-+91-9937148622 |

prerana_bgr@rediffmail.com |

  Wednesday 15th July 2026 |

| | | |

R.N.I. Regd No. ODIODI/2010/46693

Breaking News

*କୁକୁଡ଼ା ଗାଲିରେ ଚଢ଼ଉ..୧୦ ବାଇକ୍ ଜବତ, ୬ ଗିରଫ*   (15-Jul-2026)       ||      ଜଗନ୍ନାଥଙ୍କ ନେତ୍ରୋସବ ଓ ନବଜୀବନ ଦର୍ଶନ   (15-Jul-2026)       ||      ୨୦୨୩ ବ୍ୟାଚ ଓଏଏସ୍ ପ୍ରଶିକ୍ଷାର୍ଥୀଙ୍କ ସହିତ ଭାବ ବିନିମୟ କଲେ ରାଜ୍ୟପାଳ♦️କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କଲ୍ୟାଣକାରୀ ଯୋଜନାଗୁଡ଼ିକ ସମ୍ପର୍କରେ ଜ୍ଞାନ ହାସଲ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (15-Jul-2026)       ||      ସଇଁତଲା ବ୍ଲକସ୍ତରୀୟ ଖେଳ କୁଦ, କାର୍ଯ୍ୟକାରୀ କମିଟିର ବୈଠକ    (15-Jul-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ପାଳିତ ହେଲା ନେତ୍ର ଉତ୍ସବ*   (15-Jul-2026)       ||      କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘର ୪୧ତମ ବାର୍ଷିକ ଉତ୍ସବ ଓ ରାଜ୍ୟ ସ୍ତରୀୟ ସାମ୍ବାଦିକ ସମାବେଶ   (15-Jul-2026)       ||      ଅତ୍ୟାଧୁନିକ ବିଶ୍ବନାଥ ପଣ୍ଡିତ ପାଠାଗାର ଲୋକାର୍ପିତ   (15-Jul-2026)       ||      ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   (14-Jul-2026)       ||      ନାଗରିକ କମିଟିକୁ ରାଜନୀତିର ଉର୍ଦ୍ଧ୍ୱ ରେ ରଖାଯାଉ   (14-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର    (14-Jul-2026)       ||      ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ    (14-Jul-2026)       ||      ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   (14-Jul-2026)       ||      ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   (14-Jul-2026)       ||      ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||     

HOME   ଜିଲ୍ଲା

ଲସ୍ତଲା ସରପଂଚଙ୍କୁ ଅସିଦ୍ଧ ଘୋଷଣା,  ନାଏବ ସରପଂଚଙ୍କ ଦାୟିତ୍ୱ ଗ୍ରହଣ

23-Apr-2021



 ଉଲୁଣ୍ଡା(ଗୌର ଚନ୍ଦ୍ର ପରିଛା) ଉଲୁଣ୍ଡା ବ୍ଲକ ଲସ୍ତଲା  ସରପଂଚଙ୍କୁ ଜିଲ୍ଲାପାଳ ଅସିଦ୍ଧ ଘୋଷଣା କଲାପରେ ମଙ୍ଗଳବାର ନାଏବ ସରପଂଚ  ତ୍ରୀପୁରାରୀ ମେହେର ନୂତନ ସରପଂଚ ଭାବରେ ଦାଇତ୍ୱ ଗ୍ରହଣ କରିଛନ୍ତି । ପ୍ରକାଶ ଯେ  ଦୁଇରୁ ଅଧିକ ସନ୍ତାନ ଥିବାରୁ ଲସ୍ତଲା ସରପଂଚ ଦୀପାଞ୍ଜଲୀ ସେଠୀଙ୍କୁ ସୁବର୍ଣ୍ଣପୁର ଜିଲ୍ଲାପାଲ ଅସିଦ୍ଧ ଘୋଷଣା କରିଥିଲେ । ଏନେଇ ଜିଲ୍ଲାପାଲଙ୍କ କାର୍ଯ୍ୟାଳୟରୁ ପତ୍ର ସଂଖ୍ୟା ୨୬୨/୧୬.୪.୨୧ ପ୍ରକାଶ ପାଇଥିଲା । ତେବେ ମଙ୍ଗଲବାର  ବିଡିଓ ହେମସାଗର ଭୋଇଙ୍କ ଉପସ୍ଥିତିରେ ଜିପିଇଓ  ଦିନବନ୍ଧୁ ମଲ୍ଲ୍‌ିକ ନାଏବ ସରପଂଚ ତ୍ରୀପୁରାରୀ ମେହେରଙ୍କୁ ଦାଇତ୍ୱ ଅର୍ପଣ କରିଥିଲେ । ଦାଇତ୍ୱ ଅର୍ପଣ ବେଲେ ଗ୍ରାମର କିଛି ଲୋକଙ୍କ ସମେତ ସମିତିସଭ୍ୟ ଉପସ୍ଥିତ ଥିଲେ । ଏନେଇ ଆଜି ପଂଚାୟତ ସମିତି କାର୍ଯ୍ୟାଳୟରୁ ପତ୍ର ସଂଖ୍ୟା ୯୭୦/୨୦.୪.୨୧ ପ୍ରକାଶ ପାଇଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
*କୁକୁଡ଼ା ଗାଲିରେ ଚଢ଼ଉ..୧୦ ବାଇକ୍ ଜବତ, ୬ ଗିରଫ*   15-Jul-2026
  ଜିଲ୍ଲା  
ଜଗନ୍ନାଥଙ୍କ ନେତ୍ରୋସବ ଓ ନବଜୀବନ ଦର୍ଶନ   15-Jul-2026
  ଜିଲ୍ଲା  
୨୦୨୩ ବ୍ୟାଚ ଓଏଏସ୍ ପ୍ରଶିକ୍ଷାର୍ଥୀଙ୍କ ସହିତ ଭାବ ବିନିମୟ କଲେ ରାଜ୍ୟପାଳ♦️କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କଲ୍ୟାଣକାରୀ ଯୋଜନାଗୁଡ଼ିକ ସମ୍ପର୍କରେ ଜ୍ଞାନ ହାସଲ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   15-Jul-2026
  ଜିଲ୍ଲା  
ସଇଁତଲା ବ୍ଲକସ୍ତରୀୟ ଖେଳ କୁଦ, କାର୍ଯ୍ୟକାରୀ କମିଟିର ବୈଠକ   15-Jul-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ପାଳିତ ହେଲା ନେତ୍ର ଉତ୍ସବ*   15-Jul-2026
  ଜିଲ୍ଲା  
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘର ୪୧ତମ ବାର୍ଷିକ ଉତ୍ସବ ଓ ରାଜ୍ୟ ସ୍ତରୀୟ ସାମ୍ବାଦିକ ସମାବେଶ   15-Jul-2026
  ଜିଲ୍ଲା  
ଅତ୍ୟାଧୁନିକ ବିଶ୍ବନାଥ ପଣ୍ଡିତ ପାଠାଗାର ଲୋକାର୍ପିତ   15-Jul-2026
  ଜିଲ୍ଲା  
ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   14-Jul-2026
  ଜିଲ୍ଲା  
ନାଗରିକ କମିଟିକୁ ରାଜନୀତିର ଉର୍ଦ୍ଧ୍ୱ ରେ ରଖାଯାଉ   14-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର   14-Jul-2026
  ଜିଲ୍ଲା  
ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ   14-Jul-2026
  ଜିଲ୍ଲା  
ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   14-Jul-2026

You Might Also Like