-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||      *ଅକ୍ଟୋବର ୧୫ ସୁଦ୍ଧା ମାଗଣା ରବିଚାଷ ପାଇଁ ବିହନ ଯୋଗାଇବାକୁ ଦାବି: ପୋଷ୍ଟ କାର୍ଡ ମାଧ୍ୟମରେ ସରକାରଙ୍କୁ ଚାଷୀ ଙ୍କ ଅନୁରୋଧ*   (11-Jul-2026)       ||      ରଶ୍ମି ରଞ୍ଜନ ସିଦ୍ଧାଶ୍ରମରେ ବୃକ୍ଷ ରୋପଣ   (11-Jul-2026)       ||      ଚାକରି ଦକ୍ଷତା ବୃଦ୍ଧି ତାଲିମ କର୍ମଶାଳା    (11-Jul-2026)       ||      ମାୟାବର୍ହା ହାଇସ୍କୁଲରେ ଅଭିଭାବକଙ୍କ ସମ୍ମିଳନୀ ସହିତ ବୃକ୍ଷ ରୋପଣ, ଏକ ପେଡ୍ ମା କେ ନାମ୍   (11-Jul-2026)       ||      ପିପି ଏକାଡେମୀରେ ଆଜି ପର୍ଯ୍ୟନ୍ତ ନାହିଁ ନିଜସ୍ୱ ଖେଳ ପଡିଆ♦️ ଶିକ୍ଷା ଓ ଶିକ୍ଷାନୁଷ୍ଠାନର ବିକାଶ ପାଇଁ ଧ୍ୟାନ ଦିଅନ୍ତୁ ସରକାର- ନରସିଂହ   (11-Jul-2026)       ||     

HOME   ଜିଲ୍ଲା

ଭାଲୁ ଆକ୍ରମଣରେ ଯୁବକ ଗୁରୁତର

20-Apr-2021



ବୌଦ୍ଧ(ଶ୍ରୀବନ୍ତମେହେର)୨୦/୪ ବୌଦ୍ଧ ଜିଲ୍ଲା ବଘିଆପଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସମାପାଜ୍‌ ଗ୍ରାମ ନିକଟରେ ଗୋଟିଏ ଜଙ୍ଗଲୀ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ ବଘିଆପଡା ଫରେଷ୍ଟ ଅନ୍ତର୍ଗତ ସମାପାଜ୍‌ ନିକଟ କୁଟିବାରୀ ଗ୍ରାମର କବିଚନ୍ଦ୍ର ଦେହୁରୀ (୩୦ ବର୍ଷ ) ଗ୍ରାମ ନିକଟରେ ଥିବା ଜଙ୍ଗଲକୁ ସୋମବାର ସକାଳେ ଘର ମରାମତି ପାଇଁ ଶିଆଳିପଟ୍ଟ ସଂଗ୍ରହ କରିବାକୁ ଯାଇଥିଲେ । ହଠାତ୍‌ ଏକ ଭାଲୁ ତାଙ୍କୁ ଆକ୍ରମଣ କରି ଆଗ ଦୁଇ ଗୋଡରେ କାନକୁ ଜାବୁଡି ମୁଣ୍ଡକୁ ଆକ୍ରମଣ କରିଥିଲା । କବିଚନ୍ଦ୍ର ଭାଲୁକୁ ଗୋଇଠା ମାରି କୌଶଳକ୍ରମେ ଗୁରୁତର ଆହତ ଅବସ୍ଥାରେ ଘରକୁ ଆସି ଏକ ଅଟୋ ଯୋଗେ ବୌଦ୍ଧ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ । ସେ ବର୍ତ୍ତମାନ ବୌଦ୍ଧଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ଜଣାପଡିଛି । ସେ ଜଣେ ଗରୀବ ଶ୍ରେଣୀର ଆଦିବାସୀ ଶ୍ରେଣୀର ହୋଇଥିବାରୁ ବନବିଭାଗ ତାଙ୍କୁ ସହାୟତା ଯୋଗାଇଦେବାକୁ ଜନସାଧାରଣରେ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026
  ଜିଲ୍ଲା  
ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି   12-Jul-2026
  ଜିଲ୍ଲା  
ବୃକ୍ଷରୋପଣ ଆମରି ପଣ   12-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା   12-Jul-2026
  ଜିଲ୍ଲା  
*ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   12-Jul-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ   12-Jul-2026

You Might Also Like