୫୪ଜଣ, ନୟାଗଡ଼ ଜିଲ୍ଲାରୁ ୬୩ଜଣ, ନୂଆପଡ଼ା ଜିଲ୍ଲାରୁ ୫୩୪ଜଣ, ପୁରୀ ଜିଲ୍ଲାରୁ ୧୯୩ଜଣ, ରାୟଗଡ଼ା ଜିଲ୍ଲାରୁ ୬୦ଜଣ, ସମ୍ବଲପୁର ଜିଲ୍ଲାରୁ ୧୮୩ଜଣ, ସୋନପୁର ଜିଲ୍ଲାରୁ ୪୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୭୩ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୬୦ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୭୭୪୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୭୮୨୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୭୬୩୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୬୬୮୪୦୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Covid-19 Report For 19th April

New Positive Cases: 4761
In quarantine: 2785
Local contacts: 1976

(Details of local contacts will be shared by concerned Dist Administration)

District Wise Cases:

1. Angul: 81
2. Balasore: 84
3. Bargarh: 198
4. Bhadrak: 63
5. Balangir: 322
6. Boudh: 23
7. Cuttack: 176
8. Deogarh: 31
9. Dhenkanal: 6
10. Gajapati: 31
11. Ganjam: 49
12. Jagatsinghpur: 22
13. Jajpur: 86
14. Jharsuguda: 234
15. Kalahandi: 167
16. Kandhamal: 25
17. Kendrapada: 50
18. Keonjhar: 103
19. Khurda: 820
20. Koraput: 31
21. Malkangiri: 6
22. Mayurbhanj: 86
23. Nawarangpur: 154
24. Nayagarh: 63
25. Nuapada: 534
26. Puri: 193
27. Rayagada: 60
28. Sambalpur: 183
29. Sonepur: 47
30. Sundargarh: 673
31. State Pool:160

New recovery: 1503
Cumulative tested: 9668401
Positive: 377464
Recovered: 347637
Active case: 27821


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like