-+91-9937148622 |

prerana_bgr@rediffmail.com |

  Wednesday 15th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   (14-Jul-2026)       ||      ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   (14-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର    (14-Jul-2026)       ||      ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ    (14-Jul-2026)       ||      ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   (14-Jul-2026)       ||      ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   (14-Jul-2026)       ||      ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||     

HOME   ରାଜ୍ୟ

କୋଭିଡ୍ ଔଷଧ କଳାବଜାରୀ: ଫ୍ଲାଇଂ ସ୍କ୍ୱାଡ଼ର ରାଜ୍ୟବ୍ୟାପୀ ଚଢ଼ାଉ*

23-Apr-2021



ଭୁବନେଶ୍ୱର: (ଶୁଭାଶିଷ ନାୟକ)କରୋନା ଔଷଧ କଳାବଜାରୀ ଓ ଉପକରଣ ଗଚ୍ଛିତକୁ ରୋକିବା ପାଇଁ ରାଜ୍ୟପୁଲିସର ଫ୍ଲାଇଂସ୍କ୍ୱାର୍ଡ ପକ୍ଷରୁ ଜୋର୍ଦାର ଚଢ଼ାଉ  କରାଯାଇଛି । ବୁଧବାର ଫ୍ଲାଇଂସ୍କ୍ୱାଡ୍ର ଏକ ମିଳିତ ଟିମ୍ ଟ୍ୱିନ୍ସିଟି ଭୁବନେଶ୍ୱର- କଟକ ସମେତ ବାରିପଦାର ୪ଟି ଔଷଧ ଡିପୋରେ ଚଢ଼ାଉ କରିଛନ୍ତି । ସେହିପରି ପୁରୀ, ଯାଜପୁର, ଅନୁଗୁଳ ଏବଂ ରାଜ୍ୟର ଅନ୍ୟ ଜିଲ୍ଲା ଗୁଡ଼ିକରେ ସ୍ଥାନୀୟ ଫ୍ଲାଇଂସ୍କ୍ୱାର୍ଡ ପକ୍ଷରୁ ଚଢ଼ାଉ ହୋଇଛି ।
ଏଥିସହିତ ମୟୁରଭଞ୍ଜ ଜିଲ୍ଲାର ବାରିପଦା, କଟକ ପୁରୁଣା କଲେଜ ଲେନ୍ରେ ଥିବା ଡ୍ରଗ୍ସ ଫାର୍ମ, ଏବଂ ଭୁବନେଶ୍ୱରର ଦୁଇଟି ହସ୍ପିଟାଲରେ ଚଢାଉ କରାଯାଇଛି । ଡିପୋରେ ଥିବା ସମସ୍ତ ରେକର୍ଡକୁ ଅନୁଧ୍ୟାନ କରିବା ସହ ବିଭିନ୍ନ ହସ୍ପିଟାଲ ଏବଂ ଅନ୍ୟାନ୍ୟ ସଂସ୍ଥାକୁ ବଣ୍ଟନ କରାଯାଉଥିବା ଔଷଧ ଏବଂ ଷ୍ଟକ୍ ଏଣ୍ଟ୍ରି ସମ୍ପର୍କରେ ସ୍କ୍ୱାଡ୍ ଯାଞ୍ଚ କରିଛନ୍ତି । ଏହାସହ କୋଭିଡ୍-୧୯ ଔଷଧ ବଣ୍ଟନ ବ୍ୟବସ୍ଥା, ଔଷଧ ବିତରକ ଏବଂ ମେଡ଼ିକାଲ ଡିପୋର ସମସ୍ତ ତଥ୍ୟ ସଂକ୍ରାନ୍ତରେ ପ୍ରତିଦିନ ଅପ୍ଡେଟ୍ କରିବାକୁ ନିଦେ୍ର୍ଧଶ ଦିଆଯାଇଛି । ଏହି ଟିମ୍ରେ ଡ୍ରଗ୍ସ ଇନ୍ସପେକ୍ଟର, ସ୍ପେଶାଲ ଟାସ୍କ ଫୋର୍ସ, କ୍ରାଇମବ୍ରାଞ୍ଚର ଅଧିକାରୀ ଏବଂ ସ୍ଥାନୀୟ ପୁଲିସ ସାମିଲ ରହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   14-Jul-2026
ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   14-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର   14-Jul-2026
  ଜିଲ୍ଲା  
ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ   14-Jul-2026
  ଜିଲ୍ଲା  
ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   14-Jul-2026
  ଜିଲ୍ଲା  
ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   14-Jul-2026
  ଜିଲ୍ଲା  
ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   14-Jul-2026
  ଜିଲ୍ଲା  
ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   14-Jul-2026
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026

You Might Also Like