-+91-9937148622 |

prerana_bgr@rediffmail.com |

  Tuesday 12th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼: ବଣିକ ସଂଘର ନିର୍ବାଚନ ଅନୁଷ୍ଠିତ    (12-May-2026)       ||      ଓଡ଼ିଆରେ ସରକାରୀ କାର୍ଯ୍ୟ ପାଇଁ ସୁବର୍ଣ୍ଣପୁରରେ ପ୍ରଶିକ୍ଷଣ ଶିବିର   (12-May-2026)       ||      *ଗୃହ ଗଣନା ରେ "ରେଡିଓ" ଶିକ୍ଷକ ମାନଙ୍କୁ ଆଶ୍ଚର୍ଯ୍ୟ କରିଛି ଓ ମୋ ବାପା ଙ୍କ ସ୍ମୃତି କୁ ଉଜ୍ଜୀବିତ କରିଛି*-   (12-May-2026)       ||      କଟକରେ ବୁଲିଲା ଖଣ୍ଡା, ୩ ଗୁରୁତର   (12-May-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ଯୁବମୋର୍ଚ୍ଚା ସଭାପତି ଚୟନ   (12-May-2026)       ||      ତିନି ଘରିଆ ନୂଆସାହି ରାସ୍ତା ଖାଲଖମା ଯାତାୟତ ବାଧାପ୍ରାପ୍ତ   (12-May-2026)       ||      ପୁଣି ଅଦିନିଆ ରଥଯାତ୍ରା। ଇସକନ ପକ୍ଷରୁ କରାଯାଇଛି ଏହି ରଥଯାତ୍ରା। ଦକ୍ଷିଣ ଆଫ୍ରିକା ଡର୍ବାନ ସହରରେ   (12-May-2026)       ||      ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ   (12-May-2026)       ||      ରାଜ୍ୟରେ ପେଟ୍ରୋଲ-ଡିଜେଲ ଅଭାବ ନାହିଁ: ଯୋଗାଣ ମନ୍ତ୍ରୀ   (12-May-2026)       ||      କାକଟପୁର ମା ମଙ୍ଗଳା ପୀଠରେ ଚନ୍ଦନ ଯାତ୍ରା ପାଳିତ♦️ ପ୍ରାଚୀ ନଦୀରେ ଚାପ ଖେଳିଲେ ରାଧାକୃଷ୍ଣ ଭାବବିହ୍ଵଳ ଶ୍ରଦ୍ଧାଳୁ   (12-May-2026)       ||      ମହାନ୍ ବିପ୍ଳବୀ ଶହୀଦ ମାଧୋ ସିଂ ଙ୍କ ଜୀବନୀ ସମ୍ବନ୍ଧରେ ପାଠ୍ୟ ପୁସ୍ତକରେ ଭୁଲ ତଥ୍ୟର ପ୍ରତିବାଦ କଲା ବିଜେଡି    (12-May-2026)       ||      ଇଚ୍ଛା ମୃତ୍ୟ ଆବେଦନକାରୀ ଚାଷୀ ରୋହିତ ଭୋଇ ଙ୍କୁ ଭେଟିଲେ ବିଜେଡି ନେତ୍ରୁ ମଣ୍ଡଳୀ    (12-May-2026)       ||      ଚୋରାଚାଲାଣ ବେଳେ ଗଞ୍ଜେଇ ସହ ଅଟୋ ଜବତ   (12-May-2026)       ||      ଡହଡହ ଖରାରେ ଜୀବନକୁ ବାଜିଲଗାଇ ଛଅତାଲା କୋଠା ଭାଙ୍ଗୁଛନ୍ତି ଶ୍ରମିକ   (12-May-2026)       ||      ନଅଗାଁ (କ) ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର   (12-May-2026)       ||      ବାର୍ଷିକ ଉତ୍ସବ ଅବସରରେ ସାମୂହିକ ପ୍ରତିଭା ସମ୍ମାନ ପ୍ରଦାନ   (11-May-2026)       ||      ସକାଳ ୯ଟା ପୂର୍ବରୁ ‘ବ୍ରିଫିଂ ପ୍ୟାରେଡ୍’ କରିବାକୁ ବାଧ୍ୟତାମୂଳକ   (11-May-2026)       ||      ରାଜ୍ ପୋଲି କ୍ଲିନିକ ରେ ମାଗଣା କମ୍ପୁଟର ଚକ୍ଷୁ ପରୀକ୍ଷା ଅନୁଷ୍ଠିତ    (11-May-2026)       ||      ବିପୁଳ ପରିମାଣର ଗଞ୍ଜେଇ ଜବତ ଓ ୪ ଗିରଫ।   (11-May-2026)       ||      ନିଆଳି ବିଧାୟକ କଟକ ଜିଲ୍ଲା ଯୋଜନା ବୋର୍ଡ ଅଧକ୍ଷ   (11-May-2026)       ||     

