-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||     

HOME   ଜିଲ୍ଲା

କୋଦଳା ଓ ବେଗୁନିଆପଡାରେ ମଧ୍ୟ ସପ୍ତାହନ୍ତ ସଟଡାଉନର ପ୍ରଭାବ କଡାକଡି

24-Apr-2021



କୋଦଳା(ଉମା ମହାରଣା): ଦିନକୁ ଦିନ ରାଜ୍ୟରେ ପୁଣି ଥରେ କରୋନା ର ଦ୍ୱିତୀୟ ଲହରର ସଂକ୍ରମଣ ବଢୁଥିବା ବେଳେ କରୋନା ପଜିଟିଭ ଙ୍କ ସଂଖ୍ୟା ମଧ୍ୟ ଦୃତ ଗତିରେ ବୃଦ୍ଧି ପାଉଛି। ଏହାକୁ ନେଇ ରାଜ୍ୟ ସରକାରଙ୍କ ତରଫରୁ ପ୍ରଥମେ ନାଇଟ କର୍ଫ୍ୟୁ ଏବଂ ପରବର୍ତ୍ତୀ ମୁହୂର୍ତ୍ତରେ  ସବୁ ଶନିବାର ଏବଂ ରବିବାର ରାଜ୍ୟର ସମସ୍ତ ସହରାଞ୍ଚଳରେ ସପ୍ତାହାନ୍ତ ସଟଡାଉନ ଘୋଷଣା କରାଯାଇଛି।ଏହାର ପ୍ରଭାବ ଗଞ୍ଜାମ ଜିଲ୍ଲା କୋଦଳା ଏନଏସି ଓ ବେଗୁନିଆପଡ଼ା ଠାରେ ମଧ୍ୟ ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ କରୋନା ମୁକାବିଲା କରିବା ଲାଗି ସବୁ ପ୍ରକାରର ପ୍ରସ୍ତୁତି ହୋଇଛି । କୋଦଳା ପୋଲିସ ତରଫରୁ କଡାକଡି ଚେକିଂ ମଧ୍ୟ ଜାରି ରହିଛି। 
 

   ତେବେ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ନିର୍ଦେଶ କ୍ରମେ  ସକାଳ ୫ଟାରୁ ୬ଟା ଘଂଟାଏ କୋହଳ କରାଯାଇଛି ସଟଡାଉନ। କାହିଁକି ନା ପ୍ରାତଃ ଭ୍ରମଣ ଓ ବ୍ୟାୟମ ପାଇଁ  ଲୋକମାନେ ମର୍ଣ୍ଣିଂୱାକ୍, ଜଗିଂ ଓ ସାଇକେଲିଂ କରିପାରିବେ। ଏତତ ବ୍ୟତୀତ
 

ଅତ୍ୟାବଶ୍ୟକ ଜରୁରୀକାଳୀନ ସେବାର କର୍ମଚାରୀ ,ସାମ୍ବାଦିକଙ୍କ ସହ ଟ୍ରେନ ଓ ଏୟାରପୋର୍ଟକୁ ଯାତ୍ରା କରୁଥିବା ଯାତ୍ରୀ ମାନେ ସେମାନଙ୍କ ସଠିକ ଟିକଟ ଦେଖାଇ ଯାତାୟତ କରିପାରିବେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026

You Might Also Like