-+91-9937148622 |

prerana_bgr@rediffmail.com |

  Tuesday 14th July 2026 |

| | | |

R.N.I. Regd No. ODIODI/2010/46693

Breaking News

ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   (14-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର    (14-Jul-2026)       ||      ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ    (14-Jul-2026)       ||      ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   (14-Jul-2026)       ||      ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   (14-Jul-2026)       ||      ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||     

HOME   ଜିଲ୍ଲା

କରୋନା ମହାମାରୀ ପରିଚାଳନା ସମୀକ୍ଷା ବୈଠକ ଅନୁଷ୍ଠିତ

22-Apr-2021



ପୁରୀ - ସମୀର ରଞ୍ଜନ ନାୟକ) - ଜିଲ୍ଲାରେ କୋଭିଡ-୧୯ ପରିଚାଳନା  ଏବଂ ମୁକାବିଲା ପ୍ରସ୍ତୁତି ସଂପର୍କରେ ଏକ ସମୀକ୍ଷା ବୈଠକ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ସଞ୍ଜୟ ଦାସବର୍ମାଙ୍କ ଅଧ୍ୟକ୍ଷତାରେ ଆଜି ଅପରାହ୍ନରେ ଅନୁଷ୍ଠିତ ହୋଇଛି ।

ଉକ୍ତ ବୈଠକରେ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା ଜିଲ୍ଲାରେ କୋଭିଡ ମହାମାରୀର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ସଂପର୍କରେ ଉପସ୍ଥାପନ କରିଥିଲେ । ଜିଲ୍ଲାରେ ବର୍ତ୍ତମାନ ୧.୭୬ ଲକ୍ଷ ଲୋକ ଟିକାକରଣରେ ସାମିଲ ହୋଇସାରିଛନ୍ତି । ଜିଲ୍ଲାରେ ୫ଟି ତଥା ପୁରୀରେ ୨ଟି, ନିମାପଡା, କୋଣାର୍କ, ବ୍ରହ୍ମଗିରିରେ ପ୍ରତ୍ୟେକ ଗୋଟିଏ କୋଭିଡ କେୟାର ସେଣ୍ଟରେ ପ୍ରାୟ ପାଞ୍ଚ ଶହ ଶଯ୍ୟା ପ୍ରସ୍ତୁତ ରହିଛି । ପ୍ରବାସୀ ଶ୍ରମିକ ଓ କୁମ୍ଭମେଳା ଫେରନ୍ତାଙ୍କ ପ୍ରତି ପ୍ରଶାସନ ନଜର ରଖିଛି । ପ୍ରତ୍ୟେକ ବ୍ଲକର PHC ଓ CHCରେ ୨ଟି ଲେଖାଏଁ ଆମ୍ବୁଲାନ୍ସ ପ୍ରସ୍ତୁତ ରହିଛି ।  ସଂକ୍ରମଣକୁ ଯଥାସମ୍ଭବ ନିୟନ୍ତ୍ରଣ କରିବା ପାଇଁ ପ୍ରଶାସନ ସଂପୂର୍ଣ୍ଣ ଭାବେ ସଜାଗ ଥିବା ଜିଲ୍ଲାପାଳ କହିଛନ୍ତି । ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ଦାସବର୍ମା କୋଭିଡ ପରିଚାଳନା ସହ ସଂପୃକ୍ତ ଥିବା ଜିଲ୍ଲାର ସ୍ବାସ୍ଥ୍ୟ, ପଞ୍ଚାୟତରାଜ, ଶ୍ରମ, ପରିବହନ ବିଭାଗ ଓ ପୋଲିସ ପ୍ରଶାସନ ସହ ସମନ୍ବୟ ରଖିବା ପାଇଁ ଏକ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ କାର୍ଯ୍ୟକ୍ଷମ କରିବା ପାଇଁ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଛନ୍ତି । କୋଭିଡ ପରୀକ୍ଷା ଓ ଚିହ୍ନଟ ପ୍ରକ୍ରିୟା ତ୍ବରାନ୍ବିତ କରିବା, ସଙ୍ଗରୋଧ ବ୍ୟବସ୍ଥା ଏବଂ ଆବଶ୍ୟକୀୟ ଚିକିତ୍ସା ପାଇଁ ଜିଲ୍ଲାରେ ଥିବା କୋଭିଡ କେୟାର ସେଣ୍ଟର କିମ୍ବା ଭୁବନେଶ୍ବରସ୍ଥିତ କୋଭିଡ ରେଫରାଲ ହସପିଟାଲ ସହ ସମନ୍ବୟ ରକ୍ଷା କରିବା ଉପରେ ଶ୍ରୀ ଦାସବର୍ମା ଗୁରୁତ୍ବ ଦେଇଛନ୍ତି । ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ପାଖେଇ ଆସୁଥିବାରୁ ଏବଂ ପୁରୀ ଏକ ଧାର୍ମିକ ଓ ଐତିହ୍ଯ ସଂପର୍ଣ୍ଣ ଆନ୍ତର୍ଜାତିକ ସହର ହୋଇଥିବାରୁ ଜିଲ୍ଲାର ପ୍ରବେଶ ପଥ ପିପିଲି, ଚାରିଛକ, ଅସ୍ତରଙ୍ଗ, ପ୍ରୟାଗି, ପୁରୀ ରେଳ ଷ୍ଟେସନ ଓ ବସଷ୍ଟାଣ୍ତ ଉପରେ ସତର୍କ ନଜର ସହ ଯାଞ୍ଚ ବ୍ୟବସ୍ଥାକୁ କଡାକଡି କରିବା ଉପରେ ଶ୍ରୀ ଦାସବର୍ମା ଗୁରୁତ୍ବ ଦେଇଛନ୍ତି । କୃଷ୍ଣପ୍ରସାଦ ବ୍ଲକର ଚିଲିକା ମଧ୍ୟରେ ଥିବା ୧୪ଟି ପଞ୍ଚାୟତରେ କୋଭିଡ ନିୟନ୍ତ୍ରଣ ଓ ପରିଚାଳନା ନିମନ୍ତେ ସ୍ବତନ୍ତ୍ର ଭାବେ ଏକ କୋଭିଡ କେୟାର ସେଣ୍ଟର ଆରମ୍ଭ କରିବା ସହ କୃଷ୍ଣପ୍ରସାଦର ଚିଲିକା ନୂଆପଡା CHCକୁ ଏକ ସମର୍ପିତ ଆମ୍ବୁଲାନ୍ସ ଯୋଗାଇ ଦେବାକୁ ଆବଶ୍ଯକୀୟ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ଶ୍ରୀ ଦାସବର୍ମା ପରାମର୍ଶ ଦେଇଛନ୍ତି । ଗତବର୍ଷ କୋଭିଡ ପରିଚାଳନା ନିମନ୍ତେ ପଞ୍ଚାୟତ ସ୍ତରରେ ପ୍ରତିଷ୍ଠିତ ହୋଇଥିବା TMC ସେଣ୍ଟର ଗୁଡିକ ବର୍ତ୍ତମାନର ଯେ କୌଣସି ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ନିମନ୍ତେ ପ୍ରସ୍ତୁତ ରଖିବା ପାଇଁ ସେ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଛନ୍ତି । 
ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିନୟ କୁମାର ଦାଶ,  ପିଡି ଡିଆରଡିଏ ଶ୍ରୀ ନିତିରଞ୍ଜନ ସେନ, ସିଡିଏମଓ ଡଃ ସୁଜାତା ମିଶ୍ର ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   14-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର   14-Jul-2026
  ଜିଲ୍ଲା  
ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ   14-Jul-2026
  ଜିଲ୍ଲା  
ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   14-Jul-2026
  ଜିଲ୍ଲା  
ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   14-Jul-2026
  ଜିଲ୍ଲା  
ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   14-Jul-2026
  ଜିଲ୍ଲା  
ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   14-Jul-2026
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026

You Might Also Like