-+91-9937148622 |

prerana_bgr@rediffmail.com |

  Tuesday 14th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||     

HOME   ରାଜ୍ୟ

ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ ଏକତ୍ର କାର୍ଯ୍ୟ କରିବାକୁ ଚାହୁଁଥିବା ବେଳେ ଓଡିଶା ବିଜେପି ନେତାମାନେ ଚାହୁଁ ନାହାନ୍ତି:ବିଜେଡି

22-Apr-2021



ଭୁବନେଶ୍ୱର : (ଶୁଭାଶିଷ ନାୟକ)ଭୟାବହ କରୋନା ମହାମାରୀର ମୁକାବିଲା ପାଇଁ ଓଡିଶାର ମୁଖ୍ୟମନ୍ତ୍ରୀ ଓ ଭାରତର ପ୍ରଧାନମନ୍ତ୍ରୀ ଏକତ୍ର ଭାବେ କାର୍ଯ୍ୟ କରିବାକୁ ଚାହୁଁଥିବାବେଳେ ଓଡିଶା ବିଜେପି ନେତାମାନେ କିନ୍ତୁ ଏହା ଚାହୁଁ ନାହାନ୍ତି । ରାଜ୍ୟ ବିଜେପି ନେତାମାନେ କରୋନାକୁ ନେଇ ହୀନ ରାଜନୀତି ଆରମ୍ଭ କରିଥିବା କହିଛନ୍ତି ବିଜେଡି ମୁଖପାତ୍ର ଶ୍ରୀମତୀ ସୁଲତା ଦେଓ । ବିଜେପି ପ୍ରେସ ବିଜ୍ଞପ୍ତିର ଜବାବ ଦେଇ ବିଜେଡି ମୁଖପାତ୍ର ଶ୍ରୀମତୀ ଦେଓ କହିଛନ୍ତି ବିଶ୍ୱ ମହାମାରୀ କରୋନାର ମୁକାବିଲା ପାଇଁ ରାଜ୍ୟ ଓ ଦେଶର ଦୁଇ ସର୍ବୋଚ୍ଚ ନେତା ଏକମତ ଥିବାବେଳେ ରାଜ୍ୟ ବିଜେପି ନେତାମାନେ କିନ୍ତୁ ଏହାକୁ ନେଇ ରାଜନୀତି କରିବା ସେମାନଙ୍କ ପ୍ରେସ ବିବୃତିରୁ ବାରିହୋଇ ପଡୁଛି ।
ଏଭଳି ମହାମାରୀ ସମୟରେ ସରକାରଙ୍କୁ ପରାମର୍ଶ ଦେବା ସହିତ କରୋନା ଲଢେଇରେ ସାମିଲ ହେବା ପରିବତ୍ତେ ସମାଲୋଚନା କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ । ରାଜ୍ୟ ବିଜେପି ନେତାମାନେ ସରକାରଙ୍କ ସମାଲୋଚନା ବଦଳରେ ଯଦି ଯୁକ୍ତିସଙ୍ଗତ ପରାମର୍ଶ ଓ ସମର୍ଥନର ହାତ ବଢେଇଥାନ୍ତେ ତେବେ ଓଡିଶାବାସୀ ଖୁସି ହୋଇଥାନ୍ତେ । ହେଲେ ତାହା ନକରି ନିଜର ରାଜନୈତିକ ଅସ୍ତିତ୍ୱ ଓ ଗଣମାଧ୍ୟମରେ ନିଜର ପ୍ରାସଙ୍ଗିକତା ରକ୍ଷା କରିବା ପାଇଁ କରୋନାକୁ ନେଇ ରାଜନୀତି ଆରମ୍ଭ କରିଦେଇଛନ୍ତି । ଓଡିଶାବାସୀ ରାଜ୍ୟ ବିଜେପି ନେତାମାନଙ୍କ ମନୋଭାବ ସଂକ୍ରାନ୍ତରେ ଭଲଭାବେ ଅବଗତ ଓ ସେମାନଙ୍କର ଏଭଳି ହୀନ ରାଜନୈତିକ ମନ୍ତବ୍ୟକୁ ଆଦୌ ଗ୍ରହଣ କରିବେ ନାହିଁ ବୋଲି ଶ୍ରୀମତୀ ଦେଓ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026
  ଜିଲ୍ଲା  
ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   13-Jul-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026

You Might Also Like