-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

କନ୍ଧମାଳରେ କରୋନା ସଚେତନତା ସୃଷ୍ଟି କରୁଛନ୍ତି ଯମରାଜ ଓ ଚିତ୍ରଗୁପ୍ତ

23-Apr-2021



କନ୍ଧମାଳ,(ପ୍ରେରଣା ଖବର ବ୍ୟୁରୋ): କନ୍ଧମାଳ ଜିଲାରେ ନିଆରା ଢଙ୍ଗରେ କରୋନା ସଚେତନତା ସୃଷ୍ଟି କରାଯାଉଛି। ଜିଲା ପୁଲିସ ପ୍ରଶାସନ ଓ ସ୍ବେଚ୍ଛାସେବୀ ସଂଗଠନ ଟିମ୍‌ ହ୍ୟୁମାନିଟର ସଦସ୍ୟମାନଙ୍କ ପକ୍ଷରୁ କରୋନା ସଚେତନତା ଅଭିଯାନକୁ ଜୋର୍‌ଦାର କରାଯାଉଛି। ସେମାନେ ଯମରାଜ ଓ ଚିତ୍ରଗୁପ୍ତ ଭୂମିକାରେ ଅବତୀର୍ଣ୍ଣ ହୋଇ କରୋନା ଭୂତାଣୁକୁ କିଭଳି ପ୍ରତିହତ କରାଯାଇପାରିବ ତାହା ଲୋକଙ୍କୁ ସଚେତନ କରୁଛନ୍ତି। ସମଗ୍ର ଦେଶରେ ପୁଣି କରୋନା କଡ ଲେଉଟଥିବା ବେଳେ ସେଥିରୁ କନ୍ଧମାଳ ଜିଲାକୁ ମଧ୍ୟ ଧିରେ ଧିରେ କବଳିତ କରିବାକୁ ଲାଗିଲାଣି। ତେଣୁ ଏନେଇ ଜିଲା ପ୍ରଶାସନ ଓ ପୁଲିସ ପ୍ରଶାସନ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ମାସ୍କ ବ୍ୟବହାର ,ସାମାଜିକ ଦୁରତା ବଜାୟ ରଖିବା ଭଳି ବିଭିନ୍ନ

ପ୍ରକାର ସଚେତନତା କାର୍ଯ୍ୟକ୍ରମ ସମଗ୍ର ଜିଲାରେ ଆରମ୍ଭ କରିଥିବା ବେଳେ ଅତି ଆବଶ୍ୟକ ନଥିଲେ ଘରୁ ବାହାରକୁ ନବାହାରିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ସେହିଭଳି ବାରମ୍ବାର ହାତକୁ ଭଲଭାବରେ ଧୋଇବା ସହିତ ନିୟମ ମାନି ଚଳିବା ପାଇଁ ଏ ଗାଁରୁ ସେ ଗାଁକୁ ଗସ୍ତ କରି ସଚେତନତା କରିଛି ପ୍ରଶାସନ ଓ ପୁଲିସ୍। କିଲର ଭାଇରସ କରୋନାକୁ ସମୁଳେ ନିପାତ କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅନେକ ସଂଗଠନ ମଧ୍ୟ ସେମାନଙ୍କର ପ୍ରୟାସ ଜାରି ରଖିଥିବା ବେଳେ ଏଥିରେ କନ୍ଧମାଳ ଟିମ୍ ହ୍ୟୁମାନିଟ୍ ପ୍ରମୁଖ ଭୂମିକା ଗ୍ରହଣ କରିଛି। ଆଜି ଆଉ ଭିନ୍ନ ରୁପରେ ଟିମ୍ ହ୍ୟୁମାନିଟ ଓ ପୁଲିସ୍ ର ମିଳିତ ସହଯୋଗରେ ଅନୁଷ୍ଠିତ ହୋଇଯାଇଛି ଏକ କରୋନା ସଚେତନତା କାର୍ଯ୍ୟକ୍ରମ। ଏଥିରେ ସ୍ଥାନୀୟ ପୁଲିସ ପ୍ରଶାସନର ସଦର ଏସଡିପିଓ ମହେନ୍ଦ୍ରନାଥ ମୁର୍ମ୍ମୁ,ଆଦର୍ଶଥାନା ଏସ୍‌ଆଇ ଶାନ୍ତୁନୁ ପ୍ରଧାନ, କିଶୋର କୁମାର ମହାଙ୍କୁଡ ଓ ଅନ୍ୟ ପୁଲିସ କର୍ମଚାରୀ ମାନେ ଅଂଶ ଗ୍ରହଣ କରିବା ସହିତ ଟିମ୍ ହ୍ୟୁମାନିଟର ସଦସ୍ୟ ମାନଙ୍କ ମଧ୍ୟରେ ଯମରାଜ ଭୁମିକାରେ ପ୍ରଫୁଲ କୁମାର ପୃଷ୍ଟି ଓ ଚିତ୍ରଗୁପ୍ତ ବେଶରେ ଭି.ଜଗନ୍ନାଥ ରାଜୁ ଚରିତ୍ରର ରୁପାନ୍ତର ନାଟକ କରାଯାଇ ଲୋକଙ୍କୁ ସଚେତନ କରାଯାଇଥିଲା। ସାଇରାମ ପାତ୍ର ନିଜେ କରୋନା ବେଶରେ ଲୋକଙ୍କୁ ଅମାନିଆଙ୍କ ସଚେତନ ହେବା ପାଇଁ କହିଥିଲେ। ସହରର ବିଭିନ୍ନ ବଜାର ଓ ଛକ ମାନଙ୍କରେ ଏହି ସଚେତନ କାର୍ଯ୍ୟକ୍ରମ କରାଯିବା ସହିତ 

ଖୋଦ୍ ପୁଲିସ୍ ପକ୍ଷରୁ ମଧ୍ୟ ଆଜି ଅମାନିଆଙ୍କଠାରୁ ଜରିମାନା ଆଦାୟ କରାଯାଇଥିଲା। ସ୍ୱେଚ୍ଛାସେବୀ ସଂଗଠନ ଟିମ୍ ହ୍ୟୁମାନିଟର ଏଭଳି ସଚେତନ ପ୍ରୟାସକୁ ବିଭିନ୍ନ ମହଲରେ ସ୍ୱାଗତ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like