-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜୀବନଶୈଳୀ

କୋଟିଏରେ ଗୋଟିଏ ହୀରା: ରଶ୍ମିରାଣୀ ଦାସ

22-Apr-2021



ବଲାଙ୍ଗିର, (ପ୍ରେରଣା ଖବର ବ୍ୟୁରୋ) ତୁଳସୀ ଦୁଇ ପତ୍ରରୁ ବସିଲା ପରି ବାରି ହୋଇଯାଏ ଝିଅଟିର ପ୍ରରିଭା ।  ରୂପରେ ଯେପରି ଗୁଣରେ ସେପରି । ଚାଲିଚଳଣି ସବୁଥିରେ ନିଆରା ତାର ପ୍ରତିଟି ପଦକ୍ଷେପ । ସୁବର୍ଣ୍ଣପୁର ଜିଲ୍ଲା ଲୁପୁରସିଂହା ଗାଁର ସେଇ ଝିଅଟି । ପିତା ହେମନ୍ତ କୁମାର ଦାସ ଓ ମାତା ହେମ ଲତା ଦାସଙ୍କ କୋଳମଣ୍ଡଳ କରନ୍ତି ରଶ୍ମି ରାଣୀ ଦାସ ମାର୍ଚ୍ଚ ୪ତାରିଖ ୨୦୦୨ମସିହାରେ ଲୁପୁରସିଂହା ଗାଁରେ ।ବର୍ତ୍ତମାନ ସେ ପଞ୍ଚାୟତ ଡ଼ିଗ୍ରୀ କଲେଜ ଲୁପୁରସିଂହାରେ +୩ ଦ୍ବିତୀୟ ବର୍ଷ ଛାତ୍ରୀ।ପିତା ହେମନ୍ତ କୁମାର ଦାସ ଜଣେ ମନ୍ଦିର ପୂଜକ।ବାଲ୍ୟକାଲୁ ରଶ୍ମି ପିତାଙ୍କ ସହ ନିୟମିତ ମନ୍ଦିରକୁ ଯାଆନ୍ତି ପିତାଙ୍କ ପ୍ରତିଟି ଅଙ୍ଗ ଭାଙ୍ଗିକୁ ଅନୁସରଣ କରନ୍ତି ରଶ୍ମି ।ପିତାଙ୍କ ଉଚ୍ଚାରିତ ପ୍ରତିଟି ଶବ୍ଦକୁ ସେ ନିଖୁଣ ଭାବରେ ଗାଇଯାଉଥିଲେ।ଏବେ କିନ୍ତୁ ସେ ନିଜକୁ ପ୍ରତିଷ୍ଠିତ କରି ପାରିଛନ୍ତି ନିଜର ପ୍ରତିଭା ବଳରେ ।ତୁଳସୀ ରାମାୟଣ,ସୁନ୍ଦରା କାଣ୍ଡ, ଶିବ ପୁରାଣକୁ ସୁଲଳିତ କଣ୍ଠରେ ପ୍ରବଚନ ଦେବା ସହିତ ଭଜନ ପରିବେଷଣ କରି ଅଜସ୍ର ପ୍ରଶଂସା ସାଉଣ୍ଟି ପାରିଛନ୍ତି ରଶ୍ମି ତାଙ୍କର ପ୍ରିୟ ସ୍ରୋତା ଭକ୍ତ ମଣ୍ଡଳୀ ଠାରୁ।ଭଲ ପାଠ ପଢ଼ିବା ସହିତ ଗୁରୁଜନ ମାନଙ୍କ ପ୍ରିୟ ଭାଜନ ହେଇପାରିଛନ୍ତି ଆଉ ଅଗାଢ଼ ଆତ୍ମୀୟତାର ବନ୍ଧନରେ ବାନ୍ଧି ହୋଇ ପାରିଛନ୍ତି ସହ ପାଠୀନି ମାନଙ୍କ ମେଳରେ ।ଯେ କେହି ଦେଖିଲେ ରଶ୍ମି ରଶ୍ମି ରାଣୀଙ୍କ ରୂପ ଗୁଣରେ ମୁଗ୍ଧ ହୋଇ କିଛି ସମଜ ଭାବୁକ ପାଲଟି ଯିବ ଏଥିରେ ଟିକେ ବି ସନ୍ଦେହ ନାହିଁ  l ଈଶ୍ୱର କରନ୍ତୁ ରଶ୍ମି ତାଙ୍କ ପ୍ରତିଭା ବଳରେ ସମାଜରେ  ଆହୁରି  ଯଶ ଅର୍ଜନ କରନ୍ତୁ ଆଉ ସମାଜରେ ଆହୁରି ପ୍ରତିଷ୍ଟିତ ହୁଅନ୍ତୁ । ଆଜିର ଏଇ ଶୁଭ ଅବସରରେ ପ୍ରେରଣାର  ଏହି କାମନା


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like

                               
  ଜୀବନଶୈଳୀ  

ସାଇକେଲ ଏକ ପରିଚୟ