HOME   ଜିଲ୍ଲା

ଶୁଣ୍ଢିମୁଣ୍ଢା ଛକରେ ୨ ବାଇକ ମୁହାଁମୁହିଁ ଧକ୍କା, ୨ ଯୁବକ ମୃତ ଓ ଜଣେ ମାଆ ଗୁରୁତର: ଅଞ୍ଚଳରେ ଶୋକର ଛାୟା।

23-Apr-2021



ରେଢ଼ାଖୋଲ ( ଅନିଲ କୁମାର ପୃଷ୍ଟି ) ରେଢାଖୋଲ୨୩.୦୪  ରାଞ୍ଚି- ବିଜୟୱାଡା ଜାତୀୟ ରାଜପଥ ତଥା ରେଢାଖୋଲ- ବୌଦ୍ଧ ରାସ୍ତାର ସମ୍ବଲପୁର ଜିଲ୍ଲା ରେଢାଖୋଲ ଥାନା ଅନ୍ତର୍ଗତ ରେଢାଖୋଲ ସହର ଉପକଣ୍ଠ ଶୁଣ୍ଢିମୁଣ୍ଡା ଗ୍ରାମ ଛକ ନିକଟରେ ଶୁକ୍ରବାର ଅପରାହ୍ନ ପ୍ରାୟ ସାଢ଼େ ୪ ଟା ବେଳେ ୨ ବାଇକ ମୁହାଁମୁହିଁ ଧକ୍କା ହେବାରୁ ୨ ଜଣ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକମାନେ ହେଲେ ରେଢାଖୋଲ ଥାନା ବଡବାହଳ ପଞ୍ଚାୟତ ଅନ୍ତର୍ଗତ ବଡ଼କୁଡ଼ା ଗ୍ରାମର ସରତ ବେହେରା(୨୫) ଓ ଅନୁଗୋଳ ଜିଲ୍ଲା କିଆକଟା ଧୁଳୀଆପଡ଼ା  ଗ୍ରାମର ଅଶୋକ ବିଶ୍ୱାଳ(୩୫)। ସେହିପରି ଏହି ଦୁର୍ଘଟଣାରେ ମୃତ ଅଶୋକଙ୍କ ମାଆ ବିଳାସିନୀ ବିଶ୍ୱାଳ(୫୭) ଗୁରୁତର ଆହତ ହୋଇଛନ୍ତି।
ପ୍ରକାଶ  ଥାଉକି,  ରେଢାଖୋଲ ସହର ଉପକଣ୍ଠ ଶୁଣ୍ଢିମୁଣ୍ଡା ଗ୍ରାମ ନିକଟରେ ଶୁକ୍ରବାର ଅପରାହ୍ନ ପ୍ରାୟ ସାଢ଼େ ୪ଟା ବେଳେ ରେଢାଖୋଲରୁ ବୌଦ୍ଧ ଅଭିମୁଖେ ଯାଉଥିବା ଓଡ଼ି ୧୫କେ ୨୪୧୩  ନମ୍ବର ବିଶିଷ୍ଟ ବାଇକ ଓ ବିପରୀତ ଦିଗ କିଆକଟାରୁ ରେଢାଖୋଲ ଅଭିମୁଖେ ଆସୁଥିବା ଓଡ଼ି ୧୫ ପି ୦୮୧୨ ନମ୍ବର ବିଶିଷ୍ଟ ବାଇକ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣା ସ୍ଥଳରେ ଅନୁଗୋଳ ଜିଲ୍ଲା କିଆକଟା ଥାନା ଅନ୍ତର୍ଗତ ଧୂଳିଆପଡା ଗ୍ରାମର ଅଶୋକ ବିଶ୍ୱାଳଙ୍କ  ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିଲା। ସେହିପରି ଅନ୍ୟ ଯୁବକ ରେଢାଖୋଲ ଥାନା ବଡ଼କୁଡ଼ା ଗ୍ରାମର ସରତ ବେହେରା ନାମକ ଯୁବକଙ୍କୁ ଗୁରୁତର ଅବସ୍ଥାରେ  ଘଟଣା ସ୍ଥଳରୁ ଉଦ୍ଧାର କରି ଅଗ୍ନିଶମ ବିଭାଗ ପକ୍ଷରୁ ରେଢାଖୋଲ ଉପଖଣ୍ଡ ଡାକ୍ତରଖାନାକୁ ନେଇ ଯାଉଥିବା ବେଳେ ଡାକ୍ତରଖାନାରେ ଯୁବକ ଜଣକ ମୃତ୍ୟୁ ହୋଇ ଯାଇଥିଲା। ଘଟଣା ସ୍ଥଳକୁ ପୋଲିସ ପହଞ୍ଚି ଏହାର ତଦନ୍ତ କରିବା ସହ ଏକ ମାମଲା ରୁଜୁ କରିଛି। ମୃତ ଯୁବକ ମାନଙ୍କ ଶନିବାର ଦିନ ଶବ ବ୍ୟବଚ୍ଛେଦ କରା ଯିବ ବୋଲି ପୋଲିସ କହିଛି।