-+91-9937148622 |

prerana_bgr@rediffmail.com |

  Tuesday 14th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||     

HOME   ରାଜ୍ୟ

ଶସ୍ତାରେ ମୋବାଇଲ ରିଚାର୍ଜ ଲୋଭରେ ୩ ଲକ୍ଷ ଟଙ୍କାର ସାଇବର ଠକେଇର ଶିକାର

22-Apr-2021



ଭୁବନେଶ୍ୱର:(ଶୁଭାଶିଷ ନାୟକ) ପ୍ରତିଦିନ ସାଇବର ଠକେଇ ନେଇ ଅଭିଯୋଗ ଆସୁଛି । ପୁଲିସ ପକ୍ଷରୁ ଲୋକମାନଙ୍କୁ ଯେତେ ସଚେତନ କଲେ ମଧ୍ୟ ଅଜ୍ଞତାର ବଶବର୍ତ୍ତି ହୋଇ ଲୋକେ ଠକେଇର ଶିକାର ହେଉଛନ୍ତି । ବିଭିନ୍ନ ଉପାୟରେ ସାଇବର ଠକମାନେ ଠକେଇ କରୁଥିବା ଦେଖିବାକୁ ମିଳୁଛି । ଏହି କ୍ରମରେ ଆଜି ଶସ୍ତାରେ ମୋବାଇଲ ରିଚାର୍ଜ କରିବାକୁ  ଦୁଇ ଲକ୍ଷ ୯୨ ହଜାର ଟଙ୍କାର ଠକେଇର ଶୀକରର ହୋଇଛନ୍ତି ରାଜଧାନୀର  ରାମଚନ୍ଦ୍ର ପୁହାଣ ।  ଏନେଇ  ରାମଚନ୍ଦ୍ର  ବୁଧବାର ଡିସିପି ଅଫିସରେ ଥିବା ସାଇବର ସେଲରେ ଅଭିଯୋଗ କରିଛନ୍ତି । ଅଭିଯୋଗ ଆଧାରରେ ପୁଲିସ ଏକ ମାମଲା ରୁୁଜୁ କରି ତଦନ୍ତ ଆରମ୍ଭ କରିଛି ।
ସୂଚନା ମୁତାବକ, ନୟାପଲ୍ଲୀ ଅଞ୍ଚଳରେ ଏକ ଘରୋଇ କମ୍ପାନୀରେ କାର୍ଯ୍ୟ କରନ୍ତି ରାମଚନ୍ଦ୍ର ପୁହାଣ  । ବୁଧବାର ତାଙ୍କ ମୋବାଇଲକୁ  ଏକ ଅଜଣା ନମ୍ବରରୁ ଏକ କଲ ଆସିଥିଲା । ମାସକୁ ୩୯୯ ବଦଳରେ ବର୍ଷକ ପାଇଁ ୧୧୯୯ ଟଙ୍କା ପଇଠ କଲେ ତାଙ୍କ ଜିଓ ନମ୍ବରରେ ପ୍ରତିଦିନ ଦେଢ ଜିବି ଡାଟା ଓ ମାଗଣା କଲର ସୁବିଧା ମିଳିପାରିବ । ଉକ୍ତ ନମ୍ବରରୁ କଲ କରିଥିବା ବ୍ୟକ୍ତି ଜଣଙ୍କ ନିଜର ଜିଓର କଷ୍ଟମର କେୟାର ଅଫିସରୁ କଲ କରିଥିବା ନେଇ ନିଜର ପରିଚୟ ଦେଇଥିଲେ ।  ପରେ ରାମଚନ୍ଦ୍ର ଏହି ଲୋଭନୀୟ ସ୍କିମ ପ୍ରେମରେ ପଡିଯାଇଥିଲେ । ସାଇବର ଠକଙ୍କ କହିବା ଅନୁସାରେ ସେମାନେ ପଠାଇଥିବା ଏକ ଲିଙ୍କ୍ରେ ଲଗ ଇନ୍ କରିଥିଲେ । ପରେ ଠକଙ୍କୁ ନିଜର ଲଗଇନ୍ ଆଡି ଏବଂ ପାସୱାର୍ଡ ମଧ୍ୟ କହିଥିଲେ । ଏହାର କିଛଇ ସମୟ ପରେ ତାଙ୍କ ଏକାଉଣ୍ଟରୁ  ୨ଲକ୍ଷ ୯୨ ହଜାର ଟଙ୍କା ଗାଏବ ହୋଇଯାଇଥିଲା । ସେ ସଙ୍ଗେ ସଙ୍ଗେ ଉକ୍ତ ନମ୍ବରକୁ କଲ କରିôଥଲେ ମଧ୍ୟ ନମ୍ବରଟି ଲାଗି ନ ଥିଲା । ଫଳରେ ସେ ଠକେଇର ଶିକାର ହୋଇଥିବା ଜାଣିବାକୁ ପାଇଥିଲେ । ଏନେଇ ସେ ବ୍ୟଙ୍କ ସହ ଯୋଗଯୋଗ କରିଥିଲେ ମଧ୍ୟ କିଛି ଲାଭ ମିଳି ନ ଥିଲା । ଶେଷରେ ରାମଚନ୍ଦ୍ର ସାଇବର ସେଲରେ ଅଭିଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   14-Jul-2026
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026
  ଜିଲ୍ଲା  
ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   13-Jul-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026

You Might Also Like