-+91-9937148622 |

prerana_bgr@rediffmail.com |

  Monday 13th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଜିଲ୍ଲା

ବାଲିଗୁଡା : ଜମିଜମା ବିବାଦକୁ କେନ୍ଦ୍ରକରି ବିଭତ୍ସ ହତ୍ୟାକାଣ୍ଡ: ଜଣେ ମୃତ

21-Apr-2021



 ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ଥାନା ସିର୍ଲା ଅଞ୍ଚଳରେ ଜମି ଜମା ବିବାଦକୁ କେନ୍ଦ୍ର କରି ବୁଧବାର ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ଘଟଣାରୁ ପ୍ରକାଶ ଯେ, ଗ୍ରାମର ଭକ୍ତ ପାଟ ମାଝି ଓ ବାମୁରା ସୁକା ମାଝିଙ୍କ ମଧ୍ୟରେ ଜମିବାଡିକୁ ନେଇ ଦିର୍ଘଦିନ ଧରି ବିବାଦ ଲାଗି ରହିଥିଲ। ତେବେ ଭକ୍ତ ଘରେ ଥିବାବେଳେ ବାମୁରା ଆସି ପୁଣି ଜମି ବାଡ଼ିକୁ ନେଇ ତର୍କ ବିତର୍କ ହୋଇ ତାହା ଶେଷରେ ଉଗ୍ରରୂପ ଧାରଣ କରିବାରୁ ବାମୁରା ନିକଟରେ ଥିବା  ଏକ ଧାରୁଆ କଟୁରୀରେ ବେକକୁ ହାଣିଦେବା ଫଳରେ ଭକ୍ତଙ୍କ ପ୍ରବଳ ରକ୍ତସ୍ରାବ ହୋଇ  ଘଟଣା ସ୍ଥଳରେ ହିଁ ମୃତ୍ୟୁବରଣ କରିଥିଲେ।ଭକ୍ତର ଚିତ୍କାର ଶୁଣି ସଙ୍ଗେ ସଙ୍ଗେ  ଘର ଲୋକେ ପହଞ୍ଚି ଭକ୍ତଙ୍କୁ ରକ୍ତ ଜୁଡୁ ବୁଡୁ ଅବସ୍ଥାରେ ଦେଖି ପୋଲିସକୁ ଜଣାଇଥିଲେ । ତେବେ ହତ୍ୟାକରି ବାମୁରା ସୁକା ମାଝି ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ତୁମୁଡିବନ୍ଧ ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରି ବ୍ୟବଛେଦ କରିବା ପାଇଁ ପଠାଇବା ସହ ଘଟଣାର ତଦନ୍ତ କରୁଛି । ଅଭିଯୁକ୍ତକୁ ଅତି ଶିଘ୍ର ଗିରଫ କରାଯିବା ବୋଲି ତୁମୁଡିବନ୍ଧ ଥାନା ଅଧିକାରୀ ବାବା ଶଙ୍କର ସରାଫ ସୂଚନା ଦେଇଛନ୍ତି । ଏନେଇ ପୋଲିସ ଏକ ହତ୍ୟା ମାମଲା ରୁଜୁ କରିଥିବା ତଦନ୍ତ ଅବ୍ୟାହତ ରଖିଥିବା ପ୍ରକାଶ କରିଛି  ।TV


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like