-+91-9937148622 |

prerana_bgr@rediffmail.com |

  Saturday 18th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   (18-Jul-2026)       ||      ଆଗଲପୁର ବ୍ଲକ ରେ ସମିତି ବୈଠକ                                     (18-Jul-2026)       ||      ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   (18-Jul-2026)       ||      ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   (17-Jul-2026)       ||      ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I    (17-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   (17-Jul-2026)       ||      ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   (17-Jul-2026)       ||      ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   (17-Jul-2026)       ||      ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   (17-Jul-2026)       ||      ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   (17-Jul-2026)       ||      ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   (17-Jul-2026)       ||      କାଉଡୋଳା ଗ୍ରାମ ଠାରେ ଜଗତର ନାଥ ଜଗନ୍ନାଥ ଙ୍କ ଘୋଷ ଯାତ୍ରା ଅନୁଷ୍ଠିତ.   (17-Jul-2026)       ||      ବଲାଙ୍ଗିରର ବିଭିନ୍ନ ରଥଯାତ୍ରାରେ ସାମିଲ ହେଲେ ବିଧାୟକ କଳିକେଶ ନାରାୟଣ ସିଂହଦେଓ   (17-Jul-2026)       ||      ରଥଯାତ୍ରାରେ ଦର୍ଶନାର୍ଥିଙ୍କ ମୃତ୍ୟୁରେ କଂଗ୍ରେସ ସଭାପତି ଭକ୍ତଚରଣ ଦାସଙ୍କ ଶୋକ ପ୍ରକାଶ   (17-Jul-2026)       ||      ଅଘରିଆ ଜ୍ଯୋତି ଚତୁର୍ବିଂଶ ସଂସ୍କରଣ ଉନ୍ମୋଚନ    (16-Jul-2026)       ||      ବିଶ୍ଵର ସବୁଠାରୁ କ୍ଷୁଦ୍ର, ଛୋଟ,କୁନି ରଥ    (16-Jul-2026)       ||      ପୁରୀ ରଥଯାତ୍ରାରେ ସାମିଲ ହେଲେ ରାଜ୍ୟପାଳ   (16-Jul-2026)       ||      କଟକରେ ବିଭିନ୍ନ ସ୍ଥାନମାନଙ୍କରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ରାଣୀହାଟଠାରେ ଛେରା ପହଁରା କରିଲେ ଜିଲ୍ଲାପାଳ   (16-Jul-2026)       ||     

HOME   ଜିଲ୍ଲା

ସାମ୍ବାଦିକ ତଥା ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ସମ୍ପାଦକଙ୍କ କରୋନାରେ ଦେହାନ୍ତ

24-Apr-2021



ବୁଗୁଡା(ଉମା ମହାରଣା) :ବୁଗୁଡା ବ୍ଲକର ସାମ୍ବାଦିକ ତଥା ବାଲିପଦର ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ର ସମ୍ପାଦକ ରତ୍ନାକର ମହାରଣାଙ୍କ ୪୫ ବର୍ଷ ବୟସରେ କରୋନାରେ ଆକ୍ରାନ୍ତ ହୋଇ ଏପ୍ରିଲ ୨୩ ତାରିଖ ଦିନ ବ୍ରହ୍ମପୁର ବଡ ମେଡ଼ିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ବରଣ କରିଛନ୍ତି। ଥଣ୍ଡାଜ୍ଵର ହେବାରୁ ଡାକ୍ତରଙ୍କ ପରାମର୍ଶ କ୍ରମେ ଔଷଧ ଖାଇଥିଲେ ମଧ୍ୟ ଅଧିକ ଜଟିଳ ହେବାରୁ ବ୍ରହ୍ମପୁର ବଡ ମେଡିକାଲକୁ ଯାଇଥିଲେ। ସେଠାରେ କୋଭିଡ ଟେଷ୍ଟ ପରେ ପଜିଟିଭି ଚିହ୍ନଟ ପରେ କୋଭିଡ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲେ। ସ୍ୱାସ୍ଥ୍ୟ ଅବସ୍ଥା ତିନିଦିନ ପୂର୍ବେ ସାମାନ୍ୟ ଉନ୍ନତି ହୋଇଥିଲେ ମଧ୍ୟ ପୁଣି ଅମ୍ଳଜାନ ସ୍ତରରେ ଯଥେଷ୍ଟ କମିବା ସହ ଗୁରୁତର ହେବାର ଖବର ପାଇ ତାଙ୍କ ଧର୍ମପତ୍ନୀ ଆଜି ସକାଳେ ବ୍ରହ୍ମପୁର ଯାଇଥିଲେ। ଆଜି ଅପରାହ୍ନ ପ୍ରାୟ ୩ ଘଣ୍ଟା ସମୟରେ ରତ୍ନାକରଙ୍କ ମୃତ୍ୟୁ ଘଟିଥିଲା। ସ୍ବର୍ଗତ ରତ୍ନାକର ମହାରଣା ବାଲିପଦର ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ସମ୍ପାଦକ, ଘୁମୁସର ର ସ୍ୱର ସଂଗଠନର ସମ୍ପାଦକ ଓ ଘୁମୁସର ତାଲୁକା ବିଶ୍ଵକର୍ମା ସମାଜର ସମ୍ପାଦକ ଥିବାବେଳେ ପୋଲସରା ନିର୍ବାଚନ ମଣ୍ଡଳୀ ର ନିୟୁଜ 8 ପ୍ରତିନିଧି ଥିଲେ। ମୃତ୍ୟୁ ଖବର ପ୍ରଚାର ହେବାପରେ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି। ବୁଗୁଡା ପ୍ରେସ କ୍ଳବ, କୋଦଳା ସାମ୍ବାଦିକ ସଙ୍ଘ,ବାଲିପଦର ଘୁମୁସର ର ସ୍ୱର, ଘୁମୁସର ତାଲୁକା ବିଶ୍ଵକର୍ମା ସମାଜ,ଓ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ପକ୍ଷରୁ ଗଭୀର ଶୋକ ପ୍ରକାଶ କରିବା ସହ ଆତ୍ମାର ସଦଗତି କାମନା କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   18-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ସମିତି ବୈଠକ                                     18-Jul-2026
  ଜିଲ୍ଲା  
ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   18-Jul-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   17-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I   17-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   17-Jul-2026
  ଜିଲ୍ଲା  
ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   17-Jul-2026
  ଜିଲ୍ଲା  
ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   17-Jul-2026
  ଜିଲ୍ଲା  
ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   17-Jul-2026
  ଜିଲ୍ଲା  
ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   17-Jul-2026

You Might Also Like