ହେଲେ ଏହି ଦୁର୍ଘଟଣାରେ ମୃତ୍ୟୁ ଖବରକୁ ନେଇ ରେଢାଖୋଲ ଓ କିଆକଟା ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼: ବଣିକ ସଂଘର ନିର୍ବାଚନ ଅନୁଷ୍ଠିତ   12-May-2026
  ଜିଲ୍ଲା  
ଓଡ଼ିଆରେ ସରକାରୀ କାର୍ଯ୍ୟ ପାଇଁ ସୁବର୍ଣ୍ଣପୁରରେ ପ୍ରଶିକ୍ଷଣ ଶିବିର   12-May-2026
  ଜିଲ୍ଲା  
*ଗୃହ ଗଣନା ରେ "ରେଡିଓ" ଶିକ୍ଷକ ମାନଙ୍କୁ ଆଶ୍ଚର୍ଯ୍ୟ କରିଛି ଓ ମୋ ବାପା ଙ୍କ ସ୍ମୃତି କୁ ଉଜ୍ଜୀବିତ କରିଛି*-   12-May-2026
  ଜିଲ୍ଲା  
କଟକରେ ବୁଲିଲା ଖଣ୍ଡା, ୩ ଗୁରୁତର   12-May-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ଯୁବମୋର୍ଚ୍ଚା ସଭାପତି ଚୟନ   12-May-2026
  ରାଜ୍ୟ  
ତିନି ଘରିଆ ନୂଆସାହି ରାସ୍ତା ଖାଲଖମା ଯାତାୟତ ବାଧାପ୍ରାପ୍ତ   12-May-2026
  ରାଜ୍ୟ  
ପୁଣି ଅଦିନିଆ ରଥଯାତ୍ରା। ଇସକନ ପକ୍ଷରୁ କରାଯାଇଛି ଏହି ରଥଯାତ୍ରା। ଦକ୍ଷିଣ ଆଫ୍ରିକା ଡର୍ବାନ ସହରରେ   12-May-2026
  ରାଜ୍ୟ  
ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ   12-May-2026
  ରାଜ୍ୟ  
ରାଜ୍ୟରେ ପେଟ୍ରୋଲ-ଡିଜେଲ ଅଭାବ ନାହିଁ: ଯୋଗାଣ ମନ୍ତ୍ରୀ   12-May-2026
  ଜିଲ୍ଲା  
କାକଟପୁର ମା ମଙ୍ଗଳା ପୀଠରେ ଚନ୍ଦନ ଯାତ୍ରା ପାଳିତ♦️ ପ୍ରାଚୀ ନଦୀରେ ଚାପ ଖେଳିଲେ ରାଧାକୃଷ୍ଣ ଭାବବିହ୍ଵଳ ଶ୍ରଦ୍ଧାଳୁ   12-May-2026
  ଜିଲ୍ଲା  
ମହାନ୍ ବିପ୍ଳବୀ ଶହୀଦ ମାଧୋ ସିଂ ଙ୍କ ଜୀବନୀ ସମ୍ବନ୍ଧରେ ପାଠ୍ୟ ପୁସ୍ତକରେ ଭୁଲ ତଥ୍ୟର ପ୍ରତିବାଦ କଲା ବିଜେଡି   12-May-2026
  ଜିଲ୍ଲା  
ଇଚ୍ଛା ମୃତ୍ୟ ଆବେଦନକାରୀ ଚାଷୀ ରୋହିତ ଭୋଇ ଙ୍କୁ ଭେଟିଲେ ବିଜେଡି ନେତ୍ରୁ ମଣ୍ଡଳୀ   12-May-2026

You Might Also Like