-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ଦେଓଗାଁ ବ୍ଲକରେ ଅତ୍ୟାଧୁନିକ ସିଏଚସି କୋଠା ନିର୍ମାଣ ଦାବି କଲେ ବ୍ଲକ ଅଧ୍ୟକ୍ଷା

23-Apr-2021



ବଲାଙ୍ଗୀର,(ପ୍ରେରଣା ଖବର)-ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଠାରେ ଏକ ଅତ୍ୟାଧୁନିକ ନୂତନ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର (ସିଏଚସି)  କୋଠା ଗୃହ ନିର୍ମାଣ କରିବା ପାଇଁ ଦେଓଗାଁ ବ୍ଲକ ଅଧ୍ୟକ୍ଷା ରୀନା ମେହେର ଦାବି କରିଛନ୍ତି । ଏ ନେଇ ସେ ବିଧିବଦ୍ଧ ଭାବରେ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାଶଙ୍କୁ ଏକ ପତ୍ର ଲେଖିଛନ୍ତି । ସେ ଲେଖିଥିବା ପତ୍ରରେ ଉଲ୍ଲେ୍‌ଖ କରିଛନ୍ତି ଯେ , ୧୯୬୭ ମସିହାରେ ଦେଓଗାଁ ବ୍ଲକ ସିଏଚସି କୋଠା ନିର୍ମାଣ ହୋଇଥିଲା । କୋଠା ନିର୍ମାଣ ହେବାର ଦୀର୍ଘ ବର୍ଷ ବିତି ଯାଇଥିଲେ ମଧ୍ୟ ଏହାର ମରାମତି ତଥା ଉନ୍ନତିକରଣ ପାଇଁ କୌଣସି ପଦକ୍ଷେପ ନିଆଯାଇ ନାହିଁ । ଫଳରେ ବର୍ତ୍ତମାନ କୋଠାର ଅବସ୍ଥା ଅତ୍ୟନ୍ତ ଶୋଚନୀୟ ହୋଇ ପଡିଛି । ଯେ କୌଣସି ସମୟରେ ଏହି କୋଠା ଭୁଷୁଡି ପଡିବାର ସମ୍ଭାବନା ରହିଛି । ନିକଟ ଅତୀତରେ କୋଠାର ମରାମତି ପାଇଁ ଗ୍ରାମ୍ୟ ଉନ୍ନୟନ ବିଭାଗ ତରଫରୁ ମଧ୍ୟ କୌଣସି ପ୍ରକାର ପଦକ୍ଷେପ ନିଆଯାଇ ନାହିଁ । ବର୍ତ୍ତମାନ କୋଠାର ଅବସ୍ଥା ଯାହା ମରାମତି ଦ୍ୱାରା ମଧ୍ୟ ଏହାକୁ ରକ୍ଷା କରାଯାଇ ପାରିବ ନାହିଁ । ସ୍ୱାସ୍ଥ୍ୟ ସେବା ପାଇଁ ଦେଓଗାଁ ବ୍ଲକର ପ୍ରାୟ ୯୭ ହଜାର ଲୋକ ଏହି ସିଏଚସି ଉପରେ ନିର୍ଭରଶୀଳ । ଏହା ସହିତ ସଇଁନ୍ତଲା , ଗୁଡଭେଲା ଓ ବଲାଙ୍ଗୀର ବ୍ଲକର ଲୋକମାନେ ମଧ୍ୟ ଏହି ସିଏଚସି ଉପରେ ନିର୍ଭରଶୀଳ । ସବୁଠାରୁ ଉଲ୍ଲେଖନୀୟ ଘଟଣା ହେଲା ଯେ , ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଓ ଡାକ୍ତରଖାନା ର ଏକ ଗ୍ରାମାଂଚଳ ପ୍ରଶିକ୍ଷଣ କେନ୍ଦ୍ର ଏହି ସିଏଚସି ନିକଟରେ ଅବସ୍ଥିତ । ଭୀମଭୋଇ ମେଡିକାଲ କଲେଜର ହାଉସ ସର୍ଜନ ଡାକ୍ତରମାନେ ଏହି ସିଏଚସିରେ ପ୍ରାକ୍ଟିକାଲ ପ୍ରଶିକ୍ଷଣ କରିବେ । ସେହି ଦୃଷ୍ଟିକୋଣରୁ ଦେଖିଲେ ଦେଓଗାଁ ସିଏଚସି ବ୍ଲକ ତଥା ଜିଲ୍ଲାରେ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗ୍ରହଣ କରୁଛି । ତେଣୁ ଜନସାଧାରଣଙ୍କ ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ଦେଓଗାଁ ବ୍ଲକରେ ଏକ ଅତ୍ୟାଧୁନିକ ସିଏଚସି କୋଠା ନିର୍ମାଣ ପାଇଁ ପଦକ୍ଷେପ ନିଆଯାଉ ବୋଲି ଶ୍ରୀମତୀ ମେହେର ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ଦାଶଙ୍କୁ ନିବେଦନ କରିଛନ୍ତି । 


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like