-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

କୋଭିଡ ଆଇନ ଉଲ୍ଲଙ୍ଘନ ଅଭିଯୋଗ ରେ ଦଶଟି ଦୋକାନ ସିଲ କଲା ଜିଲ୍ଲା ପ୍ରଶାସନi

23-Apr-2021



 ବଲାଙ୍ଗୀର,(ପ୍ରେରଣା ଖବର):କୋଭିଡ୍ ଆଇନ୍ ଉଲଙ୍ଯେଗରେ ବଲାଙ୍ଗୀର ସହରରେ ଦଶଟି ଦୋକାନ ସିଲ୍ କରାଯିବା ସହିତ ୬୫ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ବଲାଙ୍ଗୀର ଜିଲ୍ଲା ବିଭିନ୍ନ ବ୍ଲକରେ କରୋନା ସଂକ୍ରମଣ ଦିନକୁ ଦୀନ ବଢିବାରେ ଲାଗିଛି । ବେକାବୁ ହେଉଥିବା କୋଭିଡ ସଂକ୍ରମଣକୁ ନିୟନ୍ତ୍ରଣ କରିବାକୁ ଜିଲ୍ଲାରେ ନାଇଟ୍ କର୍ଫ୍ୟୁ ସହ ସପ୍ତାହନ୍ତ ଦୁଇ ଦିନିଆ ସର୍ଟଡାଉନ ଘୋଷଣା କରାଯାଇଛି । ପ୍ରଶାସନ ପକ୍ଷରୁ ବଲାଙ୍ଗୀର ସହରରେ କୋଭିଡ୍ ଗାଇଡ୍ ଲାଇନକୁ କଡାକଡି ଭାବେ କାର୍ଯ୍ୟକାରୀ କରାଯାଉଛି ।

ବଲାଙ୍ଗୀର ତହସିଲଦାର ମଘବନ ବାଗଙ୍କ ନେତ୍ରୁତ୍ବରେ ଆଜି ଟାଉନ ପୋଲିସ ପକ୍ଷରୁ ସହର ର ବିଭିନ୍ନ ଦୋକାନ ବଜାର ଉପରେ ଚଢାଉ କରାଯାଇଛି । ସାମାଜିକ ଦୂରତା ମାନୁ ନ ଥିବା ବେଳେ କୋଭିଡ୍ ଗାଇଡ୍ ଲାଇନ୍ ଉଲଙ୍ଘନ ଅଭିଯୋଗରେ ସହରର ସମଲେଶ୍ବରୀ ମନ୍ଦିର ଛକରେ ଥିବା ରୋସନୀ ଇଲେକ୍ଟ୍ରିକାଲ୍ସ, ଶାନ୍ତି ମୋବାଇଲ୍, ଲଖାନୀ ଗାର୍ମେଣ୍ଟସ ସମେତ ମାଣିକ ତେଜରାତି ଦୋକାନ, ସମଲେଶ୍ବରୀ ଔଷଧ ଦୋକାନ ସମେତ ଦଶଟି ଦୋକାନକୁ ପୋଲିସ ସିଲ୍ କରି ଦେଇଛି । ଏହି ଦୋକାନୀ ମାନଙ୍କ ଠାରୁ ୬୫ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି ।
ଦୋକାନୀ ଙ୍କ ବାରଣ ସତ୍ତ୍ବେ ଗ୍ରାହକମାନେ କୋଭିଡ ନିୟମ ମାନୁ ନ ଥିବା ନେଇ ଲଖାନୀ ଗାର୍ମେଣ୍ଟସର ମାଲିକ ରାଜେଶ କୁମାର ଲଖାନୀ କହିଛନ୍ତି। ତେବେ ଆସନ୍ତା ସାତ ଦିନ ପାଇଁ ପ୍ରଶାସନ ପକ୍ଷରୁ ଏହି ଦୋକାନ ଗୁଡିକୁ ସିଲ୍ କରି ଦିଆଯାଇଛି । କୋଭିଡ୍ ଆଇନ ଉଲଙ୍ଘନକାରୀ ଙ୍କ ବିରୁଦ୍ଧରେ ପ୍ରଶାସନ ପକ୍ଷରୁ ଦ୍ରୁଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଥିବା ନେଇ ବଲାଙ୍ଗୀର ତହସିଲଦାର ଶ୍ରୀବାଗ ସୂଚନା ଦେଇଛନ୍ତ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like