-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||     

HOME   ରାଜ୍ୟ

ଝାରସୁଗୁଡାରେ ବଢୁଛି ସଂକ୍ରମଣ, ସାହାସପୁର ପଞ୍ଚାୟତକୁ ୫ଦିନ ଲକ୍ ଡାଉନ୍ ଘୋଷଣା କଲେ ସରପଞ୍ଚ

24-Apr-2021



ଝାରସୁଗୁଡା (ପ୍ରେରଣା ଖବର): ଜିଲ୍ଲାପାଳ କ୍ଷମତା ପ୍ରୟୋଗ କଲେ ସରପଞ୍ଚ । ଝାରସୁଗୁଡା ଜିଲ୍ଲାର ସାହାସପୁର ପଂଚାୟତକୁ ୫ ଦିନ ପାଇଁ ଲକଡାଉନ୍ ଘୋଷଣା କଲେ ସରପଞ୍ଚ ଜିତେନ୍ଦ୍ର ରଣା । ସାହାସପୁର ସମେତ ପାକେଲପଡା ଓ କୁଲେମୁରା ପଂଚାୟତରେ ଦୈନିକ କରୋନା ସଂକ୍ରମଣ ବଢୁଥିବା ଯୋଗୁଁ ଲକଡାଉନ୍ ଘୋଷଣା କରାଯାଇଛି ।

ଗତ ୫ ଦିନ ହେଲା ଝାରସୁଗୁଡ଼ା ଜିଲ୍ଲାରେ ଦୈନିକ ସଂକ୍ରମଣ ୩୦୦ ଉପରେ ରହୁଥିବା ଦେଖିବାକୁ ମିଳିଛି । ଏହାର ସିଧା ପ୍ରଭାବ ପଡିଛି ଲଇକେରା ବ୍ଲକର ସାହାସପୁର, ପାକେଲପଡା ଓ ଆଖପାଖ ଅଞ୍ଚଳରେ। ପ୍ରତ୍ୟେକ ଦିନ ୧୦ ରୁ ୧୨ ଜଣ ଆକ୍ରାନ୍ତ ଉଭୟ ପଞ୍ଚାୟତ ଅଞ୍ଚଳରୁ ଚିହ୍ନଟ ହେଉଥିବା ଜଣାପଡିଛି । ଏହି ସଂକ୍ରମଣ ଉପରେ ରୋକ୍ ଲଗାଇବାକୁ ଲଇକେରା ବ୍ଲକର ସାହାସପୁର ପଞ୍ଚାୟତକୁ ୫ ଦିନ ପାଇଁ ଲକ୍ ଡାଉନ୍ ଘୋଷଣା କରିଛନ୍ତି ସ୍ଥାନୀୟ ସରପଞ୍ଚ । ଏହି ଲକ୍ ଡାଉନ୍ ସମୟରେ ସମସ୍ତ ଦୋକାନ ବଜାର ବନ୍ଦ ରହିବା ସହିତ ବ୍ୟାଙ୍କ ଓ ସମସ୍ତ ସରକାରୀ ଏବଂ ବେସରକାରୀ କାର୍ଯ୍ୟାଳୟଗୁଡିକ ମଧ୍ୟ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ସରପଞ୍ଚ ।  ଏହି ସମୟରେ କେବଳ ଔଷଧ ଦୋକାନ ଓ ଡାକ୍ତରଖାନା ବ୍ୟତୀତ ଅନ୍ୟ କୌଣସି ପ୍ରକାର ସୁବିଧା ମିଳିପାରିବ ନାହିଁ । ଏପରିକି ନିଜ ନିଜ ଘରୁ ମଧ୍ୟ ବାହାରକୁ ବାହାରିବା ପାଇଁ ବାରଣ କରାଯାଇଛି । ୫ ଦିନ ପାଇଁ ବାହାର ଅଞ୍ଚଳର ଲୋକମାନେ ସାହାସପୁରକୁ ଆସିବା ଓ ସ୍ଥାନୀୟ ଲୋକମାନେ ବାହାର ଅଞ୍ଚଳକୁ ଯିବା ଆସିବା ଉପରେ ରୋକ୍ ଲଗାଯାଇଛି। ଯଦି ଏହାର ଖିଲାପ କଲେ ପ୍ରଶାସନ ପକ୍ଷରୁ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ସାହାସପୁର ସରପଞ୍ଚ ଜିତେନ୍ଦ୍ର ରଣା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026

You Might Also Like