-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ସମ୍ବଲପୁର ବିଶ୍ୱବିଦ୍ୟାଳୟ କର୍ମଚାରୀ ଦିନ ବନ୍ଧୁ ମିଶ୍ର ଙ୍କ ଆତ୍ମହତ୍ୟା ଉଦ୍ୟମ..!

21-Apr-2021



ସମ୍ବଲପୁର(ସଂଜୀବପାଣିଗ୍ରାହୀଙ୍କରିପୋର୍ଟ): ସମ୍ବଲପୁର ବିଶ୍ୱବିଦ୍ୟାଳୟ ରେ ଘଟିଛି ଅଘଟଣ। ବିଶ୍ୱବିଦ୍ୟାଳୟ ର ଜଣେ ଚୁକ୍ତି ଭିତିକ କର୍ମଚାରୀ ବରିଷ୍ଠ ଅଧିକାରୀ ଙ୍କ ଚାପ ସହି ନପାରି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଏଭଲି ଆତ୍ମହତ୍ୟା ଉଦ୍ୟମ ପରେ ପୁଣି ଥରେ ସମ୍ବଲପୁର ବିଶ୍ୱବିଦ୍ୟାଳୟ ରେ ଅସ୍ଥାୟୀ କର୍ମଚାରୀ ଙ୍କ ସ୍ଥାୟୀତ୍ୱ ପାଇଁ ବିଶ୍ୱବିଦ୍ୟାଳୟ ର ଅବହେଳା କୁ ନେଇ ଉଠିଛି ପ୍ରଶ୍ନ । ଯେତେ କହିଲେବି ଶୁଣିଲେନି  ଫିଜିକାଲି, ମେଂଟାଲୀ, ଫାଇନାଆଁସିଆଲୀ ଟରଚର କଲେ । କୋର୍ଟ ଆଦେଶ ବି ମାନିଲେ ନାହିଁ ।  ଦୀର୍ଘ ଦିନ କେହି ଗୁହାରି ନଶୁଣିବାରୁ ମାନସିକ ଭାରସାମ୍ୟ ହରାଇ ବସିଲେ ଆଉ ଶେଷରେ ସେଲ୍ପ ଡିମୋଲିସନ ପନ୍ଥା ଅବଲମ୍ବନ କଲେ । ଆଜି ସକାଳୁ ସମ୍ବଲପୁର ବିଶ୍ୱବିଦ୍ୟାଳୟ ର ଅସ୍ଥାୟୀ କର୍ମଚାରୀ ଦିନବନ୍ଧୁ ମିଶ୍ର  ହଠାତ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ । ସ୍ଥାୟୀ କରିବା, ଦରମା ବଢ଼ାଇବା ସହ କାମ ର ଚାପ କମାଇବା ପାଇଁ ଦୀନବନ୍ଧୁ ଆଗରୁ କୁଳପତି ଙ୍କୁ  ଅନେକ ଥର ଗୁହାରି କରିଥିଲେ । ଦାବି  ପ୍ରତି କେହି କର୍ଣ୍ଣପାତ ନ କରିବାରୁ ଆଜି ଏକାଡେମୀକ କାଉନସିଲ ବୈଠକ  ଚାଲୁଥିବା ସମୟରେ ଦୀନବନ୍ଧୁ ଏଭଳି କାଣ୍ଡ ଘଟାଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ବୁର୍ଲା ମେଡିକାଲ ରେ ଭର୍ତି କରାଯାଇଛି  ଦୀନବନ୍ଧୁ ଙ୍କ ଶରୀରର ୯୦ ଭାଗ ପୋଡିଯାଇଥିବା ଜଣାପଡ଼ିଛି  । ତେବେ ଘରେ, ବାହାରେ ସବୁବେଳେ ଅନ୍ୟମନସ୍କ ରହୁଥିଲେ, ଦିନବନ୍ଧୁ  ତାଙ୍କର ଏଭଳି ଅବସ୍ଥା ପାଇଁ କେବଳ ବିଶ୍ୱ ବିଦ୍ୟାଳୟ ବରିଷ୍ଠ ଅଧିକାରୀ ଦାୟୀ ବୋଲି ଦୀନବନ୍ଧୁ ଙ୍କ ପୁଅ ଅଭିଷେକ କହିଛନ୍ତି । କୋର୍ଟ ଦିନବନ୍ଧୁ ଙ୍କ ଚାକିରୀ ସ୍ଥାୟୀ  ସପକ୍ଷରେ ରାୟ ଦେଇଥିବା ବେଳେ ତାକୁ ବି ଖାତିର କଲେ ନାହିଁ ବିଶ୍ୱବିଦ୍ୟାଳୟ ର ବରିଷ୍ଠ ଅଧିକାରୀ ମାନେ ତେଣୁ ତାଙ୍କ ପିତା ଦିନବନ୍ଧୁ ଏପରି ଚରମ ପଦକ୍ଷେପ ନେଇଥିବା  କହିଛନ୍ତି ଦିନବନ୍ଧୁ ଙ୍କ ପୁଅ । କର୍ମଚାରୀ ସଂଘ ଘଟଣା କୁ ଗୁରୁତର ସହ ନେଇଛି ଓ ଏ ସମ୍ପର୍କରେ ବରିଷ୍ଠ ଅଧିକାରୀ ଙ୍କ ସହ ଆଲୋଚନା କରାଯାଇ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି । ଦୀନବନ୍ଧୁ ଏବେ ବୁର୍ଲା ମେଡିକାଲ ରେ  ଚିକିତ୍ସିତ ହେଉଛନ୍ତି ଆଉ ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ଶିକ୍ଷାର ମନ୍ଦିର ପରିବେଶରେ ଏଭଳି ଘଟଣା ଛାତ୍ରଛାତ୍ରୀ ଓ ବୁଦ୍ଧିଜୀବୀ ମହଲରେ ଆଲୋଡନ ସୃଷ୍ଟି କରିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like