-+91-9937148622 |

prerana_bgr@rediffmail.com |

  Tuesday 14th July 2026 |

| | | |

R.N.I. Regd No. ODIODI/2010/46693

Breaking News

ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||     

HOME   ଜିଲ୍ଲା

କରୋନାର ଦ୍ୱିତୀୟ ଲହର ଝଟକା..... ଲକ ଡାଉନ, ସଟ ଡାଉନ ଓ ନାଇଟ କର୍ଫ୍ୟୁ ପାଇଁ ତମାଖୁ ସହ ରାସନ ସାମଗ୍ରୀର ବ୍ୟାପକ କଳାବଜାରୀ

22-Apr-2021



କନ୍ଧମାଳ,(ପ୍ରେରଣା ଖବର ବ୍ୟୁରୋ): ସାରା ବିଶ୍ୱ କରୋନା ମହାମାରୀ କବଳରେ ରହିଥିବାବେଳେ ଏହା ପୁଣିଥରେ ଆମ ଦେଶରେ ଘାତକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆହୁରି ଅଧିକ ସଂକ୍ରାମକ ହୋଇଥିବାରୁ ପୂର୍ବାପେକ୍ଷା କଟକଣା ଅଧିକ ଶକ୍ତ କରାଯିବାର ଆବଶ୍ୟକତା ରହିଛି । ଏହାକୁ ଦୃଷ୍ଟିରେ ରଖି  ଦ୍ବିତୀୟ ଲହରରେ ପୁଣି ସଂକ୍ରମିତଙ୍କ ସଂଖ୍ୟା ଜିଲ୍ଲାରେ ବୃଦ୍ଧି ପାଉଥିବା ଫଳରେ ଓଡ଼ିଶାରେ ମଧ୍ୟ ଦିନକୁ ଦିନ କରୋନାର ପ୍ରଭାବ ବଢିଚାଲିଥିବା ବେଳେ ଦିନକୁ ଦିନ ପଜିଟିଭ ର ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି।କେନ୍ଦ୍ର ଓ  ରାଜ୍ୟର କେତେକ ସ୍ଥାନରେ ଲକ ଡାଉନ, ସଟ ଡାଉନ ଓ ନାଇଟ କର୍ଫ୍ୟୁ ପାଇଁ କନ୍ଧମାଳ ଜିଲ୍ଲାର ପ୍ରତ୍ୟେକ ଅଞ୍ଚଳରେ କେତେ ଜଣ କଳାବଜାରୀ ଖୁଚୁରା ବଜାରରେ ଅତ୍ୟାବଶ୍ୟକୀୟ ସାମଗ୍ରୀ କଳାବଜାର କରୁଥିବା ନଜରକୁ ପରିଲକ୍ଷିତ ହେଉଛି। କେତେକ ବେପାରୀ ଧାର୍ଯ୍ୟ ଦର ଠାରୁ ଅଧିକ ଟଙ୍କାରେ ସାମଗ୍ରୀ ବିକ୍ରି କରୁଥିବା ଅଭିଯୋଗ ହୋଇଛି। ଜିଲାପାଳ କହିଛନ୍ତି, କୌଣସି ବେପାରୀ ଅଧିକ ଦରରେ ସାମଗ୍ରୀ ବିକ୍ରି କଲେ, ଖାଉଟୀ ମାନେ ସମ୍ପୃକ୍ତ ଥାନା ଅଧିକାରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ଯୋଗାଣ ନୀରିକ୍ଷକ ଓ ଅଥବା ଏନ୍‌ଫୋର୍ସମେଣ୍ଟ ଅଫିସରଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ପ୍ରଶାସନ ପକ୍ଷରୁ କୁହାଯାଇଛି। ଵିଶେଷକରି ତମାଖୁ ଜାତୀୟ ଯେପରିକି ଗୁଟଖା, ଖଇନି, ନାଶ ଓ ସିଗାରେଟ ର ବହୁଳ ପରିମାଣରେ କଳାବଜାରୀ ଚାଲିଛି ନିର୍ଦ୍ଧିଷ୍ଟ ମୂଲ୍ୟ ଠାରୁ ବେଶ ଚଢା ଦରରେ ବା କଳାବଜାରୀ କରି ଖୋଲା ବଜାରରେ ବିକ୍ରି

ହେଉଥିବା ଦେଖିବାକୁ ମିଳିଛି। ଆଗକୁ ପୁଣି ସପ୍ତାହନ୍ତ ସଟ ଡାଉନ ରହିଛି ଯାହା ଫଳରେ କି ଅନ୍ୟ ସାମଗ୍ରୀ ଯେପରିକି ରାସନ, ପନିପରିବା ,ଖାଉଟି ତେଲ ମଧ୍ୟ  କଳାବଜାରୀ ବଢିବାର ଅନେକ ପରିମାଣର ସମ୍ଭାବନା ରହିଛି l ତେଣୁ ଆଗକୁ ଖାଉଟି ଯେପରି ଏହି ପରିଣାମ ନ ଭୋଗନ୍ତୁ ତେଣୁ ସମସ୍ତ ସରକାରୀ ଅଧିକାରୀ ମାନେ ଏହା ଉପରେ ଦୃଷ୍ଟି ଦେଇ କଳାବଜାରୀ କରୁଥିବା ଲୋକଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବୁଦ୍ଧିଜୀବି ମହଲରୁ ଦାବୀ  ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   14-Jul-2026
  ଜିଲ୍ଲା  
ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   14-Jul-2026
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026
  ଜିଲ୍ଲା  
ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   13-Jul-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   13-Jul-2026

You Might Also Like