-+91-9937148622 |

prerana_bgr@rediffmail.com |

  Tuesday 14th July 2026 |

| | | |

R.N.I. Regd No. ODIODI/2010/46693

Breaking News

୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||     

HOME   ଜିଲ୍ଲା

ସ୍ଥାୟୀ ବସଷ୍ଟାଣ୍ଡ ନିର୍ମାଣ ସହ ବସ ଚଳାଚଳ ଦାବି

22-Apr-2021



ଟିଟିଲାଗଡ଼ (ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ର ଟିଟିଲାଗଡ଼ ସବ ଡିଭିଜନ ଆକାର ଓ ଆୟତନ ରେ ବିରାଟ ହୋଇଥିବା ତଥା ଭାରତର ସବୁ ସ୍ଥାନ କୁ ଯିବା ଆସିବା ସୁବିଧା ଥିବା ଟିଟିଲାଗଡ଼ ରେଳ ଜଙ୍କସନ ହୋଇଥିବା ଯୋଗୁଁ ସାଧାରଣ ଯାତାୟତ ନିମନ୍ତେ ନିର୍ଭର କରିଥାନ୍ତି । ହେଲେ ଏହି ଟିଟିଲାଗଡ଼ ରେ ଏକ ସ୍ଥାୟୀ ବସଷ୍ଟାଣ୍ଡ ନ ଥିବା ରୁ ସାଧାରଣ ଘୋର ଦୁର୍ଦ୍ଦଶା ର ଶିକାର ହେଉଛନ୍ତି । ପୂର୍ବରୁ ଥିବା ସରକାରୀ ବସଷ୍ଟାଣ୍ଡ ଏବେ ପରିତ୍ୟକ୍ତ ଅବସ୍ଥାରେ ପଡିରହିଥିବା ବେଳେ ସରକାରୀ ବସ ଚଳା, ଚଳ ନ କରିବା ଓ ଟିଟିଲାଗଡ଼ ରୁ ଭୁବନେଶ୍ୱର କୁ ଦୁଇଟି ସରକାରୀ ବସ ଚଳା, ଚଳ କରୁଥିବା ବେଳେ ତାହା ଦିର୍ଘ ଦିନ ରୁ ବନ୍ଦ ହୋଇଯାଇଛି । ଏବେ ଯାତ୍ରୀ ବଲାଙ୍ଗୀର କିମ୍ବା ପଡ଼ୋଶୀ ଜିଲ୍ଲା କଳାହାଣ୍ଡି ର କେସିଙ୍ଗା ଯାଇ ସେଠୁ ଯାତାୟତ କରିବାକୁ ବାଧ୍ୟ ହେଉଛନ୍ତି । ସେହିପରି ବଲାଙ୍ଗୀର ରୁ ଭୁବନେଶ୍ୱର ଇଣ୍ଟରସିଟି ଟ୍ରେନ କୁ ଟିଟିଲାଗଡ଼ ପର୍ଯ୍ୟନ୍ତ  ସମ୍ପ୍ରସାରଣ କରା ଯିବାକୁ ଦୀର୍ଘ ଦିନ ଧରି ଦାବୀ ହୋଇଆସୁଛି । ଅନେକ ସରକାରୀ ବସ ଭବାନୀପାଟଣା ରୁ ବେଲଗାଁ  ଦେଇ ଭୁବନେଶ୍ୱର ଯାଉଥିବା ବେଳେ ସେହି ବସ ଗୁଡ଼ିକ ଟିଟିଲାଗଡ଼ ଦେଇ ଗଲେ ଯାତ୍ରୀ ଉପକୃତ ହୋଇପାରିବେ ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଉଛି । ଏନେଇ ବିଭାଗୀୟ ଉଚ୍ଚ ପଦାଧିକାରୀ ସ୍ଥାୟୀ ସରକାରୀ ଓ ବେସରକାରୀ ବସଷ୍ଟାଣ୍ଡ ବ୍ୟବସ୍ଥା କରିବା ସହ ସିଧାସଳଖ ଭୁବନେଶ୍ୱର ନିମନ୍ତେ ବସ ଚଳା ଚଳ ନେଇ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ସାଧାରଣ ରେ ଦୃଢ଼ ଦାବୀ ପ୍ରକାଶ ପାଇଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026
  ଜିଲ୍ଲା  
ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   13-Jul-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026

You Might Also Like