-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ପିଛା ଛାଡୁନି ପ୍ରବାସୀ ଶ୍ରମିକଙ୍କ ଦୁଃଖ , ବସ୍‌ ଓଲଟି ୩ ମୃତ

20-Apr-2021



ଭୁବନେଶ୍ୱର(ପ୍ରେରଣା ଖବର) : ପିଛା ଛାଡୁନି ଦୁଃଖ ।  ପ୍ରବାସୀ ଶ୍ରମିକ ଦିଲ୍ଲୀ ଛାଡ଼ି ଘରମୁହାଁ ହେଉଥିବା ବେଳେ ଦୁର୍ଘଟଣା ମଧ୍ୟ ସେମାନଙ୍କ ଜୀବନକୁ ଆହୁରି ଦୁର୍ବିସହ କରୁଛି। ଦିଲ୍ଲୀରୁ ମଧ୍ୟପ୍ରଦେଶର ଟିକମଗଡ଼ ଯାଉଥିବା ଏକ ବସ୍ ଓଲଟି ପଡ଼ିବାରୁ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଆହତ ହୋଇଛନ୍ତି।

ଖବର ଅନୁଯାୟୀ, ବସ୍‌ରେ ଭିତର ବାହାର ଛାତ ଏମିତି ମିଶାଇ ଶହେରୁ ଅଧିକ ପ୍ରବାସୀ ଶ୍ରମିକ ଥିଲେ। ଗ୍ବାଲିୟର ଝାଂନ୍ ସି ମଧ୍ୟରେ ଭାରସାମ୍ୟ ହରାଇ ବସ୍ ଟି ଓଲଟି ପଡ଼ିଥିଲା। ଯିଏ ଯେମିତି ପାରିଲେ ଡେଇଁ ପଡ଼ି ବାହାରି ଆସିଥିଲେ। ସ୍ଥାନୀୟ ଲୋକେ ତୁରନ୍ତ ଉଦ୍ଧାର କାର୍ଯ୍ୟରେ ଲାଗିଥିଲେ। କିନ୍ତୁ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଯାଇଛି । ଦିଲ୍ଲୀର ଆନନ୍ଦ ବିହାରରୁ ଏହି ଶ୍ରମିକମାନେ ସେମାନଙ୍କ ଯାତ୍ରା ଆରମ୍ଭ କରିଥିଲେ। ଗତବର୍ଷ ଚାଲି ଚାଲି ବହୁତ ହଇରାଣ ହୋଇଥିବାରୁ ଦିଲ୍ଲୀ ସରକାର ଲକଡାଉନ ଘୋଷଣା କରିବା ମାତ୍ରେ ଏହି ଶ୍ରମିକମାନେ ନିଜ ଘରକୁ ବାହାରିବା ଲାଗି ଭିଡ଼ ଜମାଇଥିଲେ।

ସୂଚନାଯୋଗ୍ୟ ଯେ, ଦିଲ୍ଲୀରେ କରୋନା ସ୍ଥିତିକୁ ଦେଖି ୬ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି । ଏହି ସମୟରେ ସମସ୍ତ ପ୍ରବାସୀ ଶ୍ରମିକଙ୍କୁ ଦିଲ୍ଲୀରେ ରହିବାକୁ ମୁଖ୍ୟମନ୍ତ୍ରୀ କେଜ୍ରିଆଲ୍‌ ଅନୁରୋଧ କରିଥିଲେ । କିନ୍ତୁ ପ୍ରବାସୀ ଶ୍ରମିକମାନେ ନିଜ ନିଜ ଘରକୁ ଯିବା ପାଇଁ ରେଳ ଷ୍ଟେସନ, ବସ୍‌ ଷ୍ଟାଣ୍ଡ ଆଦି ସ୍ଥାନମାନଙ୍କରେ ପ୍ରବଳ ଭିଡ଼ ଜମାଇବାରେ ଲାଗିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like